ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବାଲୁକା କଳା ମାଧ୍ଯମରେ ଭାରତୀୟ ପାରା ଅଲିମ୍ପିଆନଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ଆଜିଠାରୁ ଟୋକିଓରେ ଆରମ୍ଭ ହେଉଛି ପାରା ଅଲିମ୍ପିକ୍ସ । ଏଥିରେ ଅଂଶ ଗ୍ରହଣ କରୁଥିବା ଭାରତୀୟ ଆଥଲେଟଙ୍କୁ ବାଲୁକା କଳାରେ ଶୁଭେଚ୍ଛା ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ପୁରୀ ବେଳାଭୂମିରେ ସୁନ୍ଦର ବାଲୁକା କଳା ନିର୍ମାଣ କରିଛନ୍ତି । ଏହି ବାଲୁକା କଳା ମାଧ୍ଯମରେ ଭାରତୀୟ ପାରା ଅଲିମ୍ପିଆନଙ୍କୁ ଅନେକ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ସୁଦର୍ଶନ। ବାଲୁକା କଳା ମାଧ୍ୟମରେ ସେମାନଙ୍କର ସଫଳତା କାମନା କରିଛନ୍ତି । ଚଳିତ ପାରା ଅଲିମ୍ପିକ୍ସରେ ଭାରତରୁ ୫୪ ଜଣ ଆଥଲେଟ୍ ଭାଗ ନେଉଛନ୍ତି।

Leave A Reply

Your email address will not be published.