ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରବିବାର ରାଶିଫଳ ( ୨୬-୦୯-୨୦୨୧ )

ମେଷ:ଦିନଟି କର୍ମତତ୍ପର ରହିବେ। ରାଜନୀତିରେ ସକ୍ରିୟ ରହିବେ। ଶିଳ୍ପ ଓ ବାଣିଜ୍ୟରେ ଉନ୍ନତି ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-କମଳା

ବୃଷ:ଆର୍ଥିକ ଝମେଲାରେ ଛନ୍ଦି ହୋଇଯିବେ। ରାଜନୀତିରେ ପ୍ରତିଦ୍ବନ୍ଦିତା ରହିବ। ବାଣିଜ୍ୟରେ ଲାଭଜନକ ରହିବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-କଳା

ମିଥୁନ:ଦିନଟି ଚିନ୍ତାରେ ରହିବେ। ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ମହିଳାମାନେ ଯଶକୀର୍ତ୍ତି ପାଇବେ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ପିଙ୍କ୍

କର୍କଟ:ବହୁ ପରିଶ୍ରମ କରି ସୁଫଳ ପାଇବେ। ଚାକିରିରେ ସହଯୋଗ ପାଇବେ। ବାଣିଜ୍ୟରେ ସ୍ବଳ୍ପ ଲାଭ ପାଇବେ। ଶିକ୍ଷାର୍ଥୀ ଚଞ୍ଚଳ ରହିବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ଗୋଲଡେନ୍

ଏଥିସହିତ ପଢ଼ନ୍ତୁ

ସିଂହ:ବିଭିନ୍ନ ଉପାୟରେ ଉପାର୍ଜନ କରିବେ। ପ୍ରଶାସନିକ ଓ ରାଜନୀତିରେ ପ୍ରସିଦ୍ଧି ବଢିବ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ବାଣିଜ୍ୟରେ ସମୃଦ୍ଧି ହେବ। ଶିକ୍ଷାର୍ଥୀ ସୁଫଳ ହେବେ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-କଳା

କନ୍ୟା:କିଛିଟା ଉତ୍ତେଜନା ଭିତରେ ଉନ୍ନତି କରିବେ। ମହିଳାମାନେ ପରିଶ୍ରମୀ ହେବେ। ବାଣିଜ୍ୟରେ ଲାଭ ମିଳିବ।ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-ସବୁଜ

ତୁଳା:କୌଣସି ବିଷୟକୁ ନେଇ ଚିନ୍ତାରେ ରହିବେ। ଚାକିରିରେ ଅବହେଳା ରହିବ। ବାଣିଜ୍ୟରେ ମନ୍ଥର ରହିବ। ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

ବିଛା:କର୍ମକ୍ଷେତ୍ରରେ ଠକାମୀରେ ପଡିପାରନ୍ତି। ରାଜନୀତିରେ ଶତୃମାନେ ପ୍ରଭାବିତ କରିବେ। ବାଣିଜ୍ୟରେ ହାନି ହୋଇପାରେ। ଶିକ୍ଷାର୍ଥୀ ତୃଟି କରିପାରନ୍ତି। ଶୁଭ ଅଙ୍କ-୫,ଶୁଭ ରଙ୍ଗ-କମଳା

ଧନୁ:ଦିନଟି ହସଖୁସିର ଆସର ଜମିପାରେ। ଚାକିରିରେ ଧନସମ୍ମାନ ପାଇବେ। ମହିଳାମାନେ ଆତ୍ମନିର୍ଭରଶୀଳ ରହିବେ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ଗୋଲାପୀ

ମକର:ଅଟକି ରହିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। ଚାକିରିରେ ସମ୍ମାନ ପାଇବେ। ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟରେ ଶୁଭଫଳ ମିଳିବ। ଶିକ୍ଷାର୍ଥୀ ପରିଶ୍ରମୀ ହେବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ନୀଳ

କୁମ୍ଭ:ଯୋଜନା କରି ଅସଫଳ ହେବେ। ଚାକିରିରେ ଚାପ ରହିବ। ବାଣିଜ୍ୟରେ ପ୍ରତିକୂଳ ରହିବ। ଶିକ୍ଷାର୍ଥୀ ଅଧ୍ୟୟନପ୍ରିୟ ହେବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ମେଟାଲିକ୍

ମୀନ:ଦିନଟି ଚଳଚଞ୍ଚଳ ରହିବେ। ଚାକିରିରେ ପ୍ରଶଂସା ପାଇବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ସଫଳ ହେବେ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ନାଲି

Leave A Reply

Your email address will not be published.