ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶନିବାର ରାଶିଫଳ ( ୨୫-୦୯-୨୦୨୧ )

ମେଷ : କିଛିଟା ଉତ୍ତେଜନା ଭିତରେ କାର୍ଯ୍ୟ ତୁଲାଇବେ | ରାଜନୀତିରେ ଚଳଚଞ୍ଚଳ ରହିବେ । ମହିଳାମାନେ ବିରକ୍ତିମନା ହେବେ I ପରିବହନ ଓ ବାଣିଜ୍ୟରେ ପରିସର ବୃଦ୍ଧି ପାଇବ । ଶିକ୍ଷାର୍ଥୀ ଚଞ୍ଚଳମନା ହେବେ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍

ବୃଷ : ଅନ୍ୟର ସହଯୋଗ ପାଇଁ ଆଗେଇବେ। ଚାକିରିରେ ସହଯୋଗ ପାଇବେ । ରାଜନୀତିରେ ଦୂରଯାତ୍ରା କରିପାରନ୍ତି । ବାଣିଜ୍ୟରେ ସ୍ବଳ୍ପ ଲାଭ ମିଳିବ । ଶିକ୍ଷାର୍ଥୀ ପରିଶ୍ରମୀ ହେବେ । ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ମିଥୁନ : ସାମାଜିକସ୍ତର ପ୍ରଶାସନିକ ଓ ରାଜନୀତିରେ ସୁନାମ ପାଇବେ । ଚାକିରିରେ ସ୍ଵାଧୀନତା ରହିବ। ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ | ଶୁଭ ଅଙ୍କ -୬, ଶୁଭ ରଙ୍ଗ- ସିଲଭର

କର୍କଟ : ବିଭିନ୍ନ କ୍ଷେତ୍ରରେ ସଫଳତା ପାଇବେ। ଚାକିରିରେ ଧନସମ୍ମାନ ପାଇବେ। ମହିଳାମାନେ ଆଦରଣୀୟା ହେବେ। ବାଣିଜ୍ୟରେ ଉନ୍ନତି ହେବ । ଶିକ୍ଷାର୍ଥୀ ଉତ୍ସାହିତ ରହିବେ । ଶୁଭ ଅଙ୍କ- ୯, ଶୁଭ ରଙ୍ଗ-ମେରୁନ୍

ଏଥିସହିତ ପଢ଼ନ୍ତୁ

ସିଂହ : ଯୋଜନା କରି ଅସଫଳ ହେବେ । ସାଂସାରିକ ଧର୍ମାଦି କାର୍ଯ୍ୟରେ ବ୍ୟୟ କରି ଅଭାବରେ ପଡିବେ। ଚାକିରିରେ ସମସ୍ୟା ରହିବ | ବାଣିଜ୍ୟରେ ମାନ୍ଦା ରହିବ । ଶିକ୍ଷାର୍ଥୀ ଅସ୍ଥିର ରହିବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା

କନ୍ୟା : କର୍ମକ୍ଷେତ୍ରରେ ଶତ୍ରବୃଦ୍ଧି ହେବେ । ରାଜନୀତିରେ ବିଷମ ପରିସ୍ଥିତି ରହିବ। ମହିଳାମାନେ ଅଶାନ୍ତିରେ ରହିବେ। ବାଣିଜ୍ୟରେ ହାନି ହୋଇପାରେ | ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍

ତୁଳା : କର୍ମକ୍ଷେତ୍ର ଉତ୍ସାହଜନକ ରହିବ। ଚାକିରିରେ ସହଯୋଗ ମିଳିବ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା

ବିଛା : କର୍ମକ୍ଷେତ୍ରରେ ସମ୍ମାନ ପାଇବେ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ । ରାଜନୀତିରେ ଶତମାନେ ଆୟତ୍ତାଧୀନ ହେବେ । ବାଣିଜ୍ୟରେ ଲାଭାନ୍ବିତ ହେବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲଭର

ଧନୁ : କର୍ମକ୍ଷେତ୍ରରେ ଠକାମିରେ ପଡ଼ିପାରନ୍ତି। କାର୍ଯ୍ୟ ବିଳମ୍ବ ଓ ବିରକ୍ତିମନା ରହିବେ । ପ୍ରଶାସନିକ ସମସ୍ୟାରେ ରହିବେ । ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍

ମକର : ବହୁଚେଷ୍ଟା କରି ସଫଳ ହେବେ। ଅତିଥିଙ୍କ ଆଗମନ ହୋଇପାରେ । ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ପ୍ରସାର ହେବ । ଶିକ୍ଷାର୍ଥୀ ସଫଳ ହେବେ | ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ

କୁମ୍ଭ : କୌଣସି ଗୁରୁତ୍ଵ କାର୍ଯ୍ୟରେ ସଫଳ ହେବେ। ପ୍ରଶାସନିକ ପ୍ରଭାବଶାଳୀ ରହିବେ । ଶିକ୍ଷାର୍ଥୀ ଅଧ୍ୟୟନରତ ରହିବେ। ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲଭର

ମୀନ : ଦିନଟି ସମସ୍ୟା ଭିତରେ ଗତି କରିବେ ।ଚାକିରିରେ ଅସହଯୋଗ ଦେଖାଯିବ। ବାଣିଜ୍ୟରେ ମନ୍ଥରତା ରହିବ। ଶିକ୍ଷାର୍ଥୀ ତ୍ରୁଟି କରିପାରନ୍ତି। ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ

Leave A Reply

Your email address will not be published.