ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ସବୁ ରବିବାର ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ: ରାଜ୍ୟରେ କରୋନା ସଂକ୍ରମଣ ପୁଣି ଥରେ ବୃଦ୍ଧି ପାଇଛି। ଦୈନିକ ସଂକ୍ରମିତଙ୍କ ସଂଖ୍ଯା ମଧ୍ଯ ବୃଦ୍ଧି ଘଟିଛି। ଏଥିପାଇଁ ସପ୍ତାହରେ ଗୋଟିଏ ଦିନ ଶ୍ରୀମନ୍ଦିରକୁ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ସପ୍ତାହର ସବୁ ରବିବାର ଦର୍ଶନକୁ ବାରଣ କରାଯାଇଛି। ସଂକ୍ରମଣ ବଢୁଥିବାରୁ ଶ୍ରୀମନ୍ଦିରକୁ ସାନିଟାଇଜ କରାଯିବ। ସାନିଟାଇଜ ପାଇଁ ଶ୍ରୀମନ୍ଦିର ବନ୍ଦ ରହିବ ବୋଲି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ।

Leave A Reply

Your email address will not be published.