ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରବିବାର ରାଶିଫଳ ( ୧୩-୦୬-୨୦୨୧ )

ମେଷ : ସମାଜରେ ପ୍ରତିଷ୍ଠିତ ହେବେ । ପ୍ରଶାସନିକ ଓ ରାଜନୀତିରେ ସକ୍ରିୟ ରହିବେ । ମହିଳାମାନେ ଆତ୍ମନିର୍ଭରଶୀଳ ହେବେ । ବାଣିଜ୍ୟରେ ସଞ୍ଚୟ ହେବ। ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍

ବୃଷ : ଦିନଟିରେ ଚଳଚଞ୍ଚଳ ରହିବେ। ଚାକିରିରେ ସମ୍ମାନ ପାଇବେ । ମହିଳାମାନେ କର୍ମତତ୍ପର ରହିବେ। ଶିଳ୍ପ, ପରିବହନ ଓ ବାଣିଜ୍ୟରେ ସୁଫଳ ମିଳିବ। ଶଭ ଅଙ୍କ-୨, ଶୁଭ ରଙ୍ଗ-ଧଳା

ମିଥୁନ : କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ମହିଳାମାନେ ଚଳଚଞ୍ଚଳ ରହିବେ । ଚାକିରିରେ କର୍ତ୍ତୃପକ୍ଷଙ୍କ ଆସ୍ଥାଭାଜନ ହେବେ । ବାଣିଜ୍ୟରେ ଲୋକପ୍ରିୟ ହେବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍

କର୍କଟ : ପ୍ରତି କାର୍ଯ୍ୟରେ ବ୍ୟୟବୃଦ୍ଧି ରହିବ । ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ । ମହିଳାମାନେ ବିରକ୍ତିମନା ରହିବେ । ବାଣିଜ୍ୟରେ ଅସଫଳ ହେବେ | ଶୁଭ ଅଙ୍କ-୧, ଶୁଭ ରଙ୍ଗ-ଗୋଲାପି

ଏଥିସହିତ ପଢ଼ନ୍ତୁ

ସିଂହ : ବହୁ ପ୍ରତୀକ୍ଷିତ କାର୍ଯ୍ୟ ସମ୍ପନ୍ନ ହେବ। ଚାକିରିରେ ଧନସମ୍ମାନ ପାଇବେ | ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ। ବାଣିଜ୍ୟରେ ଉନ୍ନତି ହେବ। ଶୁଭ ଅଙ୍କି-୫ ଶୁଭ ରଙ୍ଗ-ସବୁଜ

କନ୍ୟା : କିଛିଟା ଉତ୍ତେଜନା ଭିତରେ କାର୍ଯ୍ୟ ହାସଲ ଦେବ | ମହିଳାମାନେ ପରିଶ୍ରମୀ ହେବେ । ଶିଳ୍ପ, ପରିବହନ ଓ ବାଣିଜ୍ୟରେ ସଞ୍ଚୟ ହେବ। ଶୁଭ ଅଙ୍କ – ୬, ଶୁଭ ରଙ୍ଗ-ସିଲଭର୍

ତୁଳା : ଦିନଟିରେ କୌଣସି ମାଙ୍ଗଳିକ କାର୍ଯ୍ୟ ସମ୍ପନ୍ନ କରିପାରନ୍ତି। ସାଂସାରିକ ଧର୍ମକର୍ମରେ ବ୍ୟସ୍ତ ରହିବେ । ବାଣିଜ୍ୟ ଲାଭଜନକ ରହିବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍

ବିଛା : ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହେବେ । ଚାକିରିରେ ଶତ୍ରୁବୃଦ୍ଧି ହେବେ । ମହିଳାମାନେ ହତୋତ୍ସାହ ରହିବେ ।ବାଣିଜ୍ୟରେ ଅସଫଳ ହେବେ । ଶୁଭ ଅଙ୍ଗ-୩, ଶୁଭ ରଙ୍ଗ-ହଳଦିଆ

ଧନୁ : ଉଚ୍ଚ ଆଶା ସଫଳ ହେବ । ଚାକିରିରେ ମାନମର୍ଯ୍ୟାଦା ବୃଦ୍ଧି ହେବ । ମହିଳାମାନେ ଆଦରଣୀୟା ହେବେ । ବାଣିଜ୍ୟ ଉତ୍ସାହଜନକ ରହିବ। ଶୁଭ ଅଙ୍କ-୮, ଶୁଭ ରଙ୍ଗ-ବାଇଗଣୀ

ମକର : ବହୁ ଚେଷ୍ଟା କରି ସଫଳ ହେବେ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ରାଜନୀତିରେ ଶତ୍ରୁଜୟୀ ହେବେ । ବାଣିଜ୍ୟରେ ଲାଭାନ୍ବିତ ହେବେ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲଭର୍

କୁମ୍ଭ : କୌଣସି ନୂତନ ଯୋଜନା କରିପାରନ୍ତି। ଚାକିରିରେ ଚଳଚଞ୍ଚଳ ରହିବେ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଆଶାମୁତାବକ ଫଳ ମିଳିବ। ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ

ମୀନ : କର୍ମକ୍ଷେତ୍ରରେ ସମସ୍ୟା ଘେରରେ ରହିବେ । ସାଂସାରିକ ବନ୍ଧୁଙ୍କ ସହ ମନାନ୍ତର ରହିବ। ଚାକିରିରେ କାର୍ଯ୍ୟଭାର ରହିବ । ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲଡେନ୍

Leave A Reply

Your email address will not be published.