ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରବିବାର ରାଶିଫଳ (୧୬-୦୧-୨୦୨୨)

ମେଷ: ତୃତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ପ୍ରତିଟି କାର୍ଯ୍ୟରେ ଜୟଲାଭ କରିବେ ମହିଳାମାନେ ସକାରାତ୍ମକ ରହିବେ । ରାଜନୀତିରେ ସମ୍ମାନିତ ହେବେ I ବାଣିଜ୍ୟରେ ସଞ୍ଚୟ ହେବ । ଶିକ୍ଷାର୍ଥୀ ଉଚ୍ଚାଭିଳାଷୀ ହେବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ- ସିଲଭର୍।

ବୃଷ: କର୍ମକ୍ଷେତ୍ରରେ ସମ୍ମାନିତ ହେବେ। ଚାକିରିରେ ଦାୟିତ୍ଵବୋଧ ରହିବ। ରାଜନୀତିରେ କର୍ମତତ୍ପର ରହିବେ । ମହିଳାମାନେ ଯଶ ପାଇବେ | ବାଣିଜ୍ୟରେ ଲାଭଜନକ ରହିବ। ଶିକ୍ଷାର୍ଥୀ ସଫଳହେବେ। ଶୁଭଅଙ୍କ-୮, ଶୁଭରଙ୍ଗ-ଆକାଶୀ।

ମିଥୁନ : ଦିନଟି ସୁଖଶାନ୍ତି ଭିତରେ କଟିବ। ରାଜନୀତି ଓ ପ୍ରଶାସନିକ ସ୍ତରରେ ପ୍ରଶଂସିତ ହେବେ । ମହିଳାମାନେ ନୂତନ କାର୍ଯ୍ୟରେ ଯୋଗଦେଇପାରନ୍ତି। ବାଣିଜ୍ୟରେ ପ୍ରସାର ହେବ । ଶିକ୍ଷାର୍ଥୀ ଅଧ୍ୟୟନରତ ହେବେ । ଶୁଭ ଅଙ୍କ-୪, ଶୁଭ ରଙ୍ଗ- ମେଟାଲିକ୍।

କର୍କଟ: ବୃଥାଭ୍ରମଣ ଓ ଖର୍ଚ୍ଚାନ୍ତ ଭିତରେ ଗତି କରିବେ । ରାଜନୀତିରେ ଜନଅସନ୍ତୋଷର ଶିକାର ହୋଇପାରନ୍ତି | ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ । ଶିକ୍ଷାର୍ଥୀ ଅବହେଳା କରିବେ | ଶୁଭ ଅଙ୍ଗ-୯, ଶୁଭ ରଙ୍ଗ-ଲାଲ୍

ଏଥିସହିତ ପଢ଼ନ୍ତୁ

ସିଂହ: କର୍ମକ୍ଷେତ୍ରରେ ସମୃଦ୍ଧି ପ୍ରାପ୍ତି ହେବ । ପ୍ରଶାସନିକ ଓ ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ । ବାଣିଜ୍ୟରେ ଉନ୍ନତି ହେବ । ଶିକ୍ଷାର୍ଥୀ ଉଚ୍ଚାଭିଳାଷୀ ହେବେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ |

କନ୍ୟା: କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ। ଉଭୟେ ପ୍ରେମ ଓ ଦାମ୍ପତ୍ୟ ସୁଖମୟରହିବ। ରାଜନୀତିରେ ସକ୍ରିୟରହିବେ। ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ କୃତିତ୍ବ ଅର୍ଜନ କରିବେ । ଶୁଭ ଅଙ୍କ-୪, ଶୁଭ ରଙ୍ଗ- ମେଟାଲିକ୍।

ତୁଳା: ଅକ୍ଳେଶରେ କାର୍ଯ୍ୟ ହାସଲ କରିବେ। ରାଜନୀତିରେ ଜନସେବାରେ ବ୍ରତୀ ହେବେ । ମହିଳାମାନେ ଅନୁଶାସନ ଭିତରେ ରହିବେ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ଗୁରୁଜନଙ୍କର ପ୍ରିୟ ହେବେ | ଶୁଭ ଅଙ୍କ-୮, ଶୁଭ ରଙ୍ଗ- ନୀଳ |

ବିଛା : କର୍ମକ୍ଷେତ୍ରରେ ବାଧାବିଘ୍ନ ରହିବ। ରାଜନୀତିରେ ବିଷମ ) ପରିସ୍ଥିତି ରହିବ। ଚାକିରିରେ ଶତ୍ରୁବୃଦ୍ଧି ହେବେ। ଶିଳ୍ପ ଓ ବାଣିଜ୍ୟରେ ହାନିହୋଇପାରେ। ଶିକ୍ଷାର୍ଥୀ ତ୍ରୁଟି କରିବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ – ଧଳା |

ଧନୁ: କର୍ମକ୍ଷେତ୍ର ଉତ୍ସାହଜନକ ରହିବ। ଚାକିରିରେ ସହଯୋଗ ପାଇବେ। ରାଜନୀତିରେ ଲୋକପ୍ରିୟତା ବଢ଼ିବ। ପରିବହନ ଓ ବାଣିଜ୍ୟରେ ସଫଳତା ମିଳିବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ । ଶୁଭ ଅଙ୍କ – ୯, ଶୁଭ ରଙ୍ଗ – କମଳା |

ମକର : କର୍ମକ୍ଷେତ୍ରରେ ସହଯୋଗ ପାଇ ଆଗେଇ ଚାଲିବେ । ଚାକିରିରେ ନିଷ୍ଠା ରହିବ। ରାଜନୀତିରେ ଚଳଚଞ୍ଚଳ ରହିବେ । ବାଣିଜ୍ୟରେ ଶୁଭଫଳ ମିଳିବ। ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ । ଶୁଭ ଅଙ୍କ – ୮, ଶୁଭ ରଙ୍ଗ- କଳା |

କୁମ୍ଭ: ଦିନଟିରେ ସୁଖ ସନ୍ତୋଷ ପ୍ରାପ୍ତି ହେବ । ରାଜନୀତିରେ ସଫଳତା ପାଇବେ । ଚାକିରିରେ ମାନ ମର୍ଯ୍ୟାଦା ବୃଦ୍ଧି ପାଇବ I ବାଣିଜ୍ୟରେ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ- ୬, ଶୁଭ ରଙ୍ଗ- ସିଲଭର୍ ।

ମୀନ: କର୍ମକ୍ଷେତ୍ରରେ ବ୍ୟସ୍ତ ବିବ୍ରତ ରହିବେ । ବନ୍ଧୁ ବାନ୍ଧବଙ୍କ ସଙ୍ଗେ ମନାନ୍ତର ହୋଇପାରେ । ମହିଳାମାନେ ହତାଦର ହେବେ । ବାଣିଜ୍ୟରେ ମାନ୍ଦା ରହିବ। ଶିକ୍ଷାର୍ଥୀ ଅସ୍ଥିର ରହିବେ | ଶୁଭ ଅଙ୍କ – ୧, ଶୁଭ ରଙ୍ଗ- ଗୋଲାପି।

Leave A Reply

Your email address will not be published.