ରବିବାର ରାଶିଫଳ ( ୦୯-୦୫- ୨୦୨୧ )

ମେଷ:ପ୍ରତି କାର୍ଯ୍ୟରେ ଆଗ୍ରହ ରହିବ। ସାଂସାରିକ ଚଳଚଞ୍ଚଳ ରହିବ। ରାଜନୀତିରେ ଜନସେବାରେ ବ୍ରତୀ ରହିବେ। ଶିଳ୍ପ ଓ ବାଣିଜ୍ୟରେ ସାଧାରଣ ଫଳ ପାଇବେ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ବୃଷ:ଦିନଟି ମନମୁତାବକ ସୁଫଳ ମିଳିବ। ମହିଳାମାନେ ସ୍ବାଭିମାନୀ ହେବେ। ପ୍ରଶାସନିକ ଓ ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟରେ ସଞ୍ଚୟ ହେବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ଧଳା

ମିଥୁନ:କାର୍ଯ୍ୟ ସିଦ୍ଧି ସହ ଧନସମ୍ମାନ ପ୍ରାପ୍ତି ହେବ। ରାଜନୀତିରେ ଲୋକପ୍ରିୟତା ବଢିବ। ମହିଳାମାନେ ସୁଖୀ ରହିବେ। କଳା,ବିଜ୍ଞାନ ଓ ବାଣିଜ୍ୟରେ ଉତ୍ତମ ଫଳ ମିଳିବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

କର୍କଟ:କୌଣସି ବିଷୟକୁ ନେଇ ଚିନ୍ତାରେ ରହିବେ। ମହିଳାମାନେ ଆଳସ୍ୟ ରହିବେ। ଚାକିରିରେ କାର୍ଯ୍ୟ ବ୍ୟସ୍ତତା ରହିବ। ବାଣିଜ୍ୟ ମାନ୍ଦା ରହିବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ମେରୁନ୍

ସିଂହ:କର୍ମକ୍ଷେତ୍ରରେ ଠକାମିରେ ପଡିପାରନ୍ତି। ମହିଳାମାନେ ଅପଯଶ ପାଇବେ। ରାଜନୀତିରେ ଘଡିସନ୍ଧି ପରିସ୍ଥିତି ରହିବ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ

କନ୍ୟା:ଦିନଚର୍ଯ୍ୟା ସୁଖଦପୂର୍ଣ୍ଣ ରହିବ। ପ୍ରଶାସନିକ ଓ ରାଜନୀତିରେ ଉତ୍ସାହଜନକ ରହିବ। ମହିଳାମାନେ ହସଖୁସିରେ ସମୟ କଟାଇବେ। ବାଣିଜ୍ୟରେ ଶୁଭଫଳ ମିଳିବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ତୁଳା:କର୍ମକ୍ଷେତ୍ରରେ ସମ୍ମାନ ପ୍ରାପ୍ତି ହେବ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ମହିଳାମାନେ ସ୍ବାଭିମାନୀ ହେବେ। ବାଣିଜ୍ୟରେ ଲାଭବାନ ହେବେ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ନୀଳ

ବିଛା:କାର୍ଯ୍ୟ ମନ୍ଥର ଓ ଖର୍ଚ୍ଚାନ୍ତ ଦେଖାଦେବ। ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ। ମହିଳାମାନେ ଚିନ୍ତାରେ ରହିବେ। ଶିଳ୍ପ ଓ ବାଣିଜ୍ୟରେ ମାନ୍ଦା ରହିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ଗୋଲଡେନ୍

ଧନୁ:କେତେକ ବିଷୟକୁ ନେଇ ଚିନ୍ତାରେ ରହିବେ। ସାଂସାରିକ ଦ୍ରବ୍ୟାଦି ହାନି ହୋଇପାରେ। ଚାକିରିରେ ସମସ୍ୟା ରହିବ। ବାଣିଜ୍ୟରେ ପ୍ରତିକୂଳ ରହିବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ମକର:ତୃତୀୟସ୍ଥ ଚନ୍ଦ୍ରଙ୍କ କାରଣରୁ ସାମର୍ଥ୍ୟ ଅନୁଯାୟୀ ଉନ୍ନତି କରିବେ। ରାଜନୀତିରେ ସକ୍ରିୟ ରହିବେ। ଶିଳ୍ପ ଓ ବାଣିଜ୍ୟରେ ଆୟ ବୃଦ୍ଧି ହେବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

କୁମ୍ଭ:ସମସ୍ୟା ଘେରରେ ରହିବେ। ପଡୋଶୀଙ୍କ ସହ ବିବାଦ ଉପୁଜିପାରେ। ଚାକିରିରେ କାର୍ଯ୍ୟଭାର ରହିବ। ବାଣିଜ୍ୟରେ ବ୍ୟୟ ବହୁଳତା ରହିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

ମୀନ:ପ୍ରତିଟି କାର୍ଯ୍ୟ ସୁରୁଖୁରୁରେ ସମ୍ପନ୍ନ କରିବେ। ଚାକିରିରେ ଦାୟିତ୍ୱ ସୁଚାରୁରୂପେ ତୁଲାଇବେ। ଶିଳ୍ପ ଓ ବାଣିଜ୍ୟରେ ଲାଭଦାୟକ ରହିବ।
ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

Leave a comment