ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରବିବାର ରାଶିଫଳ ( ୬-୦୬-୨୦୨୧ )

ମେଷ:କିଛିଟା ସମସ୍ୟା ଭିତରେ ଆଗେଇ ଚାଲିବେ। ସାଂସାରିକ ଚଳଚଞ୍ଚଳ ରହିବେ। ମହିଳାମାନେ ବିରକ୍ତିମନା ରହିବେ। ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ବୃଷ:କୌଣସି କାର୍ଯ୍ୟ ଉଦ୍ଦେଶ୍ୟରେ ଦୂରଯାତ୍ରା କରିପାରନ୍ତି। ମହିଳାମାନେ ପରିଶ୍ରମୀ ହେବେ। ରାଜନୀତିରେ ବ୍ୟସ୍ତତା ଭିତରେ କଟିବ। ବାଣିଜ୍ୟରେ ସ୍ବଳ୍ପ ଆୟ ହେବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ମିଥୁନ:ଭବିଷ୍ୟତ ଯୋଜନା କାର୍ଯ୍ୟକାରୀ ହେବ। ଚାକିରିରେ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ରାଜନୀତିରେ ଉଚ୍ଚସମ୍ମାନ ପାଇବେ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

କର୍କଟ:କର୍ମକ୍ଷେତ୍ର ପରିସର ବୃଦ୍ଧି ପାଇବ। ପ୍ରଶାସନିକ ଓ ରାଜନୀତିରେ ସକ୍ରିୟ ରହିବେ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ବାଣିଜ୍ୟରେ ଉନ୍ନତି ହେବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ସିଂହ:ପରିଶ୍ରମ ମୁତାବକ ଫଳ ପାଇବେ ନାହିଁ। ଚାକିରିରେ କାର୍ଯ୍ୟବହୁଳ ରହିବ। ମହିଳାମାନେ ଚିନ୍ତାରେ ରହିବେ। ବାଣିଜ୍ୟ ମନ୍ଥର ରହିବ।
ଶୁଭ ଅଙ୍କ-୯,ଶୁଭ ରଙ୍ଗ-ମେରୁନ୍

କନ୍ୟା:କର୍ମକ୍ଷେତ୍ରରେ ବାଧାବିଘ୍ନ ରହିବ। ଚାକିରିରେ ଶତ୍ରୁବୃଦ୍ଧି ହେବେ। ମହିଳାମାନେ ହତୋତ୍ସାହ ରହିବେ। ବାଣିଜ୍ୟରେ ହାନି ହୋଇପାରେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ତୁଳା:କର୍ମକ୍ଷେତ୍ର ଉତ୍ସାହଜନକ ରହିବ। ଚାକିରିରେ ଉଚ୍ଚପ୍ରଶଂସା ପାଇବେ। ମହିଳାମାନେ ଆଦରଣୀୟା ହେବେ। ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା

ବିଛା:ଉଦ୍ୟମ କରି ଆଗେଇ ଚାଲିବେ। ଚାକିରିରେ ସହଯୋଗ ମିଳିବ। ମହିଳାମାନେ ସ୍ବାଭିମାନୀ ହେବେ। ବାଣିଜ୍ୟ ଲାଭଜନକ ରହିବ।
ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

ଧନୁ:ସବୁ କାର୍ଯ୍ୟ ବ୍ୟୟବହୁଳ ରହିବ। ଗୁରୁଜନମାନଙ୍କୁ ନେଇ ଚିନ୍ତାରେ ରହିବେ। ଚାକିରିରେ କାର୍ଯ୍ୟଭାର ରହିବ। ବାଣିଜ୍ୟ ପ୍ରତିକୂଳ ରହିବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ମକର:ଦିନଟି ଚଳଚଞ୍ଚଳ ରହିବେ। ବନ୍ଧୁ ସହଯୋଗ ପାଇବେ। ଚାକିରିରେ ଧନସମ୍ମାନ ପ୍ରାପ୍ତି ହେବ। ଶିଳ୍ପ ଓ ବାଣିଜ୍ୟରେ ଶୁଭଫଳ ମିଳିବ।
ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

କୁମ୍ଭ:ଦୃଢ ମନୋବଳ ଓ କାର୍ଯ୍ୟ ସଫଳ ହେବ। ଚାକିରିରେ ପଦୋନ୍ନତି ହୋଇପାରେ। ମହିଳାମାନେ ଯଶକୀର୍ତ୍ତି ପାଇବେ। ବାଣିଜ୍ୟରେ ସଞ୍ଚୟ ହେବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ମୀନ:ଆୟ ହ୍ରାସ ପାଇବ। ଦେହ ଓ ମନ ଭଲ ରହିବ ନାହିଁ। ପଡୋଶୀଙ୍କ ସହ ମନାନ୍ତର ରହିବ। ଶିଳ୍ପ ଓ ବାଣିଜ୍ୟରେ ସାଧାରଣ ଫଳ ପାଇବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ

Leave A Reply

Your email address will not be published.