ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

10th Exam

ଆସନ୍ତାକାଲିଠୁ ମାଟ୍ରିକ ପରୀକ୍ଷା ଆରମ୍ଭ,…

ଭୁବନେଶ୍ଵର: ଆସନ୍ତାକାଲିଠୁ ଆରମ୍ଭ ହେବାକୁ ଯାଉଛି ମାଟ୍ରିକ ପରୀକ୍ଷା । ମାର୍ଚ୍ଚ ୪ ଯାଏଁ ଚାଲିବ ପରୀକ୍ଷା । ଚଳିତ ଥର ୫ଲକ୍ଷ ୫୧ ହଜାର ୬୧୧ ଛାତ୍ରଛାତ୍ରୀ ୩ହଜାର ୪୭ଟି ସେଣ୍ଟରରେ ମାଟ୍ରିକ ପରୀକ୍ଷା ଦେବେ। ପରୀକ୍ଷା କେନ୍ଦ୍ରଗୁଡ଼ିକରେ ସ୍ୱଚ୍ଛତା ରକ୍ଷା କରିବା ସହିତ ସୁପରିଚାଳନା ପାଇଁ ଯଥାସମ୍ଭବ କଡ଼ା…

ଜୁଲାଇ ୩ରୁ ଆରମ୍ଭ ହେବ ମାଟ୍ରିକ…

ଭୁବନେଶ୍ବର: ଜୁଲାଇ ୩ ତାରିଖରୁ ଆରମ୍ଭ ହେବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା । ୮୦ ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ। ଜୁଲାଇ ୩ରୁ ପରୀକ୍ଷା ଆରମ୍ଭ ହୋଇ ୮ ତାରିଖ ଯାଏ ଚାଲିବ ।   www.bseodisha.ac.in ୱେବସାଇଟକୁ ଯାଇ ଆଡମିଟି ଡାଉନଲୋ କରିପାରିବେ ଛାତ୍ରଛାତ୍ରୀ ।

ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ରରେ…

କଟକ: ମାଟ୍ରିକ ପରୀକ୍ଷା ସୋସିଆଲ ସାଇନ୍ସ ପ୍ରଶ୍ନପତ୍ରରେ ତ୍ରୁଟି ରହିଥିବା ଅଭିଯୋଗ ହୋଇଛି । ରାଜ୍ୟର ବିଭିନ୍ନ ସ୍କୁଲ୍‌ରୁ ଆସିଛି ଏଭଳି ଅଭିଯୋଗ । ଜଗତସିଂହପୁର ବୃନ୍ଦାବନ ସରକାରୀ ଉଚ୍ଚ ବିଦ୍ୟାଳୟରେ ପରୀକ୍ଷା ଦେଉଥିବା ଛାତ୍ରଛାତ୍ରୀଙ୍କ ‘ବି’ ସେଟ୍ ପ୍ରଶ୍ନପତ୍ରରେ ‘ଏ’ ସେଟ୍‌ର ପ୍ରଶ୍ନ ରହିଥିବା…

ମାର୍ଚ୍ଚ ୧୦ରୁ ଦଶମ ପରୀକ୍ଷା: କପି…

ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ୧୦ରୁ ୧୭ ଯାଏ ହେବ ମାଟ୍ରିକ ପରୀକ୍ଷା। ଏଥର କପି ରୋକିବାକୁ ସ୍ୱତନ୍ତ୍ର ସ୍କ୍ୱାର୍ଡ ବ୍ୟବସ୍ଥା କରିଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ । ପରୀକ୍ଷା ସେଣ୍ଟର ଗୁଡ଼ିକୁ ସ୍କ୍ୱାର୍ଡ ଅଚାନକ ଗସ୍ତ କରିବେ। ଯାହାର ଗତିବିଧି ସମ୍ପର୍କରେ କେହି ଜାଣି ନଥିବେ।  ପ୍ରଶ୍ନପତ୍ର ହବ୍‌କୁ…

ମାର୍ଚ୍ଚ ୧୦ରେ ମାଟ୍ରିକ୍‌ ପରୀକ୍ଷା,…

ଭୁବନେଶ୍ବର : ମାର୍ଚ୍ଚ ୧୦ରୁ ଆରମ୍ଭ ହେବ ମାଟ୍ରିକ୍‌ ପରୀକ୍ଷା । ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଦିଆଯାଇଛି ସୂଚନା । ଏହି ପରୀକ୍ଷା ମାର୍ଚ୍ଚ୧୦ ରୁ ଆରମ୍ଭ ହୋଇ ୨୦ ତାରିଖରେ ଶେଷ ହେବା ନେଇ ସୂଚନା ରହିଛି । ଏନେଇ ବୋର୍ଡ ବୋର୍ଡ ପକ୍ଷରୁ ପରୀକ୍ଷା କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ତେବେ…

