ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ସମଗ୍ର ଦେଶରୁ ବିଦାୟ ନେଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

ନୂଆଦିଲ୍ଲି: ସମଗ୍ର ଦେଶରୁ ବିଦାୟ ନେଇଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେପ୍ଟମ୍ବର ୨୯ରୁ ରାଜଧାନୀ ଦିଲ୍ଲୀରୁ ମୌସୁମୀ ବିଦାୟ ନେଇଥିଲା। ଏହା ପୂର୍ବରୁ ଓଡ଼ିଶାରୁ ଅକ୍ଟୋବର ୨୧ରୁ ରାଜ୍ୟରୁ ସମ୍ପୂର୍ଣ୍ଣ ବିଦାୟ ନେଇଥିଲା ମୌସୁମୀ ବାୟୁ।

Leave A Reply

Your email address will not be published.