ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବଜ୍ରକାପ୍ତା ଡିଲ ବେଳେ ମାଡି ବସିଲା ଏସଟିଏଫ: ଗୋଟିଏ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର, ୩ ଗିରଫ

ଖୋର୍ଦ୍ଧା: ଖୋର୍ଦ୍ଧାରେ କ୍ରାଇମବ୍ରାଞ୍ଚ ଏସଟିଏଫକୁ ପୁଣି ସଫଳତା ମିଳିଛି। ବଜ୍ରକାପ୍ତା ଡିଲ ବେଳେ ମାଡି ବସିଛି ଏସଟିଏଫ । ଗୋଟିଏ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କରାଯାଇଥିବା ବେଳେ ୩ ଜଣକୁ ଗିରଫ କରିଛି ଏସଟିଏଫ । ଏହି ରାକେଟରେ ଆଉ କେଉଁ ମାନଙ୍କ ସମ୍ପୃକ୍ତି ରହିଛି ସେ ନେଇ  ଖୋଳତାଡ଼ କରୁଛି ଏସଟିଏଫ।

Leave A Reply

Your email address will not be published.