ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶନିବାର ରାଶିଫଳ ( ୨୭-୧୧-୨୦୨୧ )

ମେଷ: କର୍ମକ୍ଷେତ୍ରରେ କିଛିଟା ସମସ୍ୟା ଦେଇ ଗତି କରିବେ । ଚାକିରିରେ କାର୍ଯ୍ୟବହୁଳ ରହିବ। ରାଜନୀତିରେ ପ୍ରତିକୂଳ ସ୍ଥିତି ରହିବ। ବାଣିଜ୍ୟ ମାନ୍ଦା ରହିବ । ଶିକ୍ଷାର୍ଥୀ ଅସ୍ଥିର ମନା ହେବେ । ଶୁଭ ଅଙ୍କ –୩, ଶୁଭ ରଙ୍ଗ – ହଳଦିଆ

ବୃଷ: ଅନେକ ଚେଷ୍ଟା କରି ସୁଫଳ ପାଇବେ | ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ଚାକିରିରେ ସହଯୋଗ ପାଇବେ। ବାଣିଜ୍ୟରେ ଗ୍ରାହକ ପ୍ରିୟ ହେବେ। ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ – ୫, ଶୁଭ ରଙ୍ଗ – ସବୁଜ

ମିଥୁନ: କର୍ମକ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବେ। ପ୍ରଶାସନିକ ଓ ରାଜନୀତିରେ ସକ୍ରିୟ ରହିବେ। ମହିଳାମାନେ ରକ୍ଷଣଶୀଳ ହେବେ। ବାଣିଜ୍ୟରେ ଆୟବୃଦ୍ଧି ହେବ । ଶିକ୍ଷାର୍ଥୀ ଗୁରୁଜନଙ୍କର ପ୍ରିୟ ହେବେ । ଶୁଭ ଅଙ୍କ – ୧, ଶୁଭ ରଙ୍ଗ – ଗୋଲାପି

କର୍କଟ: କୌଣସି ବିଷୟକୁ ନେଇ ଚିନ୍ତାରେ ରହିବେ । ରାଜନୀତିରେ ଷଡ଼ଯନ୍ତ୍ରରେ ପଡ଼ିପାରନ୍ତି । ଚାକିରିରେ ଅଭିଯୋଗ ଆସିପରେ। ବାଣିଜ୍ୟରେ ବାଧା ରହିବ । ଶିକ୍ଷାର୍ଥୀ ଭ୍ରମରେ ପଡ଼ିପାରନ୍ତି | ଶୁଭ ଅଙ୍କ – ୨, ଶୁଭ ରଙ୍ଗ – ଧଳା

ଏଥିସହିତ ପଢ଼ନ୍ତୁ

ସିଂହ : ଶ୍ରୀଚନ୍ଦ୍ର ପ୍ରଭାବରୁ ସହଯୋଗ ପାଇ ଆଗେଇବେ | ଉଭୟେ ପ୍ରେମ ଓ ଦାମ୍ପତ୍ୟ ସୁଖମୟ ରହିବ | ରାଜ ନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ବାଣିଜ୍ୟରେ ଲାଭ ମିଳିବ । ଶିକ୍ଷାର୍ଥୀ ଉତ୍ସାହିତ ରହିବେ । ଶୁଭ ଅଙ୍କ – ୫, ଶୁଭ ରଙ୍ଗ – ସବୁଜ

କନ୍ୟା: ଦିନଟି ଚଳଚଞ୍ଚଳ ରହିବେ। ମହିଳାମାନେ ଭ୍ରମଣପ୍ରିୟ ହେବେ। ରାଜନୀତିରେ ଦୂରଯାତ୍ରା କରିପାରନ୍ତି । ଚାକିରିରେ ନିଷ୍ଠା ରହିବ। ବାଣିଜ୍ୟରେ ପ୍ରସାର ହେବ। ଶିକ୍ଷାର୍ଥୀ ଅଧ୍ୟୟନ ପ୍ରିୟ ହେବେ ଶୁଭ ଅଙ୍କ –୧, ଶୁଭ ରଙ୍ଗ – ପିଙ୍କ୍

ତୁଳା: ବିଭିନ୍ନ ମାର୍ଗରେ ଉପାର୍ଜନ କରିବେ । ପ୍ରଶାସନିକ ଓ ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ମହିଳାମାନେ ଆତ୍ମ ନିର୍ଭରଶୀଳ ହେବେ। ବାଣିଜ୍ୟରେ ସମୃଦ୍ଧି ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ – ୨, ଶୁଭ ରଙ୍ଗ – ସିଲ୍‌ଭର୍

ବିଛା: କର୍ମକ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବେ। ଚାକିରିରେ ସହଯୋଗ ପାଇବେ | ରାଜନୀତିରେ ସୁନାମ ପାଇବେ । ଶିଳ୍ପ ଓ ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶିକ୍ଷାର୍ଥୀ ଉଚ୍ଚାଭିଳାଷୀ ହେବେ । ଶୁଭ ଅଙ୍କ – ୭, ଶୁଭ ରଙ୍ଗ – କଫି

ଧନୁ: କର୍ମକ୍ଷେତ୍ରରେ ପ୍ରତିକୂଳ ସ୍ଥିତି ଦେଇ ଗତି କରିବେ । ରାଜନୀତିରେ ପ୍ରତିଦ୍ବନ୍ଦିତା ରହିବ । ଚାକିରିରେ କର୍ତ୍ତୃପକ୍ଷଙ୍କର ସହ ମନାନ୍ତର ହୋଇପାରେ । ବାଣିଜ୍ୟରେ ସମସ୍ୟା ରହିବ । ଶୁଭ ଅଙ୍କ – ୩, ଶୁଭ ରଙ୍ଗ – କ୍ରିମ୍

ମକର : କର୍ମକ୍ଷେତ୍ରରେ ଠକାମିରେ ପଡିପାରନ୍ତି। ଚାକିରିରେ ସମସ୍ୟା ଦେଇ ଗତି କରିବେ । ମହିଳାମାନେ ହତାଦର ହୋଇପାରନ୍ତି । ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶିକ୍ଷାର୍ଥୀ ହତୋତ୍ସାହ ରହିବେ । ଶୁଭ ଅଙ୍କ – ୬, ଶୁଭ ରଙ୍ଗ – ସିଲ୍‌ଭର

କୁମ୍ଭ: ଦିନଟି ସୁଖ ସନ୍ତୋଷ ଭିତରେ କଟିବ। ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ । ମହିଳାମାନେ ସୁଖୀ ହେବେ। ବାଣିଜ୍ୟରେ ସନ୍ତୋଷଜନକ ଫଳ ପାଇବେ ଶିକ୍ଷାର୍ଥୀ ଉଚ୍ଚାଭିଳାଷୀ ହେବେ । ଶୁଭ ଅଙ୍କ – ୩, ଶୁଭ ରଙ୍ଗ – ଗୋଲ୍‌ଡ଼େନ୍

ମୀନ: ପରିଶ୍ରମର ଫଳ ପାଇବେ। ଚାକିରିରେ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ପ୍ରଶାସନିକ ସକ୍ରିୟ ରହିବେ। ମହିଳାମାନେ ସ୍ଵାଭିମାନୀ ହେବେ। ବାଣିଜ୍ୟରେ ଲାଭାନ୍ବିତ ହେବେ । ଶିକ୍ଷାର୍ଥୀ ସଫଳ ହେବେ | ଶୁଭ ଅଙ୍କ –୯, ଶୁଭ ରଙ୍ଗ – ଲାଲ୍

Leave A Reply

Your email address will not be published.