ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଭିଜିଲାନ୍ସ ଜାଲରେ ଡମପଡ଼ା ତହସିଲର ବରିଷ୍ଠ କିରାଣୀ

ବାଙ୍କୀ: ଭିଜିଲାନ୍ସ ଜାଲରେ ତହସିଲର ବରିଷ୍ଠ କିରାଣୀ । କଟକ ଜିଲ୍ଲା ଡମପଡ଼ା ତହସିଲ ଅଫିସର ବରିଷ୍ଠ କିରାଣୀ ପ୍ରଶାନ୍ତ କୁମାର ରାଉତ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଏକ ଜମି ପଟ୍ଟାର ଅବିକଳ ନକଲ କରିଦବା ପାଇଁ  ଜଣେ ଅଭିଯୋଗକାରୀଙ୍କ ଠାରୁ ୧୨ ହଜାର ୫୦୦ ଟଙ୍କା ଲାଞ୍ଚ ମାଗିଥିଲେ। ଅଭିଯୋଗକାରୀ ଆଜି ୩ ହଜାର ଟଙ୍କା ଦେଉଥିବାବେଳେ ଭିଜିଲାନ୍ସ  ପ୍ରଶାନ୍ତଙ୍କୁ ମାଡ଼ି ବସିଥିଲା। ଲାଞ୍ଚ ଟଙ୍କା ଉଦ୍ଧାର କରାଯାଇ ଜବତ କରାଯାଇଛି। ଏହାପରେ ତାଙ୍କର ୨ଟି ସ୍ଥାନରେ ଏକକାଳୀନ ଚଢାଉ ଜାରି ରହିଛି।

Leave A Reply

Your email address will not be published.