ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଓଡ଼ିଶା ମୋ ପରିବାର ସଂଯୋଜକଙ୍କୁ ଧନ୍ୟବାଦ ଦେଲେ ବଲିଉଡ୍ ଅଭିନେତା ଅକ୍ଷୟ କୁମାର

ଭୁବନେଶ୍ୱର: ଓଡ଼ିଶା ମୋ ପରିବାର ସଂଯୋଜକ ସୁବାସ ମହାରଣାଙ୍କୁ ଧନ୍ୟବାଦ ଜଣାଇଛନ୍ତି ବଲିଉଡ୍ ଅଭିନେତା ଖିଲାଡ଼ି ବୟ ଅକ୍ଷୟ କୁମାର । ସୁବାସଙ୍କ ସହାୟତା ପାଇଁ ଅକ୍ଷୟ ଏହି କୃତଜ୍ଞତା ପତ୍ର ପଠାଇଛନ୍ତି । ଅକ୍ଷୟଙ୍କ ବ୍ୟକ୍ତିଗତ କର୍ମଚାରୀ ଟୁଟୁ ଭୂୟାଁଙ୍କୁ ସାହାଯ୍ୟ କରଥିଲେ ସୁବାସ । ଟୁଟୁ ଭୂୟାଁଙ୍କ ପତ୍ନୀ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି ହୋଇଥିଲେ ।

ବ୍ରହ୍ଣପୁର ମେଡିକାଲରେ ଭର୍ତ୍ତି ପରେ ଓଡ଼ିଶା ମୋ ପରିବାରର ସଂଯୋଜକ ସୁବାସଙ୍କ ସମସ୍ତ ସହାୟତା ଏବଂ ସାହାଯ୍ୟ ଜାରି ରହିଥିଲା । ଫଳରେ ଭୂୟାଁଙ୍କ ଚିକିତ୍ସା ପାଇଁ ସବୁ ପ୍ରକାର ବ୍ୟବସ୍ଥା କରିଥିଲେ ସୁବାସ । ମେଡିକାଲରେ ତାଙ୍କର ସଫଳ ଅସ୍ତ୍ରୋପଚାର ହୋଇପାରିଥିଲା । ଏଥିପାଇଁ ଅଭିନେତା ତଥା ବଲିଉଡ ସୁପରଷ୍ଟାର କୃତଜ୍ଞତା ପତ୍ର ।

Leave A Reply

Your email address will not be published.