ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶନିବାର ରାଶିଫଳ ( ୦୯-୧୦-୨୦୨୧ )

ମେଷ: କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ଚାକିରିରେ ସହଯୋଗ ପାଇବେ। ମହିଳାମାନେ ରକ୍ଷଣଶୀଳ ହେବେ । ବାଣିଜ୍ୟରେ ପ୍ରସିଦ୍ଧି ବଢିବ। ଶିକ୍ଷାର୍ଥୀ ଯଶ ପାଇବେ। ଶୁଭ ଅଙ୍କ – ୭, ଶୁଭ ରଙ୍ଗ – କଫି

ବୃଷ: ଦୁଃସାହସିକ ଭିତ୍ତିରେ କାର୍ଯ୍ୟ ତୁଲାଇବେ। ରାଜନୀତିରେ ସକ୍ରିୟ ରହିବେ। ମହିଳା ଅନୁଶାସନ ପ୍ରିୟ ହେବେ । ବାଣିଜ୍ୟରେ ଲାଭ ମିଳିବ । ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ –୨, ଶୁଭ ରଙ୍ଗ – ସିଲିଭର୍

ମିଥୁନ: ଶୃଙ୍ଖଳିତ ଧାରାରେ କାର୍ଯ୍ୟ କରି ଆଗେଇ ଚାଲିବେ| ସନ୍ତାନଙ୍କୁ ନେଇ ଗୌରାବାନ୍ବିତ ହେବେ। ବାଣିଜ୍ୟରେ ପ୍ରସାର ହେବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ – ୯, ଶୁଭ ରଙ୍ଗ – ଗୋଲାପି

କର୍କଟ: କର୍ମକ୍ଷେତ୍ରରେ ସମସ୍ୟା ରହିବ। ପଡୋଶୀଙ୍କ ସହ ମନାନ୍ତର ହୋଇପାରେ। ଚାକିରିରେ କାର୍ଯ୍ୟ ଭାର ରହିବ। ବାଣିଜ୍ୟ ମାନ୍ଦା ରହିବ। ଶିକ୍ଷାର୍ଥୀ ଅସ୍ଥିର ରହିବେ। ଶୁଭ ଅଙ୍କ – ୩, ଶୁଭ ରଙ୍ଗ – କ୍ରିମ୍

ଏଥିସହିତ ପଢ଼ନ୍ତୁ

ସିଂହ : ବିଶିଷ୍ଟ ବ୍ୟକ୍ତିଙ୍କ ସହ ସଂପର୍କ ସ୍ଥାପନ ହେବ। ଚାକିରିରେ ଧନସମ୍ମାନ ପାଇବେ | ମହିଳାମାନେ ଯଶ ପାଇବେ | ବାଣିଜ୍ୟରେ ଉନ୍ନତି ହେବ । ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ – ୯, ଶୁଭ ରଙ୍ଗ – ଲାଲ୍

କନ୍ୟା : ଆର୍ଥିକ ଯୋଜନା ଫଳପ୍ରସୂ ହେବ। ଚାକିରିରେ କର୍ତ୍ତୃପକ୍ଷଙ୍କର ଆସ୍ଥାଭାଜନ ହେବେ । ରାଜନୀତିରେ ଲୋକ ସଂପର୍କ ବୃଦ୍ଧି ପାଇବ । ବାଣିଜ୍ୟ ଶିକ୍ଷା କ୍ଷେତ୍ରରେ ସଫଳ ହେବେ । ଶୁଭ ଅଙ୍କ – ୪, ଶୁଭ ରଙ୍ଗ – ମେଟାଲିକ୍

ତୁଳା : ଆତ୍ମୀୟଙ୍କର ସହଯୋଗ ପାଇ ଆଗେଇବେ | ରାଜନୀତିରେ ପ୍ରତିଷ୍ଠିତ ହେବେ । ମହିଳାମାନେ ସୁଖୀ ରହିବେ । ବାଣିଜ୍ୟରେ ଲାଭ ମିଳିବ । ଶିକ୍ଷାର୍ଥୀ ଉତ୍ସାହ ରହିବେ। ଶୁଭ ଅଙ୍କ – ୮, ଶୁଭ ରଙ୍ଗ – ଆକାଶୀ

ବିଛା : କର୍ମକ୍ଷେତ୍ରରେ ଠକାମିରେ ପଡ଼ିପାରନ୍ତି। ଚାକିରିରେ ଚାପ ରହିବ। ମହିଳାମାନେ ଚିନ୍ତାରେ ରହିବେ। ବାଣିଜ୍ୟରେ ମନ୍ଥର ରହିବ। ଶିକ୍ଷାର୍ଥୀ ଅନ୍ୟମନସ୍କ ରହିବେ। ଶୁଭ ଅଙ୍କ –୨, ଶୁଭ ରଙ୍ଗ —ଧଳା

ଧନୁ: ଭବିଷ୍ୟତ ଯୋଜନା କାର୍ଯ୍ୟକାରୀ ହେବ। ସାଂସାରିକ ଆର୍ଥିକ ସମୃଦ୍ଧି ପ୍ରାପ୍ତି ହେବ। ଚାକିରିରେ ପଦୋନ୍ନତି ହୋଇପାରେ। ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ – ୧ , ଶୁଭ ରଙ୍ଗ –ପିଙ୍କ୍

ମକର: କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ। ମହିଳାମାନେ ଆଦରଣୀୟା ହେବେ। ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ। ବାଣିଜ୍ୟରେ ଉତ୍ତମ ଲାଭ ମିଳିବ । ଶିକ୍ଷାର୍ଥୀ ଦୃଢମନା ରହିବେ । ଶୁଭ ଅଙ୍କ – ୩, ଶୁଭ ରଙ୍ଗ – ଗୋଲ୍ଡେନ୍

କୁମ୍ଭ: ଧର୍ମାଦି କାର୍ଯ୍ୟରେ ମନ ରହିବ। ଚାକିରିରେ ସହଯୋଗ ପାଇବେ। ମହିଳାମାନେ ପରିଶ୍ରମୀ ହେବେ। ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ଅଧ୍ୟବସାୟୀ ହେବେ। ଶୁଭ ଅଙ୍କ – ୫, ଶୁଭ ରଙ୍ଗ – ସବୁଜ

ମୀନ: କର୍ମ କ୍ଷେତ୍ରରେ ଶତ୍ରୁ ବୃଦ୍ଧି ହେବେ। ଚାକିରିରେ ପ୍ରତିକୂଳ ପରିସ୍ଥିତି ରହିବ। ମହିଳାମାନେ ହତୋତ୍ସାହ ରହିବେ । ବାଣିଜ୍ୟରେ ନୈରାଶ୍ୟଜନକ ରହିବ। ଶିକ୍ଷାର୍ଥୀ ଭ୍ରମରେ ପଡିବେ। ଶୁଭ ଅଙ୍କ –୯, ଶୁଭ ରଙ୍ଗ – ଲାଲ୍

Leave A Reply

Your email address will not be published.