ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ, ୧୬ଟି ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‍ ବୈଠକ ଶେଷ ହୋଇଛି। ଏହି କ୍ଯାବିନେଟ ବୈଠକରେ ୧୬ଟି ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ନବୀନ ନିବାସରୁ ବୈଠକରେ ଯୋଡି ହୋଇଥିଲେ।

ଅର୍ଥ, ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ସାଧାରଣ ପ୍ରଶାସନ, ଗୃହ ଓ ଅବକାରୀ ବିଭାଗର ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ପଞ୍ଚାୟତିରାଜ, ଶ୍ରମ ବିଭାଗର ପ୍ରସ୍ତାବକୁ ମଞ୍ଜୁରୀ ମିଳିଥିବା ବେଳେ ଷୋଡ଼ଶ ବିଧାନସଭାର ସତ୍ରାବସାନକୁ ମିଳିଛି ମଞ୍ଜୁରୀ ।

Leave A Reply

Your email address will not be published.