ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରବିବାର ରାଶିଫଳ (୨୧-୧୧-୨୦୨୧)

ମେଷ: ଆର୍ଥିକ ବିଷୟକୁ ନେଇ ବାଦବିବାଦ ଉପୁଜି ପାରେ । ଚାକିରିରେ କାର୍ଯ୍ୟ ବହୁଳ ରହିବ। ମହିଳାମାନେ ଆଳସ୍ୟ ରହିବେ। ବାଣିଜ୍ୟ ମାନ୍ଦା ରହିବ । ଶିକ୍ଷାର୍ଥୀ ଅବହେଳା କରିବେ । ଶୁଭ ଅଙ୍କ –୩, ଶୁଭ ରଙ୍ଗ – କ୍ରିମ୍

ବୃଷ: କର୍ମକ୍ଷେତ୍ରରେ ସୁନାମ ପାଇବେ | ରାଜନୀତିରେ ଲୋକପ୍ରିୟତା ବଢ଼ିବ । ଚାକିରିରେ କର୍ତ୍ତୃପକ୍ଷଙ୍କର ଆସ୍ଥାଭାଜନ ହେବେ । ବାଣିଜ୍ୟରେ ଆଶାଜଳନ ଫଳ ମିଳିବ। ଶିକ୍ଷାର୍ଥୀ ସଫଳ ହେବେ | ଶୁଭ ଅଙ୍କ – ୮, ଶୁଭ ରଙ୍ଗ – କଳା

ମିଥୁନ : ବହୁ ପରିଶ୍ରମ କରି ସୁଫଳ ପାଇବେ। ରାଜନୀତିରେ ଦୂରଯାତ୍ରା କରିପାରନ୍ତି। ଚାକିରିରେ ଚଳଚଞ୍ଚଳ ରହିବେ। ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ । ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ । ଶୁଭ ଅଙ୍କ –୨, ଶୁଭ ରଙ୍ଗ – ଧଳା

କର୍କଟ: କୌଣସି ବଡ଼ଧରଣର କାର୍ଯ୍ୟ ତୁଲାଇ ଆଶ୍ବସ୍ତି ହେବେ। ଚାକିରିରେ ସୁନାମ ପାଇବେ । ମହିଳାମାନେ ଆଦରଣୀୟା ହେବେ। ବାଣିଜ୍ୟରେ ଉତ୍ତମ ଲାଭ ମିଳିବ । ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ –୩, ଶୁଭ ରଙ୍ଗ – ହଳଦିଆ

ଏଥିସହିତ ପଢ଼ନ୍ତୁ

ସିଂହ : ବିଭିନ୍ନ ଉପାୟରେ ଉପାର୍ଜନ କରିବେ । ମହିଳାମାନେ ଦୃଢ଼ମନା ରହିବେ। ଚାକିରିରେ ସହଯୋଗ ମିଳିବ। ବାଣିଜ୍ୟରେ ସମୃଦ୍ଧି ହେବ। ଶିକ୍ଷାର୍ଥୀ କୃତିତ୍ବ ଅର୍ଜନ କରିବେ । ଶୁଭ ଅଙ୍କ – ୫, ଶୁଭ ରଙ୍ଗ – ସବୁଜ

କନ୍ୟା: କର୍ମକ୍ଷେତ୍ରରେ ନିଷ୍ଠା ରହିବ। ଚାକିରିରେ ସମ୍ମାନିତ ହେବେ। ରାଜନୀତିରେ ଲୋକାଭିମୁଖୀ କାର୍ଯ୍ୟ କରି ପ୍ରଶଂସିତ ହେବେ। ବାଣିଜ୍ୟ ମାନ୍ଦା ରହିବ। ଶିକ୍ଷାର୍ଥୀ ଅସ୍ଥିର ରହିବେ। ଶୁଭ ଅଙ୍କ – ୬, ଶୁଭ ରଙ୍ଗ – ସିଲ୍‌ଭର୍

ତୁଳା: କର୍ମକ୍ଷେତ୍ରରେ ବାଧାବିଘ୍ନ ରହିବ। ରାଜନୀତିରେ ସମସ୍ୟା ରହିବ। ଚାକିରିରେ ଅସହଯୋଗ ରହିବ । ମହିଳାମାନେ ହତାବର ହେବେ । ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ | ଶୁଭ ଅଙ୍କ –୫, ଶୁଭ ରଙ୍ଗ – ସବୁଜ

ବିଛା : କୌଣସି ଗୁରୁତ୍ଵ କାର୍ଯ୍ୟକୁ ନେଇ ଚିନ୍ତାରେ ରହିବେ। ଚାକିରିରେ । ଦାୟିତ୍ବବୋଧ ରହିବ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ଲାଭ ମିଳିବ । ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ – ୯, ଶୁଭ ରଙ୍ଗ – ମେରୁନ୍

ଧନୁ : ଦୁଃସାହସିକ ଭିତ୍ତିରେ କାର୍ଯ୍ୟ ତୁଲାଇବେ । ଦେହ ଓ ମନ ଭଲ । ରହିବ। ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ। ବାଣିଜ୍ୟରେ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀ ପରିଶ୍ରମୀ ହେବେ । ଶୁଭ ଅଙ୍କ – ୩, ଶୁଭ ରଙ୍ଗ – କ୍ରିମ୍

ମକର : ଅନିଶ୍ଚିତତା କାରଣରୁ କାର୍ଯ୍ୟ ଅସମ୍ପୂର୍ଣ୍ଣ ରହିପାରେ । ଚାକିରିରେ ଚାପ ରହିବ। ରାଜନୀତିରେ ବିବାଦୀୟ ସ୍ଥିତି ରହିବ। ବାଣିଜ୍ୟରେ ବ୍ୟୟ ବହୁଳତା ରହିବ। ଶିକ୍ଷାର୍ଥୀ ଆଳସ୍ୟ ହେବେ । ଶୁଭ ଅଙ୍କ – ୬, ଶୁଭ ରଙ୍ଗ – ସିଲ୍‌ଭର୍

କୁମ୍ଭ: କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ । ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ମହିଳାମାନେ ଖୁସିରେ ରହିବେ। ବାଣିଜ୍ୟରେ ଲାଭ ମିଳିବ । ଶିକ୍ଷାର୍ଥୀ ସଫଳ ହେବେ | ଶୁଭ ଅଙ୍କ – ୮, ଶୁଭ ରଙ୍ଗ – ନୀଳ

ମୀନ: କର୍ମକ୍ଷେତ୍ରରେ ପ୍ରତିଷ୍ଠା ବୃଦ୍ଧି ପାଇବ। ଚାକିରିରେ ପଦୋନ୍ନତି ହୋଇପାରେ | ପ୍ରଶାସନିକ ମାନମର୍ଯ୍ୟାଦା ବୃଦ୍ଧି ପାଇବ I ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ । ଶୁଭ ଅଙ୍କ –୧, ଶୁଭ ରଙ୍ଗ – ଗୋଲାପି

Leave A Reply

Your email address will not be published.