ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆଇସିୟୁରେ ଭର୍ତ୍ତି ହେଲେ ସମାଜବାଦୀ ପାର୍ଟି ପ୍ରତିଷ୍ଠାତା ମୁଲାୟମ ସିଂହ ଯାଦବ

ଲକ୍ଷ୍ନୌ: ସମାଜବାଦୀ ପାର୍ଟି ପ୍ରତିଷ୍ଠାତା ମୁଲାୟମ ସିଂହ ଯାଦବଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରତର ହୋଇଛି। ତାଙ୍କୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଆଇସିୟୁରେ ଭର୍ତ୍ତି କରାଯାଇଛି। ୮୨ ବର୍ଷୀୟ ତ୍ତରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ଯାଦବ ଏହା ପୂର୍ବରୁ ବାରମ୍ବାର ନିଜର ସ୍ୱାସ୍ଥ୍ୟଗତ ସମସ୍ୟାକୁ ନେଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। କିନ୍ତୁ ଏବେ ତାଙ୍କ ଅବସ୍ଥାରେ ଅଧିକ ବିଗିଡ଼ିବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଛି।

ମେଡିକାଲ ରିପୋର୍ଟ ଅନୁଯାୟୀ, ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଅତି ଗୁରୁତର ପରିସ୍ଥିତିରେ ପହଞ୍ଚିଛି। ସେ ବର୍ତ୍ତମାନ ଏକ ସ୍ୱତନ୍ତ୍ରୀ ଡାକ୍ତରୀ ଦଳ ନିରୀକ୍ଷଣରେ ଅଛନ୍ତି। ଗତ ବର୍ଷ ମଧ୍ୟ ପେଟ ଯନ୍ତ୍ରଣା ହେତୁ ତାଙ୍କୁ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

Leave A Reply

Your email address will not be published.