ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଏଣିକି ସାଇବର ଠକଙ୍କୁ ପାନେ ଦେବେ ସ୍କୁଲ ଛାତ୍ରଛାତ୍ରୀ

ଭୁବନେଶ୍ବର: ଏଣିକି ସାଇବର ଠକଙ୍କୁ ପାନେ ଦେବେ ସ୍କୁଲ ଛାତ୍ରଛାତ୍ରୀ ।  ଟ୍ଵିନସିଟିର ସ୍କୁଲରେ ସାଇବର ସିକ୍ୟୁରିଟି କ୍ଲବ ଖୋଲାଯିବ। କମିଶନରେଟ ପୁଲିସ ଲିଙ୍କରେ ଏହି ହ୍ବାଟସଆପ ଗ୍ରୁପ ରହିବ। ଟ୍ରାଫିକ, ନିଶା କାରବାର, ଆତ୍ମହତ୍ୟା ଉପରେ ଛାତ୍ରଛାତ୍ରୀଙ୍କୁ ସଚେତନ କରାଯିବ। ରାଜଧାନୀର ବିଭିନ୍ନ ସ୍କୁଲରେ ଏ ନେଇ ଆଜି ସାଇବର ସଚେତନତା କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ପୁଲିସ କମିଶନରଙ୍କ ଅଧ୍ୟକ୍ଷତାରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ଏହି କାର୍ଯ୍ଯକ୍ରମରେ  ସିପିଙ୍କ ସହ ଡିସିପି ଓ ବରିଷ୍ଠ ପୁଲିସ ଅଧିକାରୀ ମାନେ ଉପସ୍ଥିତଥିଲେ। ପିଲାଙ୍କ ସହ ସ୍କୁଲ କର୍ମକର୍ତ୍ତାଙ୍କୁ ମଧ୍ୟ ସଚେତତନା କରାଯାଇଛି।

Leave A Reply

Your email address will not be published.