ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରବିବାର ରାଶିଫଳ (୨୮-୧୧-୨୦୨୧)

ମେଷ: ଅସ୍ଥିରତା କାରଣରୁ କାର୍ଯ୍ୟହାନି ହୋଇପାରେ। ସନ୍ତାନସନ୍ତତିଙ୍କୁ ନେଇ ଚିନ୍ତାରେ ରହିବେ । ମହିଳାମାନେ ସମସ୍ୟାରେ ରହିବେ । ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶିକ୍ଷାର୍ଥୀ ଚିନ୍ତାରେ ରହିବେ | ଶୁଭ ଅଙ୍କ –୧, ଶୁଭ ରଙ୍ଗ – ପିଙ୍କ୍

ବୃଷ: କର୍ମକ୍ଷେତ୍ରରେ ଚଳଚଞ୍ଚଳ ରହିବେ। ଚାକିରିରେ ସୁଚାରୁରୂପେ କାର୍ଯ୍ୟ ତୁଲାଇବେ। ରାଜନୀତିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ । ଶୁଭ ଅଙ୍କ – ୮, ଶୁଭ ରଙ୍ଗ – ବାଇଗଣୀ

ମିଥୁନ : କୌଣସି ବଡ଼ଧରଣର କାର୍ଯ୍ୟ ତୁଲାଇ ପାରନ୍ତି। ଭାତୃଭଗ୍ନୀଙ୍କର ସହଯୋଗ ପାଇବେ। ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ। ବାଣିଜ୍ୟରେ ସଞ୍ଚୟ ହେବ । ଶିକ୍ଷାର୍ଥୀ ପରିଶ୍ରମୀ ହେବେ । ଶୁଭ ଅଙ୍କ –୨, ଶୁଭ ରଙ୍ଗ – ସିଲଭର୍

କର୍କଟ: ଘାତଚନ୍ଦ୍ର କାରଣରୁ ସମସ୍ୟା ବହୁଳ ରହିବ। ଚାକିରିରେ ଅଭିଯୋଗ ଆସିପାରେ | ରାଜନୀତିରେ ଘଡିସନ୍ଧି ପରିସ୍ଥିତ ରହିବ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ | ଶୁଭ ଅଙ୍କ – ୩, ଶୁଭ ରଙ୍ଗ – ଗୋଲ୍ଡେନ୍

ଏଥିସହିତ ପଢ଼ନ୍ତୁ

ସିଂହ : ଦିନଚର୍ଯ୍ୟା ସୁଖଦପୂର୍ଣ୍ଣ ରହିବ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ଚାକିରିରେ ପ୍ରଶଂସିତ ହେବେ। ଶିଳ୍ପ ଓ ବାଣିଜ୍ୟରେ ଆଶାମୁତାବକ ଫଳ ମିଳିବ। ଶିକ୍ଷାର୍ଥୀ ସଫଳ ହେବେ | ଶୁଭ ଅଙ୍କ – ୯, ଶୁଭ ରଙ୍ଗ – ମେରୁନ୍

କନ୍ୟା: ବହୁ ପରିଶ୍ରମ କରି ସଫଳ ହେବେ। ହାଠାତ୍ ଦୂରଯାତ୍ରା କରିପାରନ୍ତି। ରାଜନୀତିରେ ଚଳଚଞ୍ଚଳ ରହିବେ । ମହିଳାମାନେ ପରିଶ୍ରମୀ ହେବେ । ବାଣିଜ୍ୟରେ ସ୍ଵଳ୍ପ ଲାଭ ପାଇବେ । ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ – ୫, ଶୁଭ ରଙ୍ଗ – ସବୁଜ

ତୁଳା: ଦୀର୍ଘ ଦିନର ସ୍ବପ୍ନ ସାକାର ହେବ । ସାଂସାରିକ ସୁଖ ସମୃଦ୍ଧି ପ୍ରାପ୍ତି ହେବ। । ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ । ପରିବହନ ଓ ବାଣିଜ୍ୟରେ ମନମୁତାବକ ଫଳ ପାଇବେ। ଶିକ୍ଷାର୍ଥୀ କୃତିତ୍ୱ ଅର୍ଜନ କରିବେ । ଶୁଭ ଅଙ୍କ – ୬, ଶୁଭ ରଙ୍ଗ – ଧଳା

ବିଛା : ଗୁରୁତ୍ବ କାର୍ଯ୍ୟକୁ ତୁଲାଇ ଆଶ୍ବସ୍ତି ପାଇବେ । ଚାକିରିରେ ଧନ ସମ୍ମାନ । ପାଇବେ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ବାଣିଜ୍ୟରେ ଉନ୍ନତି ହେବ । ଶିକ୍ଷାର୍ଥୀ ଅଧ୍ୟୟନପ୍ରିୟ ହେବେ । ଶୁଭ ଅଙ୍କ –୨, ଶୁଭ ରଙ୍ଗ – ସିଲଭର୍

ଧନୁ : ଦିନଟି ଅବହେଳା ଯୋଗୁଁ କାର୍ଯ୍ୟହାନି ହେବ । ଧର୍ମାଦି କାର୍ଯ୍ୟରେ । ବ୍ୟୟ କରି ଅଭାବରେ ପଡିପାରନ୍ତି। ପରିବହନ ଓ ବାଣିଜ୍ୟ ମାନ୍ଦା ରହିବ । ଶିକ୍ଷାର୍ଥୀ ଆଳସ୍ୟ ହେବେ | ଶୁଭ ଅଙ୍କ – ୧, ଶୁଭ ରଙ୍ଗ – ଗୋଲାପି

ମକର : ହେଉଥିବା କାର୍ଯ୍ୟ ବିଗିଡି ଯାଇପାରେ । ଦାମ୍ପତ୍ୟରେ ଆଶାନ୍ତି ରହିବ। ରାଜନୀତିରେ ବାଧାବିଘ୍ନ ରହିବ। ପରିବହନ ଓ ବାଣିଜ୍ୟ ନୈରାଶ୍ୟଜନକ ରହିବ । ଶିକ୍ଷାର୍ଥୀ ଅପଯଶ ପାଇବେ । ଶୁଭ ଅଙ୍କ – ୫, ଶୁଭ ରଙ୍ଗ – ସବୁଜ

କୁମ୍ଭ: କର୍ମକ୍ଷେତ୍ରରେ ସହଯୋଗ ପାଇବେ। ବନ୍ଧୁବାନ୍ଧବଙ୍କର ଆଗମନ ହୋଇପାରେ। ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ବାଣିଜ୍ୟରେ ଲାଭ ଦ୍ବିଗୁଣିତ ହେବ । ଶିକ୍ଷାର୍ଥୀ ଉତ୍ସାହିତ ରହିବେ । ଶୁଭ ଅଙ୍କ – ୮, ଶୁଭ ରଙ୍ଗ – ନୀଳ

ମୀନ: ସମାଜରେ ପ୍ରତିଷ୍ଠିତ ହେବେ । ଆର୍ଥିକ ସ୍ବଚ୍ଛଳତା ଦେଖାଦେବ | ରାଜନୀତିରେ ବିରୋଧୀ ପ୍ରଶମିତ ରହିବେ। ଚାକିରିରେ ଦାୟିତ୍ବବୋଧ ରହିବ। ବାଣିଜ୍ୟରେ ସଫଳତା ମିଳିବ। ଶିକ୍ଷାର୍ଥୀ ପରିଶ୍ରମୀ ହେବେ । ଶୁଭ ଅଙ୍କ –୭, ଶୁଭ ରଙ୍ଗ – କଫି

Leave A Reply

Your email address will not be published.