ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆଇପିଏସ ସ୍ତରରେ ଛୋଟ ଅଦଳବଦଳ, ବଦଳିଲେ ଗୁଇନ୍ଦା ନିର୍ଦ୍ଦେଶକ

ଭୁବନେଶ୍ବର : ରାଜ୍ୟରେ ଆଇପିଏସ ସ୍ତରରେ ଛୋଟ ଧରଣର ଅଦଳବଦଳ କରାଯାଇଛି। ଆଜି ରାଜ୍ୟ ସରକାର ଗୁଇନ୍ଦା ନିର୍ଦ୍ଦେଶକଙ୍କୁ ବଦଳାଇ ଦେଇଛନ୍ତି। ଗୁଇନ୍ଦା ବିଭାଗ ନିର୍ଦ୍ଦେଶକ ଥିବା ଲଳିତ ଦାସଙ୍କୁ ଗୃହ ବିଭାଗର ଓଏସ୍‌ଡି ଭାବେ ବଦଳି କରାଯାଇଛି। ଏହା ସହିତ ଏଡିଜି ଆର୍‌.ପି କୋଚେଙ୍କୁ ଗୁଇନ୍ଦା ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଏଡିଜି ଏସଏପି ସହ କୋଚେ ଗୁଇନ୍ଦା ନିର୍ଦ୍ଦେଶକ ଅତିରିକ୍ତ ଦାୟିତ୍ଵ ସମ୍ଭାଳିବେ।

 

Leave A Reply

Your email address will not be published.