ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରବିବାର ରାଶିଫଳ (୨୩-୦୧-୨୦୨୨)

ମେଷ: ପରିଶ୍ରମର ଫଳ ପାଇବେ। ଚାକିରିରେ ନିଷ୍ଠାପର ରହିବେ। ରାଜନୀତିରେ ଶତ୍ରୁମାନେ ଆୟତ୍ତାଧୀନ ହେବେ। ପରିବହନ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀ ଅଧ୍ୟୟନପ୍ରିୟ ହେବେ । ଶୁଭ ଅଙ୍କ- ୯, ଶୁଭ ରଙ୍ଗ – ଗୋଲାପି |

ବୃଷ: କର୍ମକ୍ଷେତ୍ରରେ ଉତ୍ତେଜନା ରହିବ। ସନ୍ତାନସନ୍ତତିଙ୍କୁ ନେଇ ଚିନ୍ତାରେ ରହିବେ । ରାଜନୀତିରେ ଚିନ୍ତାଜନକ ପରିସ୍ଥିତି ରହିବ । ବାଣିଜ୍ୟରେ ସମସ୍ୟା ରହିବ। ଶିକ୍ଷାର୍ଥୀ ଅବହେଳା କରିବେ । ଶୁଭ ଅଙ୍କ- ୫, ଶୁଭ ରଙ୍ଗ- ସବୁଜ।

ମିଥୁନ: ବହୁ ଚେଷ୍ଟାକରି ଆଗେଇବେ। ବନ୍ଧୁ ବାନ୍ଧବଙ୍କ ଆଗମନ ହୋଇପାରେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧିପାଇବ। ବାଣିଜ୍ୟରେ ଲାଭଜନକ ରହିବ। ଶିକ୍ଷାର୍ଥୀ ସଫଳ ହେବେ | ଶୁଭ ଅଙ୍କ-୪, ଶୁଭ ରଙ୍ଗ- ମେଟାଲିକ୍।

କର୍କଟ: କୌଣସି ବଡ଼ ଧରଣର ସଫଳତା ପାଇପାରନ୍ତି। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ଚାକିରିରେ ସମ୍ମାନ ବଢ଼ିବ | ବାଣିଜ୍ୟରେ ଉତ୍ତମ ଆୟ ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ- ଧଳା |

ଏଥିସହିତ ପଢ଼ନ୍ତୁ

ସିଂହ : ଅର୍ଥାଭାବ ଓ ଚିନ୍ତିତ ରହିବେ। ଚାକିରିରେ ଅସହଯୋଗ ରହିବ। ରାଜନୀତିରେ ପ୍ରତିକୂଳ ରହିବ। ଶିଳ୍ପ ଓ ବାଣିଜ୍ୟରେ ସାଧାରଣ ଫଳ ମିଳିବ। ଶିକ୍ଷାର୍ଥୀ ଆଳସ୍ୟ ରହିବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ- ହଳଦିଆ ।

କନ୍ୟା: କର୍ମକ୍ଷେତ୍ର ଉତ୍ସାହଜନକ ରହିବ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧିପାଇବ। ମହିଳାମାନେ ଯଶକୀର୍ତ୍ତି ପାଇବେ। ବାଣିଜ୍ୟରେ ଶୁଭଫଳ ପାଇବେ।ଶିକ୍ଷାର୍ଥୀ ଉତ୍ସାହିତ ରହିବେ । ଶୁଭ ଅଙ୍କ- ୫, ଶୁଭ ରଙ୍ଗ- ସବୁଜ।

ତୁଳା: ଦିନଟି ବ୍ୟସ୍ତତା ଭିତରେ କଟିବ | ରାଜନୀତିରେ ଦୂରଯାତ୍ରା କରିପାରନ୍ତି। ଚାକିରିରେ ସହଯୋଗ ପାଇବେ । ଶିଳ୍ପ ଓ ବାଣିଜ୍ୟରେ ସ୍ଵଳ୍ପ ଲାଭ ପାଇବେ । ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ | ଶୁଭ ଅଙ୍କ-୮, ଶୁଭ ରଙ୍ଗ- କଳା |

ବିଛା : ଆଶାନୁରୂପ ଫଳ ପାଇବେ | ଉଭୟେ ପ୍ରେମ ଓ ସାଂସାରିକ ସୁଖମୟ ରହିବ। ରାଜନୀତିରେ ସୁନାମ ପାଇବେ। ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ କୃତିତ୍ବ ଅର୍ଜନ କରିବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ- ହଳଦିଆ ।

ଧନୁ : ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ମହିଳାମାନେ ସୁଖୀ ରହିବେ। । ରାଜନୀତି ଓ ପ୍ରଶାସନିକ ମାନ ମର୍ଯ୍ୟାଦା ପ୍ରାପ୍ତି ହେବ । ବାଣିଜ୍ୟରେ ଉନ୍ନତି ହେବ। ଶିକ୍ଷାର୍ଥୀ ଉଚ୍ଚାଭିଳାଷୀ ହେବେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ- ବାଇଗଣୀ।

ମକର : କର୍ମକ୍ଷେତ୍ରରେ ମନ୍ଥରତା ରହିବ। ରାଜନୀତିରେ ପ୍ରତିଦ୍ବନ୍ଦିତା ରହିବ । ଚାକିରିରେ କାର୍ଯ୍ୟଭାର ରହିବ। ପରିବହନ ଓ ବାଣିଜ୍ୟ ବ୍ୟୟବହୁଳ ରହିବ। ଶିକ୍ଷାର୍ଥୀ ଅବହେଳା କରିବେ | ଶୁଭ ଅଙ୍କ- ୬, ଶୁଭ ରଙ୍ଗ- ସିଲଭର୍ ।

କୁମ୍ଭ: କର୍ମକ୍ଷେତ୍ରରେ ଶତ୍ରବୃଦ୍ଧି ହେବେ । ରାଜନୀତିରେ ଜଟିଳ ପରିସ୍ଥିତି ରହିବ। ମହିଳାମାନେ ହତାଦର ରହିବେ। ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ। ଶିକ୍ଷାର୍ଥୀ ହତୋତ୍ସାହ ରହିବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ- ଗୋଲଡେନ୍।

ମୀନ: ଦିନଟି ପ୍ରସନ୍ନତା ଭିତରେ କଟିବ।ରାଜନୀତିରେ ଉଚ୍ଚ ସମ୍ମାନ ପାଇବେ ଚାକିରିରେ କର୍ତ୍ତୃପକ୍ଷଙ୍କର ଆସ୍ଥାଭାଜନ ହେବେ। ବାଣିଜ୍ୟରେ ମନ ମୁତାବକ ଫଳ ମିଳିବ। ଶିକ୍ଷାର୍ଥୀ ଦୃଢ଼ମନା ହେବେ । ଶୁଭ ଅଙ୍କ – ୨, ଶୁଭ ରଙ୍ଗ – ଧଳା |

Leave A Reply

Your email address will not be published.