ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆଜି ସନ୍ଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ

ଭୁବନେଶ୍ବର: ଆଜି ସନ୍ଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ। ମୁଖ୍ୟମନ୍ତ୍ରୀଙ୍କ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ଏହି ବୈଠିକ। ଐତିହ୍ୟ କ୍ଷେତ୍ରର ବିକାଶ ନେଇ କ୍ୟାବିନେଟରେ ନିଆଯାଇ ପରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ।

Leave A Reply

Your email address will not be published.