ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରବିବାର ରାଶିଫଳ ( ୧୧-୦୭-୨୦୨୧ )

ମେଷ: ଦିନଟି ଭଲରେ କଟିବ। ଦୂରଯାତ୍ରା କରିପାରନ୍ତି। ଚାକିରିରେ ବ୍ୟସ୍ତ ଭିତରେ କଟିବ। ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-କଫି

ବୃଷ: ଚାକିରିରେ ସହଯୋଗ ମିଳିବ।ରାଜନୀତିରେ ଚଳଚଞ୍ଚଳ ରହିବେ। ପରିବହନ ଓ ବାଣିଜ୍ୟରେ ସ୍ବଳ୍ପ ଲାଭ ମିଳିବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ଧଳା

ମିଥୁନ: ରାଜନୀତିରେ ପ୍ରସିଦ୍ଧି ବଢିବ। ମହିଳାମାନେ ଆଦର ସମ୍ମାନ ପାଇବେ।ବାଣିଜ୍ୟରେ ଉତ୍ତମ ଆୟ ହେବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ସବୁଜ

କର୍କଟ: ଅଟକିଥିବା କାର୍ୟ୍ୟ ସମ୍ପନ୍ନ ହେବ। ଚାକିରିରେ ଧନସମ୍ମାନ ପାଇବେ। ରାଜନୀତିରେ ସମ୍ମାନୀତ ହେବେ। ବାଣିଜ୍ୟରେ ଆୟବୃଦ୍ଧି ହେବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ମେରୁନ୍

ଏଥିସହିତ ପଢ଼ନ୍ତୁ

ସିଂହ: ବହୁ ଚେଷ୍ଟା ସାମାନ୍ୟ ଫଳ ପାଇବେ। ମହିଳାମାନେ ଧର୍ମପରାୟଣା ହେବେ। ଚାକିରିରେ କର୍ତ୍ତୃପକ୍ଷଙ୍କ ଚାପ ରହିବ। ବାଣିଜ୍ୟରେ ମନ୍ଥର ରହିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

କନ୍ୟା: କର୍ମକ୍ଷେତ୍ରରେ ଠକାମୀରେ ପଡିପାରନ୍ତି। ରାଜନୀତିରେ ଶତୃବୃଦ୍ଧି ହେବେ। ମହିଳାମାନେ ହତୋତ୍ସାହ ରହିବେ। ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ମେଟାଲିକ୍

ତୁଳା: ଦିନଟି ଉତ୍ସାହଜନକ ରହିବ। ଦେହ ଓ ମନ ଭଲ ରହିବ। ରାଜନୀତିରେ ପ୍ରଶଂସିତ ହେବେ। ପରିବହନ,ଶିଳ୍ପ ଓ ବାଣିଜ୍ୟରେ ଆଶାନୁରୂପ ଫଳ ମିଳିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ଧଳା

ବିଛା: ଦିନଟି କର୍ମତତ୍ପର ରହିବେ। ଆର୍ଥିକ ସ୍ବଚ୍ଛଳତା ରହିବ। ମହିଳାମାନେ ପରିଶ୍ରମୀ ହେବେ। ଶିଳ୍ପ ଓ ବାଣିଜ୍ୟରେ ଲାଭଜନକ ରହିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ଗୋଲଡେନ୍

ଧନୁ:ହେଉଥିବା କାର୍ୟ୍ୟ କଳ୍ପକେ ସ୍ଥଗିତ ରହିପାରେ। ଚାକିରିରେ ଅସହଯୋଗ ଦେଖାଦେବ। ସନ୍ତାନସନ୍ତତିମାନେ ଅବାଧ୍ୟ ହେବେ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ମକର: ଅନ୍ୟର ସାହାଯ୍ୟ ନେଇ ଆଗେଇବେ। ଚାକିରିରେ କର୍ତ୍ତୃପକ୍ଷଙ୍କ ଆସ୍ଥାଭାଜନ ହେବେ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ବାଣିଜ୍ୟରେ ଶୁଭ ହେବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

କୁମ୍ଭ: କର୍ମକ୍ଷେତ୍ରରେ ସ୍ବାଧୀନତା ରହିବ। ଚାକିରିରେ ମାନମର୍ୟ୍ୟାଦା ପ୍ରାପ୍ତି ହେବ। ପ୍ରଶାସନିକ ସକ୍ରିୟ ରହିବେ। ବାଣିଜ୍ୟରେ ମନମୁତାବକ ଫଳ ମିଳିବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ମୀନ: ଆର୍ଥିକ ବିଷୟକୁ ନେଇ ଅଶାନ୍ତି ଉପୁଜିପାରେ। ଚାକିରିରେ ସମସ୍ୟା ରହିବ। ବାଣିଜ୍ୟରେ ମିନ୍ଦା ରହିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କମଳା

Leave A Reply

Your email address will not be published.