ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶନିବାର ରାଶିଫଳ ( ୨୨ -୦୫ -୨୦୨୧ )

ମେଷ: ଦୀର୍ଘଦିନର ପ୍ରତୀକ୍ଷିତ କାର୍ଯ୍ୟ ସମ୍ପନ୍ନ ହେବ । ଚାକିରିରେ ପଦୋନ୍ନତି ହୋଇପାରେ। ମହିଳାମାନେ ସମ୍ମାନ ପାଇବେ। ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା

ବୃଷ: କେତେକ ବିଷୟକୁ ନେଇ ଚିନ୍ତାରେ ରହିବେ। ରାଜନୀତିର ଷଡଯନ୍ତ୍ରରେ ପ୍ରଭାବିତ ହୋଇପାରନ୍ତି। ଚାକିରିରେ ଅବହେଳା ରହିବ। ବାଣିଜ୍ୟ ନୈରାଶ୍ୟଜନକ ରହିବ। ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ

ମିଥୁନ: କର୍ମକ୍ଷେତ୍ରରେ ପଥରୋଧ ରହିବ। ଚାକିରିରେ ଅସହଯୋଗ ରହିବ । ମହିଳାମାନେ ଚିନ୍ତାରେ ରହିବେ । ବାଣିଜ୍ୟରେ ପ୍ରତିକୂଳ ରହିବ। ଶୁଭ ଅଙ୍କ-୮ ଶୁଭ ରଙ୍ଗ-ଆକାଶୀ

କର୍କଟ: କୌଣସି ବଡ ଧରଣର କାର୍ଯ୍ୟକୁ ତୁଲାଇବେ । ସାଂସାରିକ ସ୍ନେହ ସୌହାଦ୍ୟ ବଜାୟ ରହିବ। ଶିଳ୍ପ ଓ ବାଣିଜ୍ୟରେ ଉନ୍ନତି ହେବ। ଶୁଭ ଅଙ୍କ-୨, ଶୁଭ ରଙ୍ଗ- ସିଲଭର୍

ଏଥିସହିତ ପଢ଼ନ୍ତୁ

ସିଂହ: କୌଣସି ସୂତ୍ରରୁ ଅର୍ଥପ୍ରାପ୍ତି ହୋଇପାରେ। ଦାମ୍ପତ୍ୟ ସୁଖୀ ରହିବେ । ରାଜନୀତିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିକ୍

କନ୍ୟା: ଶ୍ରୀଚନ୍ଦ୍ର କାରଣରୁ ପ୍ରସନ୍ନତା ଭିତରେ କଟିବ। ଚାକିରିରେ ସହଯୋଗ ପାଇବେ। ମହିଳାମାନେ ସୁଖୀ ରହିବେ। ବାଣିଜ୍ୟ ଉତ୍ସାହଜନକ ରହିବ | ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍

ତୁଳା: ହେଉଥିବା କାର୍ଯ୍ୟ ସ୍ଥଗିତ ହୋଇପାରେ। ମହିଳାମାନେ ଚିନ୍ତାରେ ରହିବେ। ପରିବହନ ଓ ବାଣିଜ୍ୟରେ ସମସ୍ୟା ରହିବ। ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଅଁଳା

ବିଛା: ଦିନରେ ସୁଖ, ସମୃଦ୍ଧି, ଶାନ୍ତି ପ୍ରାପ୍ତି ହେବ। ଚାକିରିରେ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ବାଣିଜ୍ୟରେ ସଞ୍ଚୟ ହେବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍

ଧନୁ: କର୍ମକ୍ଷେତ୍ରରେ ସହଯୋଗ ପାଇ ଆଗେଇ ଚାଲିବେ I ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ବାଣିଜ୍ୟରେ ପୁଞ୍ଜିନିବେଶ କରି ସଫଳ ହେବେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ

ମକର: ଶୃଙ୍ଖଳିତ ଧାରାରେ କାର୍ଯ୍ୟ କରି ସଫଳ ହେବେ । ଧର୍ମାଦି କାର୍ଯ୍ୟରେ ମନ ରହିବ। ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲଭର୍

କୁମ୍ଭ: କର୍ମକ୍ଷେତ୍ରରେ ବାଧାବିଘ୍ନ ରହିବ। ରାଜନୀତିରେ ଶତ୍ରୁବୃଦ୍ଧି ହେବ। ଚାକିରିରେ ଚାପ ରହିବ। ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ

ମୀନ: ଦିନଟି ଚଳଚଞ୍ଚଳ ରହିବେ। ଚାକିରିରେ ସହକର୍ମୀଙ୍କ ସହଯୋଗ ରହିଛି । ଶିଳ୍ପ ଓ ବାଣିଜ୍ୟ ଲାଭଜନକ ରହିବ। ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍

Leave A Reply

Your email address will not be published.