ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରବିବାର ରାଶିଫଳ (୨୧-୦୩-୨୦୨୧)

ମେଷ: କର୍ମକ୍ଷେତ୍ରରେ ବ୍ୟୟବହୁଳ ରହିବ। ବନ୍ଧୁମାନେ ଅସହଯୋଗ କରିବେ। ରାଜନୀତିରେ ଆବଦ୍ଧ ଯୋଗ ରହିପାରେ। ଶିଳ୍ପ ଓ ବାଣିଜ୍ୟରେ ପୁଞ୍ଜିନିବେଶ କରି ଚିନ୍ତାରେ ରହିବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ମେରୁନ୍

ବୃଷ: ବିଭିନ୍ନ ସୂତ୍ରରୁ ଅର୍ଥଲାଭ ଯୋଗ ରହିଛି। ଚାକିରିରେ ସହଯୋଗ ମିଳିବ। ମହିଳାମାନେ ଆଦରଣୀୟା ହେବେ। ବାଣିଜ୍ୟରେ ଉନ୍ନତି ହେବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

ମିଥୁନ: ଦିନଟିରେ ଆଶା ମୁତାବକ ଫଳ ପାଇବେ। ଚାକିରିରେ ମାନସମ୍ମାନ ପ୍ରାପ୍ତି ହେବ। ଶିଳ୍ପ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

କର୍କଟ: ଯୋଜନା କରି ସଫଳ ହେବେ। ଚାକିରିରେ କର୍ତ୍ତବ୍ୟ ନିଷ୍ଠ ରହିବେ। ମହିଳାମାନେ ଧର୍ମପରାୟଣା ହେବେ। ବାଣିଜ୍ୟରେ ଲାଭ ମିଳିବ।
ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍

ଏଥିସହିତ ପଢ଼ନ୍ତୁ

ସିଂହ: ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହୋଇପାରନ୍ତି। ସାଂସାରିକ କଳହ ଓ ଅଶାନ୍ତି ରହିବ। ଚାକିରିରେ ଶତ୍ରୁବୃଦ୍ଧି ହେବେ। ଶିଳ୍ପ ଓ ବାଣିଜ୍ୟରେ ହାନି ହୋଇପାରେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

କନ୍ୟା: ଅଟକି ରହିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପ୍ରଶାସନିକ ପ୍ରଶଂସା ପାଇବେ। ଚାକିରିରେ ସମ୍ମାନ ପାଇବେ। ଶିଳ୍ପ ଓ ବାଣିଜ୍ୟରେ ଶୁଭଦାୟକ ହେବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ତୁଳା: ଦେହ ସୁସ୍ଥ ରହିବ। ରାଜନୀତିରେ ଶତ୍ରୁଜୟୀ ହେବେ। ମହିଳାମାନେ ରକ୍ଷଣଶୀଳ ହେବେ। ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଲାଭଜନକ ରହିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା

ବିଛା: କର୍ମକ୍ଷେତ୍ରରେ ସୁଖସମ୍ମାନ ପାଇବେ। ଚାକିରିରେ ସହକର୍ମୀଙ୍କ ସହଯୋଗ ମିଳିବ। ରାଜନୀତିରେ ଲୋକପ୍ରିୟ ହେବ। ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ଧନୁ: କୌଣସି ବିଷୟକୁ ନେଇ ଉତ୍ତେଜନାରେ ରହିବେ।ଚାକିରିରେ ଅଭିଯୋଗ ଆସିପାରେ। ମହିଳାମାନେ ଆଳସ୍ୟ ପରାୟଣା ହେବେ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ମକର: କୌଣସି ବଡ ଧରଣର କାର୍ଯ୍ୟ ତୁଲାଇପାରନ୍ତି। ଚାକିରିରେ ଧନସମ୍ମାନ ପ୍ରାପ୍ତି ହେବ। ପରିବହନ ,ଶିଳ୍ପ ଓ ବାଣିଜ୍ୟରେ ପୁଞ୍ଜିନିବେଶ କରି ସଫଳ ହେବେ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

କୁମ୍ଭ: କର୍ମକ୍ଷେତ୍ରରେ ଚଳଚଞ୍ଚଳ ରହିବେ। ବକେୟା ଅର୍ଥପ୍ରାପ୍ତି ହୋଇପାରେ। ରାଜନୀତିରେ ବ୍ୟସ୍ତତା ଭିତରେ କଟିବ। ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ଗୋଲଡେନ୍

ମୀନ: ସ୍ବପ୍ନ ସାକାର ହେବ। ଚାକିରିରେ ଧନସମ୍ମାନ ପ୍ରାପ୍ତି ହେବ। ମହିଳାମାନେ ଆଦର ସମ୍ମାନ ପାଇବେ। ଶିଳ୍ପ ଓ ବାଣିଜ୍ୟରେ ଉନ୍ନତି କରିବେ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

Leave A Reply

Your email address will not be published.