ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶନିବାର ରାଶିଫଳ ( ୨୯ -୦୫ -୨୦୨୧ )

ମେଷ: କେତେକ ଝାମେଲାକୁ ନେଇ ବ୍ୟସ୍ତରେ ରହିବେ । ଧର୍ମାଦି କାର୍ଯ୍ୟରେ ବ୍ୟୟ କରିବେ । ଚାକିରିରେ ଚାପ ରହିବ। ବାଣିଜ୍ୟ ମାନ୍ଦା ରହିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍

ବୃଷ: କର୍ମକ୍ଷେତ୍ରରେ ଠକାମିରେ ପଡିପାରନ୍ତି। ରାଜନୀତିରେ ଶତ୍ରୁବୃଦ୍ଧି | ହେବ। ମହିଳାମାନେ ଚିନ୍ତାରେ ରହିବେ। ବାଣିଜ୍ୟରେ ହାନି ହୋଇପାରେ। ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍

ମିଥୁନ: ବିଭିନ୍ନ ମାର୍ଗରୁ ଆୟ ହେବ। ଚାକିରିରେ ଧନସମ୍ମାନ ପାଇବେ । ପ୍ରଶାସନିକ ପ୍ରଶଂସିତ ହେବେ। ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୬, ଶୁଭ ରଙ୍ଗ- ସିଲଭର୍

କର୍କଟ: ଦୁଃସାହସିକ ଭିତ୍ତିରେ କାର୍ଯ୍ୟ ତୁଲାଇବେ। ଚାକିରିରେ ନିଷ୍ଠା ରହିବ। ମହିଳାମାନେ ସ୍ବାଭିମାନୀ ହେବେ । ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲଡେନ୍

ଏଥିସହିତ ପଢ଼ନ୍ତୁ

ସିଂହ: କାର୍ଯ୍ୟ ବିଳମ୍ବ ଓ ଅଧୈର୍ଯ୍ୟ ହେବେ। ସନ୍ତାନମାନେ ଚିନ୍ତାରେ ପକାଇବେ । ରାଜନୀତିରେ ପ୍ରତିଦ୍ବନ୍ଦ୍ବତା ରହିବ। ବାଣିଜ୍ୟରେ ପ୍ରତିକୂଳ ରହିବ । ଶୁଭ ଅଙ୍କ-୨,ଶୁଭ ରଙ୍ଗ- ଧଳା

କନ୍ୟା: ବହୁ ଚେଷ୍ଟା କରି ସଫଳ ହେବେ । ମହିଳାମାନେ ଗୃହକାର୍ଯ୍ୟରେ ବ୍ୟସ୍ତ ରହିବେ। ବାଣିଜ୍ୟରେ ସାଧାରଣ ଫଳ ପାଇବେ ଶୁଭ ଅଙ୍କ-୮, ଶୁଭ ରଙ୍ଗ-ଆକାଶୀ

ତୁଳା: କିଛିଟା ଉତ୍ତେଜନା ଭିତରେ କାର୍ଯ୍ୟ ତୁଲାଇବେ। ଚାକିରିରେ ବ୍ୟସ୍ତତା ଭିତରେ କଟିବ। ପରିବହନ ଓ ବାଣିଜ୍ୟରେ ସ୍ବଳ୍ପ ଲାଭ ୧ ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ

ବିଛା: ଆର୍ଥିକ କଥାକୁ କେନ୍ଦ୍ର କରି ସମସ୍ୟା ଦେଖାଦେବ | ରାଜନୀତି ବିରୋଧୀ ବୃଦ୍ଧି ପାଇବେ। ବାଣିଜ୍ୟରେ ଆୟ ବ୍ୟୟ ସମାନ ରହି ଶୁଭ ଅଙ୍କ-୯,ଶୁଭ ରଙ୍ଗ-ମେରୁନ୍

ଧନୁ: ଦିନଚର୍ଯ୍ୟା ଆଡମ୍ବରପୂର୍ଣ୍ଣ ରହିବ। ଚାକିରିରେ କର୍ତ୍ତୃପକ୍ଷ ଆସ୍ଥାଭାଜନ ହେବେ। ଶିଳ୍ପ ଓ ବାଣିଜ୍ୟରେ ଉତ୍ସାହଜନକ ରହିବ ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲଭର୍

ମକର: କୌଣସି କାର୍ଯ୍ୟ ଉଦ୍ଦେଶ୍ୟରେ ଦୂରଯାତ୍ରା କରିପାରନ୍ତି ରାଜନୀତିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ ଲାଭ ମିଳିବା ଶୁଭ ଅଙ୍କ୪, ଶୁଭ ରଙ୍ଗ-ମେଟାଲିକ୍

କୁମ୍ଭ: ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକୁ ନେଇ ଚିନ୍ତିତ ରହିବେ। ମହିଳାମାନେ କର୍ମତତ୍ପର ରହିବେ। ଶିଳ୍ପ ଓ ବାଣିଜ୍ୟରେ ଲାଭଜନକ ରହିବ। ଶୁଭ ଅଙ୍କ – ୬, ଶୁଭ ରଙ୍ଗ- ସିଲଭର୍

ମୀନ: ଦିନଟି ଚଳଚଞ୍ଚଳ ରହିବେ। ମହିଳାମାନେ ଆତ୍ମନିର୍ଭରଶୀଳ ରହିବେ । ପ୍ରଶାସନିକ ଧନସମ୍ମାନ ପ୍ରାପ୍ତି ହେବ। ବାଣିଜ୍ୟରେ ସଞ୍ଚୟ ହେବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି

Leave A Reply

Your email address will not be published.