ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶନିବାର ରାଶିଫଳ ( ୦୯-୦୪-୨୦୨୨ )

ମେଷ: ଅଟକି ରହିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। ଚାକିରିରେ ଧନସମ୍ମାନପ୍ରାପ୍ତି ହେବ। ରାଜନୀତିରେ ସକ୍ରିୟ ରହିବେ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶିକ୍ଷାର୍ଥୀ ଉତ୍ସାହିତ ରହିବେ । ଶୁଭ ଅଙ୍କ- ୯, ଶୁଭ ରଙ୍ଗ-ମେରୁନ୍ ।

ବୃଷ: ପରିଶ୍ରମର ଉଚିତ ଫଳ ମିଳିବ । ପ୍ରଶାସନ ଓ ରାଜନୀତିରେ କର୍ମତତ୍ପର ରହିବେ। ଚାକିରିରେ ସହଯୋଗ ମିଳିବ। ବାଣିଜ୍ୟରେ ଲାଭଜନକ ରହିବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ ।

ମିଥୁନ: ଦିନଟି ସୁଖଶାନ୍ତି ଭିତରେ କଟିବ। ରାଜନୀତିରେ ଉଚ୍ଚପ୍ରଶଂସା ପାଇବେ। ମହିଳାମାନେ ଆଦରଣୀୟା ହେବେ। ବାଣିଜ୍ୟ ଓ ଶିକ୍ଷାକ୍ଷେତ୍ରରେ ସଫଳତା ପାଇବେ । ଶୁଭ ଅଙ୍କ-୧, ଶୁଭ ରଙ୍ଗ- ପିଙ୍କ୍ ।

କର୍କଟ: କେତେକ କାର୍ଯ୍ୟକୁ ନେଇ ଚିନ୍ତାରେ ରହିବେ ଚାକିରିରେ । ଅବହେଳା ରହିବ। ରାଜନୀତିରେ ପ୍ରତାରଣା ପାଇପାରନ୍ତି। ବାଣିଜ୍ୟରେ ମାନ୍ଦା ରହିବ। ଶିକ୍ଷାର୍ଥୀ ଅସ୍ଥିରମନା ରହିବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍ ।

ଏଥିସହିତ ପଢ଼ନ୍ତୁ

ସିଂହ: ଭବିଷ୍ୟତ ଯୋଜନା ଫଳପ୍ରସୂ ହେବ। ରାଜନୀତିରେ ପ୍ରତିଷ୍ଠା ବୃଦ୍ଧି ପାଇବ। ଚାକିରିରେ ପଦୋନ୍ନତି ହୋଇପାରେ। ବାଣିଜ୍ୟରେ ସମୃଦ୍ଧିପ୍ରାପ୍ତି ହେବ। ଶିକ୍ଷାର୍ଥୀ ଉଭିଳାଷୀ ହେବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ- ଧଳା ।

କନ୍ୟା: କୌଣସି ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକୁନେଇ ଚିନ୍ତାରେ ରହିବେ । ଚାକିରିରେ ଦାୟିତ୍ବବୋଧ ରହିବ। ମହିଳାମାନେ ଯଶ ପାଇବେ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ-୬, ଶୁଭ ରଙ୍ଗ- ସିଲ୍‌ଭର୍।

ତୁଳା: ପରୋପକାର କରି ଶାନ୍ତି ପାଇବେ। ଚାକିରିରେ ନିଷ୍ଠା ରହିବ। ରାଜନୀତିରେ ସମ୍ମାନିତ ହେବେ। ବାଣିଜ୍ୟରେ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀ ଗୁରୁଜନଙ୍କ ପ୍ରିୟ ହେବେ । ଶୁଭ ଅଙ୍କ- ୫, ଶୁଭ ରଙ୍ଗ- ସବୁଜ ।

ବିଛା: କର୍ମକ୍ଷେତ୍ରରେ ପରାଧୀନତା ରହିବ। ସାଂସାରିକ ଭୁଲ ବୁଝାମଣା ରହିବ । ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ । ବାଣିଜ୍ୟ ମାନ୍ଦା ରହିବ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ । ଶୁଭ ଅଙ୍କ- ୯, ଶୁଭ ରଙ୍ଗ- ଲାଲ୍।

ଧନୁ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକୁ ତୁଲାଇ ଆଶ୍ବସ୍ତି ହେବେ । ସାଂସାରିକ ଦକ୍ଷ ପ୍ରତିପାଦିତ ହେବେ । ରାଜନୀତିରେ ସକ୍ରିୟ ରହିବେ । ବାଣିଜ୍ୟରେ ଉତ୍ତମ ଆୟ ହେବ। ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ – ୧, ଶୁଭ ରଙ୍ଗ- ପିଙ୍କ୍।

ମକର: କର୍ମକ୍ଷେତ୍ରରେ ସମ୍ମାନ ପାଇବେ। ମହିଳାମାନେ ଭ୍ରମଣପ୍ରିୟ ହେବେ । ଆକସ୍ମିକ ଧନ ପ୍ରାପ୍ତି ହୋଇପାରେ। ବାଣିଜ୍ୟରେ ଲାଭଜନକ ରହିବ। ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ । ଶୁଭ ଅଙ୍କ – ୫, ଶୁଭ ରଙ୍ଗ- ସବୁଜ।

କୁମ୍ଭ: ଦିନଟି ଆମୋଦପ୍ରମାଦ ଭିତରେ କଟିବ। ଚାକିରିରେ ପ୍ରଶଂସିତ ହେବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ । ବାଣିଜ୍ୟରେ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ । ଶୁଭ ଅଙ୍କ- ୪,ଶୁଭ ରଙ୍ଗ- ମେଟାଲିକ୍।

ମୀନ: କର୍ମକ୍ଷେତ୍ରରେ ପ୍ରତାରଣା ପାଇପାରନ୍ତି। ଚାକିରିରେ ଅସହଯୋଗ ଦେଖାଦେବ । ରାଜନୀତିରେ ବିଷମ ପରିସ୍ଥିତି ରହିବ। ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ରରେ ସମସ୍ୟା ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ- ହଳଦିଆ ।

Leave A Reply

Your email address will not be published.