ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

କଟକ ସିଡିଏ- ୧୧ ଅଞ୍ଚଳରେ ଗଛରେ ପିଟିହେଲା ସ୍କୁଲ୍ ବସ୍; ଅଳ୍ପକେ ବର୍ତ୍ତିଲେ ୩୦ ପିଲା

କଟକ : କଟକ ସିଡିଏ ୧୧ ନମ୍ବର ଅଞ୍ଚଳରେ ସ୍କୁଲ୍ ବସ୍ ଦୁର୍ଘଟଣାଗ୍ରସ୍ତ ଅଳ୍ପକେ ବର୍ତ୍ତିଲେ ୩୦ ପିଲା। ସୂଚନାନୁସାରେ ଏକ ଘରୋଇ ସ୍କୁଲ୍ ବସ୍ ଡିଭାଇଡରରେ ପିଟି ହୋଇ ଗଛ ଭିତରକୁ ପଶିଗଲା। ବସ୍‌ରେ ଯାତ୍ରା କରୁଥିବା ସମସ୍ତ ଛାତ୍ରଛାତ୍ରୀଙ୍କର କୌଣସି କ୍ଷତି ହୋଇନାହିଁ।

Leave A Reply

Your email address will not be published.