ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶନିବାର ରାଶିଫଳ ( ୨୩- ୦୪ – ୨୦୨୨ )

ମେଷ:କୌଣସି ବଡ଼ଧରଣର କାର୍ଯ୍ୟକୁ ତୁଲାଇ ଆଶ୍ବସ୍ତି ହେବେ। ଚାକିରିରି ପଦୋନ୍ନତି ହେଇେପାରେ। ରାଜନୀତିରେ ପ୍ରତିଷ୍ଠା ବୃଦ୍ଧି ପାଇବ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶିକ୍ଷାର୍ଥୀ ଅଧ୍ୟୟନପ୍ରିୟ ହେବେ। ଶୁଭ ଅଙ୍କ-୧, ଶୁଭ ରଙ୍ଗ- ଗୋଲାପି।

ବୃଷ:ଅନ୍ୟ ପାଇଁ ସମସ୍ୟାରେ ପଡ଼ିପାରନ୍ତି। ଚାକିରିରେ ଅବହେଳା ରହିବ। ରାଜନୀତିରେ ପ୍ରତିଦ୍ବନ୍ଦ୍ବିତା ରହିବ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ। ଶୁଭ ଅଙ୍କ-୬, ଶୁଭ ରଙ୍ଗ- ଧଳା।

ମିଥୁନ: ଦିନଟି ବିଷମ ପରିସ୍ଥିତି ଦେଇ ଗତି କରିବେ। ରାଜନୀତିରେ ଷଡ଼ଯନ୍ତ୍ରରେ ପଡ଼ିପାରନ୍ତି। ଚାକିରିରେ ଅପଦସ୍ତ ହୋଇପାରନ୍ତି। ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶିକ୍ଷାର୍ଥୀ ଭ୍ରମରେ ପଡ଼ିପାରନ୍ତି। ଶୁଭ ଅଙ୍କ-୪, ଶୁଭ ରଙ୍ଗ-ଆକାଶୀ ।

କର୍କଟ: କର୍ମକ୍ଷେତ୍ର ଉତ୍ସାହଜନକ ରହିବ। ଚାକିରିରେ ପ୍ରଶଂସିତ ହେବେ। ରାଜନୀତିରେ ଲୋକସମ୍ପର୍କ ବଢ଼ିବ। ବାଣିଜ୍ୟରେ ମନ ମୁତାବକ ଫଳ ମିଳିବ। ଶିକ୍ଷାର୍ଥୀ ଯଶ ପାଇବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-କମଳା।

ଏଥିସହିତ ପଢ଼ନ୍ତୁ

ସିଂହ: କିଛିଟା ଉତ୍ତେଜନା ଭିତରେ ଆଗେଇ ଚାଲିବେ। ରାଜନୀତିରେ ଶତ୍ରୁଜୟୀ ହେବେ। ମହିଳାମାନେ ପରିଶ୍ରମୀ ହେବେ। ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ଦୃଢ଼ମନା ରହିବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ- ସବୁଜ।

କନ୍ୟା: ହେଉଥିବା କାର୍ଯ୍ୟ ଅଳ୍ପକେ ସ୍ଥଗିତ ରହିପାରେ। ଚାକିରିରେ ବରକ୍ତିକର ପରିସ୍ଥିତି ରହିବ। ରାଜନୀତିରେ ପ୍ରତିକୂଳ ପରିସ୍ଥିତି ରହିବ। ବାଣିଜ୍ୟରେ ସାଧାରଣ ଫଳ ମିଳିବ। ଶିକ୍ଷାର୍ଥୀ ଆଳସ୍ୟ ରହିବେ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲ୍‌ଭର୍‌।

ତୁଳା: ଦିନଟି ଚଳଚଞ୍ଚଳ ରହିବେ। ଅତିଥିଙ୍କ ଆଗମନ ହୋଇପାରେ। ରାଜନୀତିରେ ଅନୁକୂଳ ବାତାବରଣ ରହିବ। ବାଣିଜ୍ୟରେ ଶୁଭ ହେବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ- ୪,ଶୁଭ ରଙ୍ଗ- ମେଟାଲିକ୍‌।

ବିଛା:ସମାଜରେ ପ୍ରତିଷ୍ଠିତ ହେବେ। ରାଜନୀତିରେ ସୁନାମ ପାଇବେ। ମହିଳାମାନଙ୍କର ସ୍ବାଧୀନତା ରହିବ। ଶିଳ୍ପ ଓ ବାଣିଜ୍ୟରେ ଆୟ ଦ୍ବିଗୁଣିତ ରହିବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ- ୩, ଶୁଭ ରଙ୍ଗ- ଗୋଲଡେନ୍‌।

ଧନୁ: କୌଣସି ବିଷୟକୁ ନେଇ ବାଦବିବାଦ ଉପୁଜିପାରେ। ଚାକିରିରେ ଦାୟିତ୍ବର ଅବହେଳା ରହିବ। ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ। ବାଣିଜ୍ୟରେ ବିଶେଷ ଭଲହେବ ନାହିଁ। ଶିକ୍ଷାର୍ଥୀ ଅସ୍ଥିର ରହିବେ। ଶୁଭ ଅଙ୍କ- ୯,ଶୁଭ ରଙ୍ଗ- ମେରୁନ୍‌।

ମକର: ଦିନଟି ସୁଖସନ୍ତୋଷ ଭିତରେ କଟିବ। ଚାକିରିରେ ସହଯୋଗ ପାଇବେ। ରାଜନୀତିରେ ଚଳଚଞ୍ଚଳ ଓ ଜନସମର୍ଥନ ମିଳିବ। ବାଣିଜ୍ୟରେ ନୂତନତା ଆସିବ। ଶିକ୍ଷାର୍ଥୀ ପ୍ରସନ୍ନ ରହିବେ। ଶୁଭ ଅଙ୍କ- ୮,ଶୁଭ ରଙ୍ଗ-କଳା।

କୁମ୍ଭ: ଆପ୍ରାଣ ଚେଷ୍ଟା କରି ସୁଫଳ ପାଇବେ। ଚାକିରିରେ କର୍ତ୍ତବ୍ୟ ନିଷ୍ଠ ରହିବେ। ରାଜନୀତିରେ ଜନସେବାରେ ବ୍ରତୀ ରହିବେ। ବାଣିଜ୍ୟରେ ସ୍ବଳ୍ପ ଲାଭ ମିଳିବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ- ୩,ଶୁଭ ରଙ୍ଗ- ହଳଦିଆ।

ମୀନ: ଦିନଟି ସୁଖସମୃଦ୍ଧି ପ୍ରାପ୍ତି ହେବ। ପ୍ରଶାସନିକ ଓ ରାଜନୀତିରେ ପ୍ରଭାବଶାଳୀ ରହିବେ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ବାଣିଜ୍ୟରେ ଆୟବୃଦ୍ଧି ହେବ। ଶିକ୍ଷାର୍ଥୀ ଆଜ୍ଞାଧୀନ ରହିବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍।

Leave A Reply

Your email address will not be published.