ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶନିବାର ରାଶିଫଳ ( ୨୪-୦୭-୨୦୨୧ )

ମେଷ: ଦଶମସ୍ଥ ଚନ୍ଦ୍ର କାରଣରୁ କୌଣସି ବଡ଼ ଧରଣର କାର୍ଯ୍ୟ ତୁଲାଇବେ।ସାଂସାରିକ ସୁଖସମୃଦ୍ଧି ପ୍ରାପ୍ତି ହେବ। ପ୍ରଶାସନିକ ସକ୍ରିୟ ରହିବେ। ବାଣିଜ୍ୟରେ ଉତ୍ତମ ହେବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳ

ବୃଷ:କର୍ମକ୍ଷେତ୍ରରେ ସମ୍ମାନ ପ୍ରାପ୍ତି ହେବ। ଚାକିରିରେ ନିଷ୍ଠାପର ରହିବେ। ରାଜନୀତିରେ ଜନସେବାରେ ବ୍ରତୀ ହେବେ। ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ମିଥୁନ:କର୍ମକ୍ଷେତ୍ରରେ ପ୍ରତାରଣା ପାଇପାରନ୍ତି। ଦ୍ରବ୍ୟାଦି ହାନିର ଭୟ ରହିଛି। ଶିଳ୍ପ ଓ ବାଣିଜ୍ୟରେ କ୍ଷତି ହୋଇପାରେ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

କର୍କଟ:ଦିନଟି କର୍ମତତ୍ପର ରହିବେ। ଚାକିରିରେ ସମ୍ମାନ ବଢିବ। ରାଜନୀତିରେ ସକ୍ରିୟ ରହିବେ। ମହିଳାମାନେ ରକ୍ଷଣଶୀଳ ହେବେ। ବାଣିଜ୍ୟ ଲାଭଜନକ ରହିବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ଗୋଲାପି

ଏଥିସହିତ ପଢ଼ନ୍ତୁ

ସିଂହ:କିଛିଟା ଉତ୍ତେଜନା ଭିତରେ କାର୍ଯ୍ୟ ସଫଳ ହେବ। ଚାକିରିରେ ମାନମର୍ଯ୍ୟାଦା ବୃଦ୍ଧି ହେବ। ମହିଳାମାନେ ପରିଶ୍ରମୀ ହେବେ। ପରିବହନ ଓ ବାଣିଜ୍ୟ ଲାଭଜନକ ରହିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

କନ୍ୟା:ଦିନଟି ପରିଶ୍ରମ ମୁତାବକ ଫଳ ପାଇବେ ନାହିଁ। ସାଂସାରିକ ଭୁଲ ବୁଝାମଣା ରହିବ। ଚାକିରିରେ ଅବହେଳା ରହିବ। ବାଣିଜ୍ୟ ମନ୍ଥର ରହିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

ତୁଳା:କର୍ମକ୍ଷେତ୍ରରେ ବିରୋଧାଭାସ ରହିବ। ସାଂସାରିକ ଅସ୍ଥିର ମନା ରହିବେ। ରାଜନୀତିରେ ବ୍ୟସ୍ତ ବିବ୍ରତ ରହିବେ। ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ବିଛା:ସମାଜରେ ପ୍ରତିଷ୍ଠା ବୃଦ୍ଧି ପାଇବ। ପଡୋଶୀଙ୍କ ସହଯୋଗ ମିଳିବ। ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ। ବାଣିଜ୍ୟରେ ଆୟ ଦ୍ବିଗୁଣିତ ରହିବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍

ଧନୁ:କର୍ମକ୍ଷେତ୍ର ଉତ୍ସାହଜନକ ରହିବ। ଚାକିରିରେ କର୍ତ୍ତୃପକ୍ଷଙ୍କ ଆସ୍ଥାଭାଜନ ହେବେ। ମହିଳାମାନେ ଯଶକୀର୍ତ୍ତି ପାଇବେ। ଶିଳ୍ପ ଓ ବାଣିଜ୍ୟରେ ସନ୍ତୋଷଜନକ ରହିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ

ମକର:ଦିନଟି ପ୍ରସନ୍ନତା ଭିତରେ କଟିବ। ସାଂସାରିକ ଉତ୍ତେଜନା ଓ ବ୍ୟୟ ବୃଦ୍ଧି ଦେଖାଦେବ। ଚାକିରିରେ ଚିନ୍ତା ରହିବ। ବାଣିଜ୍ୟରେ ବାଧାବିଘ୍ନ ରହିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

କୁମ୍ଭ:ହେଉଥିବା କାର୍ଯ୍ୟ ଅଳ୍ପକେ ବିଗିଡି ଯାଇପାରେ। ସାଂସାରିକ ଅଭାବ ଅସୁବିଧା ରହିବ। ଶିଳ୍ପ ଓ ବାଣିଜ୍ୟରେ ବ୍ୟୟବହୁଳତା ରହିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା

ମୀନ:ଉଚ୍ଚାଆଶା ପୂର୍ଣ୍ଣ ହେବ। ସ୍ବାଧୀନତା ରହିବ। ମହିଳାମାନେ ସୁଖୀ ରହିବେ।ବାଣିଜ୍ୟରେ ଆୟବୃଦ୍ଧି ହେବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

Leave A Reply

Your email address will not be published.