ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶନିବାର ରାଶିଫଳ (୨୬-୬-୨୦୨୧)

ମେଷ : କେତେକ କାର୍ଯ୍ୟକୁ ନେଇ ଚିନ୍ତାରେ ରହିବେ। ରାଜନୀତିରେ ପ୍ରତିଦ୍ବନ୍ଦିତା ରହିବ। ମହିଳାମାନେ ଅପଯଶ ପାଇବେ। ପରିବହନ ଓ ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି

ବୃଷ : କର୍ମକ୍ଷେତ୍ରରେ ବିଷମ ପରିସ୍ଥିତି ରହିବ। ଚାକିରିରେ ଅସହଯୋଗ ରହିବ। ମହିଳାମାନେ ସ୍ଵାସ୍ଥ୍ୟ ସମସ୍ୟାରେ ପଡ଼ିପାରନ୍ତି। ଶିଳ୍ପ ଓ ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୬, ଶୁଭ ରଙ୍ଗ- ସିଲଭର

ମିଥୁନ : ଦିନଟି ସବୁରି କାର୍ଯ୍ୟରେ ଆଗେଇ ଚାଲିବେ। ଚାକିରିରେ ସୁଖସନ୍ତୋଷ ପ୍ରାପ୍ତି ହେବ।ରାଜନୀତିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ ସଫଳ ହେବେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା

କର୍କଟ : ଦିନଟି ବ୍ୟସ୍ତତା ଭିତରେ କଟିବ। ରାଜନୀତିରେ ସମ୍ମାନିତ ହେବେ। ପ୍ରଶାସନିକ ଦାୟିତ୍ବବୋଧ ରହିବ। ପରିବହନ ଓ ବାଣିଜ୍ୟ ଲାଭଜନକ ରହିବ। ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପି

ଏଥିସହିତ ପଢ଼ନ୍ତୁ

ସିଂହ : ଯୋଜନା କରି ଅସଫଳ ହେବେ । ଚାକିରିରେ ସମସ୍ୟା ରହିବ। ମହିଳାମାନେ ଚିନ୍ତାରେ ରହିବେ । ଶିଳ୍ପ ଓ ବାଣିଜ୍ୟରେ ପ୍ରତିକୂଳ ରହିବ। ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ

କନ୍ୟା : ବହୁ ପରିଶ୍ରମ କରି ସୁଫଳ ପାଇବେ। ଚାକିରିରେ ଧନସମ୍ମାନ ପାଇବେ । ରାଜନୀତିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ -୬, ଶୁଭ ରଙ୍ଗ-ଧଳା

ତୁଳା : କର୍ମକ୍ଷେତ୍ରରେ ସ୍ଵାଧୀନତା ରହିବ। ପ୍ରଶାସନିକ ଉଚ୍ଚସମ୍ମାନ ପାଇବେ | ରାଜନୀତିରେ ସକ୍ରିୟ ରହିବେ । ବାଣିଜ୍ୟରେ ଉନ୍ନତି ହେବ। ଶୁଭ ଅଙ୍କ-୨ ଶୁଭ ରଙ୍ଗ-ଧଳା

ବିଛା : କୌଣସି ବିଷୟକୁ ନେଇ ଚିନ୍ତାରେ ରହିବେ। ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ। ଚାକିରିରେ କାର୍ଯ୍ୟଭାର ରହିବ। ବାଣିଜ୍ୟ ମାନ୍ଦା ରହିବ । ଶୁଭ ଅଙ୍କ-୯ ଶୁଭ ରଙ୍ଗ-କମଳା

ଧନ୍ୟ : କର୍ମକ୍ଷେତ୍ର ଉତ୍ସାହଜନକ ରହିବ। ମହିଳାମାନେ ଆଦରସମ୍ମାନ ପାଇବେ। ଚାକିରିରେ ପ୍ରଶଂସା ପାଇବେ। ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍

ମକର : ଦିନଟି ଚଳଚଞ୍ଚଳ ରହିବେ । ସାଂସାରିକ ଦୂରଯାତ୍ରା କରିପାରନ୍ତି । ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ

କୁମ୍ଭ : କିଛିଟା ଉତ୍ତେଜନା ଭିତରେ କାର୍ଯ୍ୟ ସଫଳ ହେବ। ଚାକିରିରେ ଗୁରୁତ୍ବ କାର୍ଯ୍ୟକୁ ନେଇ ଚିନ୍ତା କରିବେ । ଶିଳ୍ପ, ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା

ମାନ : ଦଶମସ୍ତ ଚନ୍ଦ୍ରଙ୍କ କାରଣରୁ କାର୍ଯ୍ୟ ସିଦ୍ଧି ଓ ସୁଖସମ୍ମାନ ପାଇବେ । ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ। ବାଣିଜ୍ୟରେ ଆୟବୃଦ୍ଧି ହେବ। ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା

Leave A Reply

Your email address will not be published.