ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
BJD 166×600

IFS ସୁଶାନ୍ତ ନନ୍ଦ ହେଲେ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ, ଗତକାଲି ଅବସର ନେଇଥିଲେ ସୁଶୀଲ କୁମାର ପୋପଲି

ଭୁବନେଶ୍ବର : ଆଇଏଫଏସ୍‌ ସ୍ତରରେ ଅଦଳବଦଳ। IFS ସୁଶାନ୍ତ ନନ୍ଦଙ୍କୁ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ ଦାୟିତ୍ବ ଭାବେ ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଛି। ନିଜ ଦାୟିତ୍ବ ସହ ପିସିସିଏଫ- ୱାଇଲ୍ ଡ ଲାଇଫ ଦାୟିତ୍ବ ତୁଲାଇବେ। ସେହିପରି ଆଇଏଫଏସ୍‌ ମନୋଜ ନାୟାରଙ୍କୁ CDAର ମୁଖ୍ୟ ଭାବେ ଦାୟିତ୍ବ ପ୍ରଦାନ କରାଯାଇଛି। ଏଥି ସହିତ ସେ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷର ମୁଖ୍ୟ ଓ ନନ୍ଦନକାନନର ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ବ ମଧ୍ୟ ତୁଲାଇବେ।

Leave A Reply

Your email address will not be published.