ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

କାର୍ତ୍ତିକ ପୂର୍ଣ୍ଣିମାରେ ବନ୍ଦ ରହିବ ଜଗା ଦର୍ଶନ, ଆଜି ଓ ଆସନ୍ତାକାଲି ସକାଳ ୭ରୁ- ରାତି ୧୧ ଯାଏଁ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ

ଭୁବନେଶ୍ବର: ଆଜି ଓ ଆସନ୍ତାକାଲି ଦୁଇ ଦିନ ଧରି ସକାଳ ୭ଟାରୁ ରାତି ୧୧ଟା ଯାଏଁ ଶ୍ରୀମନ୍ଦିରରେ ଦର୍ଶନ ବ୍ୟବସ୍ଥା କରାଯାଇଛି। ହେଲେ କାର୍ତ୍ତିକ ପୂର୍ଣ୍ଣିମା ଅର୍ଥାତ ୧୯ ତାରିଖରେ ଶ୍ରୀମନ୍ଦିରରେ ବନ୍ଦ ରହିବ ଜଗା ଦର୍ଶନ। ଏ ନେଇ ନୂଆ ମାର୍ଗଦର୍ଶିକା ଜାରି ହୋଇଛି । ପଞ୍ଚୁକ ଭିଡକୁ ଦୃଷ୍ଟିରେ ରଖି ଦର୍ଶନ ସମୟରେ ପରିବର୍ତ୍ତନ କରାଯାଇଛି । ତେବେ ଶ୍ରୀମନ୍ଦିର ଭିତରେ ଦୁଇ ଦିନ ଧରି ରାତି ୧୧ଟା ଯାଏଁ ଠାକୁରଙ୍କୁ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ । କରୋନା ଓ ଭିଡ଼କୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି ।

Leave A Reply

Your email address will not be published.