ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶନିବାର ରାଶିଫଳ ( ୩୧-୦୭-୨୦୨୧ )

ମେଷ:ଦିନଟି ବ୍ୟସ୍ତତା ଭିତରେ କଟିବ। ଚାକିରିରେ କାର୍ଯ୍ୟଭାର ରହିବ।ପ୍ରଶାସନିକ ଉତ୍ତେଜନା ପରିସ୍ଥିତି ରହିପାରେ। ଶିଳ୍ପ ଓ ବାଣିଜ୍ୟରେ ଆୟ ବ୍ୟୟ ସମାନ ରହିବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ବୃଷ:ବହୁ ଚେଷ୍ଟା କରି ସଫଳତା ପାଇବେ। ପଡୋଶୀଙ୍କ ସହଯୋଗ ପାଇବେ। ଚାକିରିରେ ଚଳଚଞ୍ଚଳ ରହିବେ। ଶିଳ୍ପ ଓ ବାଣିଜ୍ୟରେ ସ୍ବଳ୍ପ ଲାଭ ହେବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ବାଇଗଣୀ

ମିଥୁନ:କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ। ଉଭୟେ ପ୍ରେମ ଓ ସାଂସାରିକ ମଧୁର ସମ୍ପର୍କ ରହିବ।ପ୍ରଶାସନିକ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ବାଣିଜ୍ୟରେ ଉତ୍ତମ ଲାଭ ମିଳିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

କର୍କଟ:କୌଣସି ବଡ ଧରଣର ସଫଳତା ମିଳିପାରେ। ଚାକିରିରେ ଧନସମ୍ମାନ ପ୍ରାପ୍ତି ହେବ। ପ୍ରଶାସନିକ ଗୁରୁତ୍ୱ କାର୍ଯ୍ୟ ତୁଲାଇବେ। ଶିଳ୍ପ ଓ ବାଣିଜ୍ୟରେ ଆୟ ବୃଦ୍ଧି ହେବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ମେରୁନ୍

ଏଥିସହିତ ପଢ଼ନ୍ତୁ

ସିଂହ:କର୍ମକ୍ଷେତ୍ରରେ ଆବଦ୍ଧ ଯୋଗ ରହିଛି। ଅନ୍ୟ ପାଇଁ ସମସ୍ୟାରେ ପଡିପାରନ୍ତି। ରାଜନୀତିରେ ପ୍ରତିଦ୍ବନ୍ଦ୍ବିତା ରହିବ। ଶିଳ୍ପ, ପରିବହନ ଓ ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ଗୋଲଡେନ୍

କନ୍ୟା:କର୍ମକ୍ଷେତ୍ରରେ ଠକାମିରେ ପଡିପାରନ୍ତି। ସାଂସାରିକ ଅଶାନ୍ତି ଦେଖାଦେବ। ରାଜନୀତିରେ ଶତୃ ବହୁଳତା ରହିବ। ମହିଳାମାନେ ହତାଦର ହେବେ। ବାଣିଜ୍ୟରେ ସମସ୍ୟା ରହିବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ତୁଳା:ଦିନଟି ସୁଖଶାନ୍ତି ପ୍ରାପ୍ତି ହେବ। ସାଂସାରିକ ସହଯୋଗ ମିଳିବ। ମହିଳାମାନେ ଆଦରଣୀୟା ହେବେ। ଶିଳ୍ପ ଓ ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ବିଛା:ଦିନଟି କର୍ମତତ୍ପର ରହିବେ। ମହିଳାମାନେ ସୁଖୀ ରହିବେ। ଚାକିରିରେ ନିଷ୍ଠାପର ରହିବେ। ଶିଳ୍ପ ଓ ବାଣିଜ୍ୟ ଲାଭଜନକ ରହିବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ମେରୁନ୍

ଧନୁ:କର୍ମକ୍ଷେତ୍ରରେ ଅସହଯୋଗ ରହିବ। ଚାକିରିରେ କାର୍ଯ୍ୟଭାର ରହିବ। ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ। ବାଣିଜ୍ୟ ମାନ୍ଦା ରହିବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ମକର:ଦିନଟି ଚଳଚଞ୍ଚଳ ରହିବେ। ଚାକିରିରେ ପ୍ରଶଂସା ପାଇବେ। ମହିଳାମାନେ ସୁଖୀ ରହିବେ। ବାଣିଜ୍ୟରେ ପରିସର ବୃଦ୍ଧି ପାଇବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ନୀଳ

କୁମ୍ଭ:ଚତୁରତାର ସହ କାର୍ଯ୍ୟ ହାସଲ କରିବେ। ପ୍ରଶାସନିକ ଓ ରାଜନୀତିରେ ସକ୍ରିୟ ରହିବେ।ଶିଳ୍ପ ଓ ବାଣିଜ୍ୟରେ ସମୃଦ୍ଧି ରହିବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ମୀନ:ଦିନଟିରେ ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ମହିଳାମାନେ ଚିନ୍ତାରେ ରହିବେ। ଚାକିରିରେ ସମସ୍ୟା ରହିବ। ବାଣିଜ୍ୟ ମାନ୍ଦା ରହିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ

Leave A Reply

Your email address will not be published.