ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

କରୋନା ସଂକ୍ରମଣ ବୃଦ୍ଧି ଯୋଗୁଁ ଏସସିବି ମେଡିକାଲ ନର୍ସିଂ କଲେଜ ଅନ୍ୟାଦେଶ ଯାଏ ବନ୍ଦ

କଟକ: କରୋନା ସଂକ୍ରମଣ ବୃଦ୍ଧି ଯୋଗୁଁ ଏସସିବି ମେଡିକାଲ ନର୍ସିଂ କଲେଜ ବନ୍ଦ କରାଯିବ। ଏ ନେଇ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ରଙ୍କ ନିର୍ଦ୍ଦେଶ ଦେଇଛନ୍ତି। ଆଜି ସଂଧ୍ୟା ୫ଟା ସୁଦ୍ଧା ହଷ୍ଟେଲ ଛାଡ଼ିବାକୁ ଅନ୍ତେବାସୀଙ୍କୁ ନିର୍ଦ୍ଦେଶ ରହିଛି । ଏନେଇ କଲେଜ କର୍ତ୍ତୃପକ୍ଷ ଏକ ନୋଟିସ୍ ଜାରି କରିଛନ୍ତି । କଟକରୁ ଆଜି ୫୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ କିଛି ଦିନ ହେବ କଟକରେ ସଂକ୍ରମିତଙ୍କ ସଂଖ୍ୟା କ୍ରମାଗତ ବଢ଼ି ଚାଲିଛି ।

Leave A Reply

Your email address will not be published.