ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରବିବାର ରାଶିଫଳ ( ୧୭–୦୪–୨୦୨୨ )

ମେଷ: ଦିନଟି ବିଜୟ ଉଲ୍ଲାସର ସହ କଟିପାରେ | ଶତ୍ରୁ ପ୍ରଶମିତ ହେବେ ଚାକିରିରେ ପଦୋନ୍ନତି ହୋଇପାରେ । ବାଣିଜ୍ୟରେ ଉତ୍ତମ ଲାଭ ମିଳିବ। ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ | ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।

ବୃଷ: ବହୁ ଚେଷ୍ଟା କରି ଆଗେଇ ଚାଲିବେ | ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ| ମହିଳାମାନେ ଯୋଗ୍ୟ ପ୍ରତିପାଦିତ ହେବ। ବାଣିଜ୍ୟରେ ଲାଭଜନକ ରହିବ। ଶିକ୍ଷାର୍ଥୀ ଅଧ୍ୟୟନପ୍ରିୟ ହେବେ । ଶୁଭ ଅଙ୍କ- ୬, ଶୁଭ ରଙ୍ଗ – ସିଲଭର୍।

ମିଥୁନ : କର୍ମକ୍ଷେତ୍ରରେ ସମସ୍ୟା ରହିବ। ସନ୍ତାନସନ୍ତତିମାନେ ଚିନ୍ତାରେ ପକାଇବେ । ଚାକିରିରେ କାର୍ଯ୍ୟବହୁଳ ରହିବ। ବାଣିଜ୍ୟ ମନ୍ତ୍ରର ରହିବ। ଶିକ୍ଷାର୍ଥୀମାନେ ଅସ୍ଥିରମନା ରହିବେ | ଶୁଭ ଅଙ୍କ-୯, ଶୁଭ ରଙ୍ଗ-କମଳା।

କର୍କଟ: ଦିନଟି ଚଳଚଞ୍ଚଳ ରହିବ। ବନ୍ଧୁବାନ୍ଧବଙ୍କର ଆଗମନ ହୋଇପାରେ । ଚାକିରିରେ କର୍ତ୍ତୃପକ୍ଷକଙ୍କ ସହଯୋଗ ମିଳିବ। ବାଣିଜ୍ୟରେ ସ୍ବନ ଲାଭ ମିଳିବ। ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ- ହଳଦିଆ

ଏଥିସହିତ ପଢ଼ନ୍ତୁ

ସିଂହ: ବଡ଼ଧରଣର କାର୍ଯ୍ୟ ତୁଲାଇ ଆଶ୍ବସ୍ତି ହେବେ। ରାଜନୀତିରେ ପ୍ରଭାବଶାଳୀ ରହିବେ । ମହିଳାମାନେ ଆଦରଣୀୟା ହେବେ। ବାଣିଜ୍ୟରେ ଆୟ ଦ୍ବିଗୁଣିତ ହେବ। ଶିକ୍ଷାର୍ଥୀ ଯଶ ପାଇବେ । ଶୁଭ ଅଙ୍କ- ୯, ଶୁଭ ରଙ୍ଗ – ଲାଲ୍ |

କନ୍ୟା: ଅର୍ଥଚିନ୍ତା ଓ କାର୍ଯ୍ୟ ମନ୍ଥର ଦେଖାଦେବ। ପଡ଼ୋଶୀଙ୍କ ସହ ମନାନ୍ତର ହୋଇପାରେ। ରାଜନୀତିରେ ସମସ୍ୟା ରହିବ। ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ରରେ ବିଶେଷ ସୁଫଳ ମିଳିବ ନାହିଁ | ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ।

