ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶ୍ରଦ୍ଧାଳୁଙ୍କ ପାଇଁ ୩ଦିନ ବନ୍ଦ ରହିବ ଜଗା ଦର୍ଶନ

ଭୁବନେଶ୍ବର: ଡିସେମ୍ବର ୩୧ ଓ ଜାନୁଆରୀ ୧ ରେ ଶ୍ରୀମନ୍ଦିରରେ ବନ୍ଦ ରହିବ ଜଗା ଦର୍ଶନ। ସାଧାରଣ ଦର୍ଶନାର୍ଥୀଙ୍କ ପାଇଁ ବନ୍ଦ ରହିବ ଶ୍ରୀମନ୍ଦିର। ନୂଆବର୍ଷରେ ସମ୍ଭାବ୍ୟ ଭିଡ଼ ଓ କରୋନାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ୨ ତାରିଖ ରବିବାର ଥିବାରୁ ସେଦିନ ମଧ୍ୟ ବନ୍ଦ ରହିବ ଦର୍ଶନ। ଛତିଶା ନିଯୋଗ ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଏହି ସୂଚନା ଦେଇଛନ୍ତି।

Leave A Reply

Your email address will not be published.