ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରବିବାର ରାଶିଫଳ (୧୪-୧୧-୨୦୨୧)

ମେଷ: ବିଭିନ୍ନ ଉପାୟରେ ଉପାର୍ଜନ କରିବେ । ସାଂସାରିକ ବସ୍ତ୍ରାଦିଆଭୂଷଣ ପ୍ରାପ୍ତି ହେବ । ମହିଳାମାନେ ଆତ୍ମନିର୍ଭରଶୀଳ ହେବେ । ବାଣିଜ୍ୟ ଆୟ ଦ୍ବିଗୁଣିତ ହେବ। ଶିକ୍ଷାର୍ଥୀ ଉଚ୍ଚ ଶିକ୍ଷା ପ୍ରତି ଆଗ୍ରହୀ ହେବେ । ଶୁଭ ଅଙ୍କ –୧, ଶୁଭ ରଙ୍ଗ – ପିଙ୍କ୍

ବୃଷ: କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ। ଚାକିରିରେ ନିଷ୍ଠା ରହିବ। ମହିଳାମାନେ ଯଶକୀର୍ତି ପାଇବେ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ –୬, ଶୁଭ ରଙ୍ଗ – ସିଲ୍‌ଭର୍

ମିଥୁନ: ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହେବେ । ଚାକିରିରେ ଚାପ ରହିବ। ରାଜନୀତିରେ ଷଡ଼ଯନ୍ତ୍ରରେ ପ୍ରଭାବିତ ହେବେ । ମହିଳାମାନେ ହତାଦର ହେବେ । ବାଣିଜ୍ୟ କ୍ଷତି ହୋଇପାରେ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ । ଶୁଭ ଅଙ୍କ – ୫, ଶୁଭ ରଙ୍ଗ – ସବୁଜ

କର୍କଟ: କର୍ମକ୍ଷେତ୍ରରେ ଅପଦସ୍ତ ହୋଇପାରନ୍ତି। ଚାକିରିରେ ସ୍ଥାନାନ୍ତର ହୋଇପାରେ। ମହିଳାମାନେ ଚିନ୍ତାରେ ରହିବେ । ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶିକ୍ଷାର୍ଥୀ ଅସଫଳ ହେବେ । ସୁଭ ଅଙ୍କ – ୩, ଶୁଭ ରଙ୍ଗ – କ୍ରିମ୍

ଏଥିସହିତ ପଢ଼ନ୍ତୁ

ସିଂହ : ସମାଜରେ ପ୍ରତିଷ୍ଠିତ ହେବେ । ଉଭୟେ ପ୍ରେମ ଓ ଦାମ୍ପତ୍ୟରେ ମଧୁର ସଂପର୍କ ରହିବ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ । ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ । ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ – ୫, ଶୁଭ ରଙ୍ଗ – ସବୁଜ

କନ୍ୟା: ପରିଶ୍ରମର ଫଳ ମିଳିବ। ଗୁରୁଜନଙ୍କ ସହଯୋଗ ମିଳିବ। ଚାକିରିରେ ସହଯୋଗ ପାଇବେ। ପରିବହନ ଓ ବାଣିଜ୍ୟ ଲାଭଜନକ ରହିବ । ଶିକ୍ଷାର୍ଥୀ ଅଧ୍ୟୟନ ପ୍ରିୟ ହେବେ । ଶୁଭ ଅଙ୍କ – ୪, ଶୁଭ ରଙ୍ଗ – ମେଟାଲିକ୍

ତୁଳା: ପରିଶ୍ରମର ଫଳ ମିଳିବ। ଗୁରୁଜନଙ୍କ ସହଯୋଗ ମିଳିବ । ଚାକିରିରେ ସହଯୋଗ ପାଇବେ । ପରିବହନ ଓ ବାଣିଜ୍ୟ ଲାଭଜନକ ରହିବ । ଶିକ୍ଷାର୍ଥୀ ଅଧ୍ୟୟନ ପ୍ରିୟ ହେବେ । ଶୁଭ ଅଙ୍କ – ୪, ଶୁଭ ରଙ୍ଗ – ମେଟାଲିକ୍

ବିଛା : ହେଉଥିବା କାର୍ଯ୍ୟ ଅଳ୍ପକେ ଅଟକି ଯାଇପାରେ । ବନ୍ଧୁବାନ୍ଧବଙ୍କ ସହ ମନାନ୍ତର ହୋଇପାରେ। ପରିବହନ ଓ ବାଣିଜ୍ୟ ମନ୍ଥର ରହିବ । ଶିକ୍ଷାର୍ଥୀ ଅସ୍ଥିରମନା ରହିବେ । ଶୁଭ ଅଙ୍କ – ୧, ଶୁଭ ରଙ୍ଗ – ଗୋଲାପି

ଧନୁ କର୍ମକ୍ଷେତ୍ରରେ ଉଚ୍ଚସମ୍ମାନ ପାଇବେ। ଚାକିରିରେ ସ୍ଥାୟିତ୍ଵ ବୃଦ୍ଧି ପାଇବ। ମହିଳାମାନେ ଆଦରଣୀୟା ହେବେ। ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ସଫଳ ହେବେ | ଶୁଭ ଅଙ୍କ – ୮, ଶୁଭ ରଙ୍ଗ – ନୀଳ

ମକର : ଅନ୍ୟର ସହଯୋଗ ପାଇ ଆଗେଇବେ । ମହିଳାମାନେ ଚଳଚଞ୍ଚଳ ରହିବେ । ଚାକିରିରେ ଦାୟିତ୍ବବୋଧ ରହିବ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ । ଶୁଭ ଅଙ୍କ –୬, ଶୁଭ ରଙ୍ଗ – ସିଲ୍‌ଭର୍

କୁମ୍ଭ: ଦିନଟି ସୁଖ ସନ୍ତୋଷ ଭିତରେ କଟିବ। ଚାକିରିରେ ପ୍ରଶଂସା ପାଇବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ । ଶୁଭ ଅଙ୍କ – ୮, ଶୁଭ ରଙ୍ଗ – କଳା

ମୀନ : କର୍ମକ୍ଷେତ୍ର ସମସ୍ୟା ବହୁଳ ରହିବ । ରାଜନୀତିରେ ବିଷମ ପରିସ୍ଥିତି ରହିବ। ମହିଳାମାନେ ହତାଦର ରହିବେ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶିକ୍ଷାର୍ଥୀ ଭ୍ରମରେ ପଡିବେ | ଶୁଭ ଅଙ୍କ –୯, ଶୁଭ ରଙ୍ଗ – କମଳା

Leave A Reply

Your email address will not be published.