ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶନିବାର ରାଶିଫଳ (୧୮-୦୨-୨୦୨୩)

ମେଷ: କୌଣସି ମହତ୍‌ କାର୍ଯ୍ୟକୁ ନେଇ ବ୍ୟସ୍ତତା ଭିତରେ ରହିବ। ରାଜନୀତିରେ ଦୂରଯାତ୍ରା କରିପାରନ୍ତି। ମହିଳାମାନେ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ ସ୍ବଳ୍ପ ଲାଭ ମିଳିବ। ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ।

ବୃଷ: କାର୍ଯ୍ୟ ବିଳମ୍ବ ଓ ମନସ୍ତାପ ଦେଖାଦେବ। ରାଜନୀତିରେ ପ୍ରତିଦ୍ବନ୍ଦ୍ବିତା ରହିବ। ମହିଳାମାନେ ଚିନ୍ତିତ ରହିବେ। ଶିଳ୍ପ ଓ ବାଣିଜ୍ୟ ମାନ୍ଦା ରହିବ। ଶିକ୍ଷାର୍ଥୀ ଅବହେଳା କରିବେ।

ମିଥୁନ: ଅଟକି ରହିଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ ଉତ୍ତୀର୍ଣ୍ଣ ହେବେ।

କର୍କଟ: କାର୍ଯ୍ୟସିଦ୍ଧି ସହ ସୁଖସମ୍ମାନ ପ୍ରାପ୍ତି ହେବ। ରାଜନୀତିରେ ପ୍ରଭାବଶାଳୀ ରହିବେ। ଚାକିରିରେ ସହଯୋଗ ମିଳିବ। ବାଣିଜ୍ୟରେ ଆୟ ବୃଦ୍ଧି ହେବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ।

ଏଥିସହିତ ପଢ଼ନ୍ତୁ

ସିଂହ: ନୂତନ ଯୋଜନା କରି ସଫଳ ହେବେ। ମହିଳାମାନେ ଜନସେବାରେ ବ୍ରତୀ ହେବେ। ଅନୁଶାସନ ଭିତରେ ରହି କାର୍ଯ୍ୟରେ ସଫଳତା ପାଇବେ। ଶିକ୍ଷାର୍ଥୀ ଗୁରୁଜନଙ୍କ ପ୍ରିୟ ହେବେ।

କନ୍ୟା: ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହୋଇପାରନ୍ତି। ଚାକିରିରେ ଶତ୍ରୁବୃଦ୍ଧି ହେବେ। ରାଜନୀତିରେ ଚିନ୍ତାଜନକ ସ୍ଥିତି ରହିବ। ବାଣିଜ୍ୟରେ କ୍ଷତି ହୋଇପାରେ। ଶିକ୍ଷାର୍ଥୀ କ୍ୟାରିୟରକୁ ନେଇ ଦ୍ବନ୍ଦ୍ବରେ ପଡ଼ିବେ।

ତୁଳା: କର୍ମକ୍ଷେତ୍ର ଉତ୍ସାହଜନକ ରହିବ। ଉଭୟେ ପ୍ରେମ ଓ ଦାମ୍ପତ୍ୟ ସୁଖମୟ ରହିବ। ରାଜନୀତିରେ ଲୋକପ୍ରିୟତା ବଢ଼ିବ। ବାଣିଜ୍ୟରେ ପ୍ରସାର ହେବ। ଶିକ୍ଷାର୍ଥୀ ସଫଳ ହେବେ।

ବିଛା: ଆର୍ଥିକସ୍ତରରେ ପରିବର୍ତ୍ତନ ଆସିବ। ମହିଳାମାନେ କର୍ମତତ୍ପର ରହିବେ। ରାଜନୀତିରେ ଲୋକସମ୍ପର୍କ ବଢ଼ିବ। ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ଦୃଢ଼ମନା ହେବେ।

ଧନୁ: ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ଧନସମ୍ମାନ ପ୍ରାପ୍ତି ହେବ। ମହିଳାମାନେ ସୁଖୀ ହେବେ। ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ପ୍ରସନ୍ନ ରହିବେ।

ମକର: ଗୋପନୀୟ କଥା ପ୍ରକାଶ କରିବାରୁ ଦୂରେଇ ରୁହନ୍ତୁ। ଉତ୍ସାହର ସହ କାର୍ଯ୍ୟ କରି ସଫଳ ହେବେ। କିଛିଟା ଉତ୍ତେଜନା ଭିତରେ ଆଗେଇ ଚାଲିବେ। ବନ୍ଧୁବାନ୍ଧଙ୍କଠାରୁ ସହଯୋଗ ପାଇବେ।

କୁମ୍ଭ: ନୂତନ ଯୋଜନା କରି ସଫଳ ହେବେ। ପ୍ରଶାସନିକ ଓ ରାଜନୀତିରେ ସଫଳ ନେତୃତ୍ବ ରହିବ। କର୍ମସ୍ଥଳୀରେ ନିଷ୍ଠାର ସହ କାର୍ଯ୍ୟ କରିବେ। ଶିକ୍ଷାର୍ଥୀଙ୍କ ଉଚ୍ଚଶିକ୍ଷା ପ୍ରତି ରୁଚି ରହିବ।

ମୀନ: କାର୍ଯ୍ୟସିଦ୍ଧି, ସହ ସୁଖସମ୍ମାନ ପ୍ରାପ୍ତି ହେବ। ମହିଳାମାନେ ଆଦରଣୀୟା ହେବେ। ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ। ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ।

Leave A Reply

Your email address will not be published.