ପରୀକ୍ଷା କେନ୍ଦ୍ରକୁ ମୋବାଇଲ୍‍ ନେବେନି…

କଟକ : ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ପ୍ରଥମ ସମ୍ମେଟିଭ୍‍ ଆସେସ୍‍ମେଣ୍ଟ (ଏସ୍‍ଏ-୧) ପରୀକ୍ଷା ଆଜିଠାରୁ ଆରମ୍ଭ ହେବ। ରାଜ୍ୟରେ ମୋଟ ୫ ଲକ୍ଷ ୩୨ ହଜାର ୭୧୨ ପରୀକ୍ଷାର୍ଥୀ ହାଇସ୍କୁଲ ସାର୍ଟିଫିକେଟ୍‍ ପରୀକ୍ଷା ଦେବେ। ଏଥିପାଇଁ ବୋର୍ଡ ପକ୍ଷରୁ ୩୦ ଜିଲ୍ଲାରେ ୩…

ଏପ୍ରିଲ ୨୯ରୁ ମାଟ୍ରିକ ପରୀକ୍ଷା: କପି…

କଟକ: ରାଜ୍ୟରେ ଆସନ୍ତା ଏପ୍ରିଲ ୨୯ ରୁ ଆରମ୍ଭ ହୋବାକୁ ଯାଉଛି ମାଟ୍ରିକ ପରୀକ୍ଷା। ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁଁ ଏହି ମାଟ୍ରିକ ପରୀକ୍ଷା ସୂଚିରେ ସାମାନ୍ଯ ପରିବର୍ତ୍ତନ କରାଯାଇଛି। ଦ୍ବିତୀୟ ସିଟିଂରେ ହେବାକୁ ଥିବା ପରୀକ୍ଷା ପ୍ରଥମ ସିଟିଂରେ ହେବ । ସେକେଣ୍ଡ ସିଟିଂରେ ହେବାକୁ ଥିବା ମଧ୍ୟମା, ଓପନ…

ଏପ୍ରିଲ ୨୬ରୁ ସିବିଏସଇର ଦଶମ ଓ ଦ୍ବାଦଶ…

ନୂଆଦିଲ୍ଲୀ: ଏପ୍ରିଲପ ୨୬ରୁ ସିବିଏସଇର ଟର୍ମ-୨ ପରୀକ୍ଷା । ଏପ୍ରିଲ ୨୬ରୁ ଉଭୟ ଦଶମ ଓ ଦ୍ବାଦଶ ଟର୍ମ-୨ ପରୀକ୍ଷା ହେବ । ଦୁଇଟି ସିଫ୍ଟ ବଦଳରେ ଗୋଟିଏ ସିଫ୍ଟରେ ହେବ ପରୀକ୍ଷା । ସକାଳ ୧୦.୩୦ମିନିଟରୁ ଆରମ୍ଭ ହେବ ପରୀକ୍ଷା । ଏ ନେଇ CBSE ପକ୍ଷରୁ ବିସ୍ତୃତ ପରୀକ୍ଷା ସୂଚୀ cbse.gov.in ୱେବସାଇଟରେ…

ଏପ୍ରିଲ ୨୯ରୁ ମାଟ୍ରିକ୍ ପରୀକ୍ଷା, ୩ଟି…

ଭୁବନେଶ୍ଵର: ଛାତ୍ରଛାତ୍ରୀଙ୍କ ପାଇଁ ବଡ ଘୋଷଣା । ଆସନ୍ତା ଏପ୍ରିଲ ମାସ ୨୯ ତାରିଖରୁ ଆରମ୍ଭ ହେବ ମାଟ୍ରିକ୍‌ ପରୀକ୍ଷା। ଏପ୍ରିଲ ୨୯ରୁ ଆରମ୍ଭ ହୋଇ ମେ’ ୬ ଯାଏଁ ଏହି ପରୀକ୍ଷା ଚାଲିବ। ଏହି ସମ୍ମେଟିଭ୍‌-୨ ପରୀକ୍ଷା ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ ବାଧ୍ୟତାମୂଳକ। ଯଥାସମ୍ଭବ ପରୀକ୍ଷାଗୁଡ଼ିକ ନିଜ ସ୍କୁଲରେ…

୮୬ ବର୍ଷ ବୟସରେ ଦଶମ ପାସ୍‌ କଲେ ପୂର୍ବତନ…

ଚଣ୍ଡିଗଡ: ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମପ୍ରକାଶ ଚୌତାଲା ୮୬ ବର୍ଷ ବୟସରେ ଦଶମ ଶ୍ରେଣୀ ଇଂରାଜୀ ପରୀକ୍ଷାରେ ପାସ କରିଛନ୍ତି। ଏହି ବିଷୟରେ ଫେଲ୍‌ ହୋଇଥିବା ଯୋଗୁଁ ସ୍କୁଲ ଶିକ୍ଷାବୋର୍ଡ ତାଙ୍କର ଦ୍ବାଦଶ ଶ୍ରେଣୀ ପରୀକ୍ଷା ଫଳକୁ ରୋକି ଦେଇଥିଲା। ଏହା ସୋମବାର ଜାରି କରାଯିବ ବୋଲି ଆଶା କରାଯାଉଛି।…