ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶନିବାର ରାଶିଫଳ ( ୨୦-୨-୨୦୨୧ )

ମେଷ:କର୍ମକ୍ଷେତ୍ରରେ ଆଗେଇବେ। ଶତ୍ରୁମାନେ ବିରୋଧ କରି ବିଫଳ ହେବେ। ଦାମ୍ପତ୍ୟ ଉତ୍ତମ ବୁଝାମଣା ରହିବ। ରାଜନୀତିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟ ଲାଭଜନକ ରହିବ।
ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ବୃଷ:ଦିନଟି ଭଲରେ କଟିବ। ସହକର୍ମୀଙ୍କ ସାହାଯ୍ୟ ମିଳିବ। ନୂତନ କର୍ମପ୍ରାପ୍ତି ହୋଇପାରେ। ପ୍ରଶାସନିକ ପ୍ରଶଂସିତ ହେବେ। ଶିଳ୍ପ ଓ ବାଣିଜ୍ୟ ଉତ୍ସାହଜନକ ରହିବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ମିଥୁନ:ପରିଶ୍ରମ ମୁତାବକ ଫଳ ପାଇବେ। ଆର୍ଥିକ ଚାପ ରହିବ। ରାଜନୀତିରେ ପରିସ୍ଥିତି ରହିବ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ବିଦ୍ୟାର୍ଥୀ ବିରକ୍ତିମନା ରହିବେ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

କର୍କଟ:ଦିନଟି ସୁଖସମ୍ମାନ ପ୍ରାପ୍ତି ହେବ। ସାଂସାରିକ ଦ୍ରବ୍ୟାଦି ପ୍ରାପ୍ତି ହେବ। ଆୟ ଅବ୍ୟାହତ ରହିବ। ଚାକିରିରେ ପଦୋନ୍ନତି ହେବ। ବାଣିଜ୍ୟ ଲାଭଦାୟକ ରହିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ଗୋଲଡେନ୍

ଏଥିସହିତ ପଢ଼ନ୍ତୁ

ସିଂହ:କର୍ମକ୍ଷେତ୍ରରେ ପରିସର ବୃଦ୍ଧି ପାଇବ। ଦାମ୍ପତ୍ୟ ସୁଖମୟ ରହିବ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ଶିଳ୍ପ ଓ ବାଣିଜ୍ୟରେ ଆୟ ବୃଦ୍ଧି ହେବ। ବିଦ୍ୟାର୍ଥୀ ଅଧ୍ୟୟନ ପ୍ରିୟ ହେବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ:ଲାଲ୍

କନ୍ୟା:କର୍ମକ୍ଷେତ୍ରରେ ସହଯୋଗ ମିଳିବ। ଦେହ ଓ ମନ ଭଲ ରହିବ। ମହିଳାମାନେ ଧର୍ମପରାଯୟଣା ହେବେ। ଚାକିରିରେ ସମ୍ମାନ ବଢିବ। ବାଣିଜ୍ୟ ଲାଭଜନକ ରହିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ଆକାଶୀ

ତୁଳା:ଦୁଃ-ସ୍ଥାନରେ ଚନ୍ଦ୍ର ଗତିଶୀଳ ହେତୁ ବାଧାବିଘ୍ନ ଭିତରେ ଗତି କରିବେ। ଚାକିରିରେ ଅସହଯୋଗ ରହିବ। ପରିବହନ ଓ ବାଣିଜ୍ୟରେ ଚିନ୍ତାଜନକ ରହିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

ବିଛା:କର୍ମକ୍ଷେତ୍ରରେ କେତେକ ସମସ୍ୟା ଭିତରେ ଆଗେଇ ଚାଲିବେ। ମହିଳାମାନେ ପରିଶ୍ରମୀ ହେବେ। ଚାକିରିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ ଲାଭାନ୍ବିତ ହେବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ମେରୁନ୍

ଧନୁ:ଦୁଃସାହସିକ ଭିତ୍ତିରେ କାର୍ଯ୍ୟ ତୁଲାଇବେ। ଚାକିରିରେ ଦାୟିତ୍ବବୋଧ ରହିବ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ବାଣିଜ୍ୟ ଶୁଭଦାୟକ ରହିବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ମକର:ଦିନଟି ଚଳଚଞ୍ଚଳ ରହିବେ।ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ। ରାଜନୀତିରେ ସହଯୋଗ ମିଳିବ। ପ୍ରଶାସନିକ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ବାଇଗଣି

କୁମ୍ଭ:କର୍ମକ୍ଷେତ୍ରରେ ସମସ୍ୟା ଘେରରେ ରହିବେ। ଚାକିରିରେ ଅପଦସ୍ତ ହୋଇପାରନ୍ତି। ରାଜନୀତିରେ ପ୍ରତିନ୍ଦ୍ବନ୍ଦିତା ବୃଦ୍ଧି ପାଇବ। ଶିଳ୍ପ ଓ ବାଣିଜ୍ୟ ମନ୍ଥର ରହିବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ମୀନ:ତୃତୀୟସ୍ଥ ଚନ୍ଦ୍ରଙ୍କ କାରଣରୁ ନିଜର ସାମର୍ଥ୍ୟ ଅନୁଯାୟୀ ଉନ୍ନତି କରିବେ। ଚାକିରିରେ ସ୍ଥାୟିତ୍ବ ରହିବ। ମହିଳାମାନେ ନୂତନ କର୍ମରେ ଯୋଗ ଦେଇପାରନ୍ତି। ବାଣିଜ୍ୟରେ ଲାଭ ଦ୍ବିଗୁଣିତ ହେବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

Leave A Reply

Your email address will not be published.