ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରବିବାର ରାଶିଫଳ ( ୩୦-୦୫- ୨୦୨୧ )

ମେଷ: ସମାଜରେ ପ୍ରତିଷ୍ଠା ବୃଦ୍ଧି ପାଇବ। ଚାକିରିରେ ଦାୟିତ୍ବବୋଧ ରହିବ। ପ୍ରଶାସନିକ ମାନମର୍ଯ୍ୟାଦା ବୃଦ୍ଧି ହେବ । ବାଣିଜ୍ୟ ମନମୁତାବକ ହେବ। ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା

ବୃଷ: ବହୁ ଚେଷ୍ଟା ସତ୍ତ୍ଵେ କାର୍ଯ୍ୟ ପୂର୍ଣ୍ଣ ହେବ ନାହିଁ। ମହିଳାମାନେ ଉଦାରମନା ରହିବେ । ରାଜନୀତିରେ ସମସ୍ୟା ରହିବ। ବାଣିଜ୍ୟ ମନ୍ଥର ରହିବ। ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା

ମିଥୁନ: କର୍ମକ୍ଷେତ୍ରରେ ଠକାମିରେ ପଡ଼ିପାରନ୍ତି। ଚାକିରିରେ ସମସ୍ୟା ରହିବ। ମହିଳାମାନେ ହତୋତ୍ସାହ ରହିବେ। ବାଣିଜ୍ୟରେ କ୍ଷତି ହୋଇପାରେ। ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ

କର୍କଟ: ଦିନଟି ହର୍ମୋଲ୍ଲାସରେ କଟିବ। ଚାକିରିରେ ଧନସମ୍ମାନ ପ୍ରାପ୍ତି ହେବ । ରାଜନୀତିରେ ସୁନାମ ପାଇବେ। ବାଣିଜ୍ୟରେ ସଞ୍ଚୟ ହେବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ଏଥିସହିତ ପଢ଼ନ୍ତୁ

ସିଂହ: କିଛିଟା ସମସ୍ୟା ଭିତରେ ଆଗେଇ ଚାଲିବେ। ଚାକିରି ବ୍ୟସ୍ତତା । ଭିତରେ କଟିବ । ରାଜନୀତି ଓ ବାଣିଜ୍ୟିକ ସଫଳତା ପାଇବେ। ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ

କନ୍ୟା: କର୍ମକ୍ଷେତ୍ରରେ ବିରୋଧାଭାସ ରହିବ । ଚାକିରିରେ କାର୍ଯ୍ୟ ବହୁଳ ରହିବ। ମହିଳାମାନେ ବିରକ୍ତମନା ରହିବେ। ବାଣିଜ୍ୟରେ ବ୍ୟୟବୃଦ୍ଧି ରହିବ। ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍

ତୁଳା: ଦିନଟି ଚଳଚଞ୍ଚଳ ଭିତରେ କଟିବ | ଚାକିରିରେ ପ୍ରଶଂସା ପାଇବେ ରାଜନୀତିରେ ଲୋକସମ୍ପର୍କ ବଢିବ I ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୬,ଶୁଭ ରଙ୍ଗ-ଧଳା

ବିଛା: କର୍ମକ୍ଷେତ୍ରରେ ଉଚ୍ଚସମ୍ମାନ ପାଇବେ । ପ୍ରଶାସନିକ ଓ ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ । ପରିବହନ ଓ ବାଣିଜ୍ୟରେ ଆୟବୃଦ୍ଧି ହେବ । ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍

ଧନୁ: କିଛିଟା ସମସ୍ୟା ଭିତରେ ଆଗେଇ ଚାଲିବେ। ସାଂସାରିକ ବ୍ୟସ୍ତବିବ୍ରତ ରହିବେ। ଚାକିରିରେ ସଠିକ ଭାବେ କାର୍ଯ୍ୟ ତୁଲାଇବେ। ଶିଳ୍ପ ଓ ବାଣିଜ୍ୟରେ ସାଧାରଣ ଫଳ ପାଇବେ। ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ

ମକର: ଅର୍ଥଚିନ୍ତା ସଙ୍ଗେ କାର୍ଯ୍ୟ ମନ୍ଥର ରହିବ । ମହିଳାମାନେ ହତାଦର ହେବେ । ରାଜନୀତିରେ ପ୍ରତିକୂଳ ସ୍ଥିତି ରହିବ I ବାଣିଜ୍ୟ ମାନ୍ଦା ରହିବ। ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ

କୁମ୍ଭ: କର୍ମକ୍ଷେତ୍ରରେ ସହଯୋଗ ମିଳିବ। ସାଂସାରିକ ସୁଖସନ୍ତୋଷ ପ୍ରାପ୍ତି ହେବ | ରାଜନୀତିରେ ପ୍ରସିଦ୍ଧି ବଢିବ I ବାଣିଜ୍ୟରେ ଉତ୍ସାହଜନକ ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ

ମୀନ: ଉଦ୍‌ଯୋଗ କରି ଆଗେଇବେ। ରାଜନୀତିରେ ଦୂରଯାତ୍ରା କରିପାରନ୍ତି। ଚାକିରିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍

Leave A Reply

Your email address will not be published.