ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରବିବାର ରାଶିଫଳ ( ୦୩-୧୦-୨୦୨୧ )

ମେଷ: ଅସ୍ଥିରତା କାରଣରୁ ସମସ୍ୟାରେ ପଡ଼ିପାରନ୍ତି । ଚାକିରିରେ କାର୍ଯ୍ୟଭାର ରହିବ । ରାଜନୀତିରେ ବିବାଦୀୟ ସ୍ଥିତି ରହିବ । ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ । ଶୁଭ ଅଙ୍କ – ୩ ଶୁଭ ରଙ୍ଗ – ହଳଦିଆ

ବୃଷ: ଦିନଟି ଚଳଚଞ୍ଚଳ ରହିବେ। ମହିଳାମାନେ ରକ୍ଷଣଶୀଳା ରହିବେ । ଚାକିରିରେ ସହଯୋଗ ପାଇବେ । ରାଜନୀତିରେ ଲୋକସଂପର୍କ ବୃଦ୍ଧି ପାଇବେ। ବାଣିଜ୍ୟରେ ଲାଭ ମିଳିବ । ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ – ୫, ଶୁଭ ରଙ୍ଗ – ସବୁଜ

ମିଥୁନ: ଚତୁରତାର ସହ କାର୍ଯ୍ୟ ହାସଲ କରିବେ । ମହିଳାମାନେ ସମ୍ମାନ ପାଇବେ । ରାଜନୀତିରେ ସକ୍ରିୟ ରହିବେ । ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ ଦୃଢ଼ମନା ରହିବେ । ଶୁଭ ଅଙ୍କ – ୬, ଶୁଭ ରଙ୍ଗ – ସିଲ୍‌ଭର୍‌

କର୍କଟ: ଦିନଟି ଦୁଶ୍ଚିନ୍ତା ଭିତରେ କଟିବ। ଚାକିରିରେ ସମସ୍ୟା ରହିବ। ମହିଳାମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିପାରନ୍ତି | ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶିକ୍ଷାର୍ଥୀ ଭ୍ରମରେ ପଡିପାରନ୍ତି । ଶୁଭ ଅଙ୍କ – ୩, ଶୁଭ ରଙ୍ଗ – କ୍ରିମ୍

ଏଥିସହିତ ପଢ଼ନ୍ତୁ

ସିଂହ: କର୍ମ କ୍ଷେତ୍ରରେ ଚଳଚଞ୍ଚଳ ରହିବେ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ବାଣିଜ୍ୟରେ ପ୍ରସାର ହେବେ | ଶୁଭ ଅଙ୍କ – ୨, ଶୁଭ ରଙ୍ଗ – ଧଳା

କନ୍ୟା: କିଛିଟା ବ୍ୟୟ ବୃଦ୍ଧି ଭିତରେ କାର୍ଯ୍ୟ ସଫଳ ହେବ। ଚାକିରିରେ ଚଳଚଞ୍ଚଳ ରହିବେ | ବାଣିଜ୍ୟ ଲାଭ ଜନକ ରହିବ । ଶିକ୍ଷାର୍ଥୀ ପରିଶ୍ରମୀ ହେବେ । ଶୁଭ ଅଙ୍କ – ୪, ଶୁଭ ରଙ୍ଗ – ମେଟାଲିକ୍

ତୁଳା: କୌଣସି ବଡ ଧରଣର କାର୍ଯ୍ୟକୁ ତୁଲାଇ ଆଶ୍ବସ୍ତି ହେବେ। ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ । ବାଣିଜ୍ୟରେ ଆୟବୃଦ୍ଧି ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ | ଶୁଭ ଅଙ୍କ – ୮, ଶୁଭ ରଙ୍ଗ – କଳା

ବିଛା: କର୍ମକ୍ଷେତ୍ରରେ ପରିସର ବୃଦ୍ଧି ପାଇବ। ଚାକିରିରେ ଧନ ସମ୍ମାନ ପାଇବେ। ମହିଳାମାନେ ଆଦରଣୀୟା ହେବେ। ବାଣିଜ୍ୟରେ ଉନ୍ନତି ହେବ। ଶିକ୍ଷାର୍ଥୀ ଅଧ୍ୟୟନ ପ୍ରିୟ ହେବେ | ଶୁଭ ଅଙ୍କ – ୯, ଶୁଭ ରଙ୍ଗ – ମେରୁନ୍

ଧନୁ: ବହୁ ଚେଷ୍ଟା ସତ୍ତ୍ଵେ ସାଧାରଣ ଫଳ ପାଇବେ । ମହିଳାମାନେ ବିରକ୍ତି ମନା ରହିବେ। ପରିବହନ ଓ ବାଣିଜ୍ୟରେ ମାନ୍ଦା ରହିବ। ଶିକ୍ଷାର୍ଥୀ ଆଳସ୍ୟ ରହିବେ। ଶୁଭ ଅଙ୍କ – ୭, ଶୁଭ ରଙ୍ଗ – କପି

ମକର: ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହୋଇପାରିନ୍ତି | ଚାକିରିରେ କର୍ତ୍ତୃପକ୍ଷଙ୍କର ଚାପ ରହିବ । ବାଣିଜ୍ୟ ସୌଭାଗ୍ୟ ଜନକ ରହିବ। ଶିକ୍ଷାର୍ଥୀ ଭ୍ରମରେ ପଡିବେ । ଶୁଭ ଅଙ୍କ – ୮, ଶୁଭ ରଙ୍ଗ – ବାଇଗଣୀ

କୁମ୍ଭ: ଦିନଟି ସୁଖ ସନ୍ତୋଷ ଭିତରେ କଟିବ | ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ବାଣିଜ୍ୟରେ ସମୃଦ୍ଧି ପ୍ରାପ୍ତି ହେବ । ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ – ୫, ଶୁଭ ରଙ୍ଗ – ସବୁଜ

ମୀନ: ପରିଶ୍ରମର ଫଳ ପାଇବେ। ଚାକିରିରେ ନିଷ୍ଠା ରହିବ। ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ । ବାଣିଜ୍ୟରେ ସଫଳତା ମିଳିବ। ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ । ଶୁଭ ଅଙ୍କ – ୩, ଶୁଭ ରଙ୍ଗ – ଗୋଲ୍ଡେନ୍

Leave A Reply

Your email address will not be published.