ତୂଳା: ସମାଜରେ ସୁନାମ ପାଇବେ। ରାଜନୀତିରେ ପ୍ରସିଦ୍ଧି ବଢ଼ିବ। ଚାକିରିରେ ସହକର୍ମୀଙ୍କର ସାହଯ୍ୟ ପାଇବେ। ବାଣିଜ୍ୟରେ ପ୍ରସାର ହେବ । ଶିକ୍ଷାର୍ଥୀ ପ୍ରଶଂସା ପାଇବେ। ଶୁଭ ଅଙ୍କ- ୮, ଶୁଭ ରଙ୍ଗ-କଳା |

ବିଛା : ବହୁଚେଷ୍ଟା କରି ସଫଳ ହେବେ । ଚାକିରିରେ ନିଷ୍ଠାପର ରହିବେ। ) ରାଜନୀତିରେ ଚଳଚଞ୍ଚଳ ରହିବେ। ପରିବହନ ଓ ବାଣିଜ୍ୟରେ ସ୍ବଳ୍ପ ଲାଭ ମିଳିବ। ଶିକ୍ଷାର୍ଥୀ ପରିଶ୍ରମୀ ହେବେ । ଶୁଭ ଅଙ୍କ – ୭, ଶୁଭ ରଙ୍ଗ- କଫି |

ଧନୁ : ଦୀର୍ଘ ଦିନର ସ୍ୱପ୍ନ ସାକାର ହେବ। ଚାକିରିରେ ପଦୋନ୍ନତି ହୋଇପାରେ । ରାଜନୀତିରେ ସକ୍ରିୟ ରହିବେ । ବାଣିଜ୍ୟରେ ସମୃଦ୍ଧି ପ୍ରାପ୍ତ ହେବ । ଶିକ୍ଷାର୍ଥୀ ଉଚ୍ଚାଭିଳାଷୀ ହେବେ । ଶୁଭ ଅଙ୍କ- ୩, ଶୁଭ ରଙ୍ଗ-କ୍ରିମ୍ ।

ମକର : କାର୍ଯ୍ୟ ସିଦ୍ଧି ସହ ସୁଖସମ୍ମାନ ପ୍ରାପ୍ତି ହେବ | ଚାକିରିରେ ସ୍ଥାୟିତ୍ଵ ରହିବ । ରାଜନୀତିରେ ପ୍ରତିଷ୍ଠିତ ହେବେ । ଶିଳ୍ପ ଓ ବାଣିଜ୍ୟରେ ଉନ୍ନତି ହେବ। ଶିକ୍ଷାର୍ଥୀ ଦୃଢ଼ମନା ରହିବେ | ଶୁଭ ଅଙ୍କ- ୮,ଶୁଭ ରଙ୍ଗ-ନୀଳ |

କୁମ୍ଭ: ଅସ୍ଥିରତା କାରଣରୁ କାର୍ଯ୍ୟତ୍ରୁଟି କରିପାରନ୍ତି। ଚାକିରିରେ କାର୍ଯ୍ୟଭାର ରହିବ। ମହିଳାମାନେ ଚିନ୍ତାରେ ରହିବେ। ବାଣିଜ୍ୟ ପ୍ରତିକୂଳ ରହିବ। ଶିକ୍ଷାର୍ଥୀମାନେ ବିରକ୍ତିମନା ରହିବେ । ଶୁଭ ଅଙ୍କ – ୩, ଶୁଭ ରଙ୍ଗ- ଗୋଲଡେନ୍‌।

ମାନ: କର୍ମକ୍ଷେତ୍ରରେ ଜଟିଳ ପରିସ୍ଥିତିର ସମ୍ମୁଖୀନ ହେବେ । ରାଜନୀତିରେ ଶତ୍ରୁ ବୃଦ୍ଧି ହେବେ । ଚାକିରିରେ ଅଭିଯୋଗ ଆସିପାରେ। ବାଣିଜ୍ୟରେ ହାନି ହୋଇପାରେ। ଶିକ୍ଷାର୍ଥୀ ତ୍ରୁଟି କରିପାନ୍ତି । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।

Leave A Reply

Your email address will not be published.