ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ, ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିବ ମୋହର

ଭୁବନେଶ୍ୱର: ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟାରେ ବସିବ କ୍ୟାବିନେଟ ବୈଠକ । ଏଥିରେ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିବା ସମ୍ଭାବନା ରହିଛି । ଆସନ୍ତା ସପ୍ତାହରେ ପଂଚାୟତ ନିର୍ବାଚନ ଲାଗି ତାରିଖ ଘୋଷଣା ହେବାକୁ ଥିବାରୁ ଆଜିର କ୍ୟାବିନେଟ ବୈଠକ ବେଶ୍ ଗୁରୁତ୍ୱପୂର୍ଣ୍ଣ । ଆଜି ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ହାଇଲେବଲ କ୍ଲିୟରାନସ ଅଥୋରିଟି –ଏଚଏଲସିଏ ବୈଠକ ବସି କିଛି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ ମିଳିବା ସମ୍ଭାବନା ରହିଛି ।

Leave A Reply

Your email address will not be published.