ପ୍ରକାଶ ପାଇଲା +୨ ନାମଲେଖା ପାଇଁ କଟଅଫ୍…
ଭୁବନେଶ୍ବର : ରାଜ୍ୟର ବିଭିନ୍ନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇଛି। ବିଜ୍ଞାନ ଓ ବାଣିଜ୍ୟରେ ରେଭେନ୍ସା ଓ କଳାରେ ପୁରୀ ଜିଲ୍ଲା କୃଷ୍ଣପ୍ରସାଦ କଣ୍ଡାଖାଇ ହାଇଅର ସେକେଣ୍ଡାରୀ ସ୍କୁଲ ଶୀର୍ଷରେ ରହିଛି। ବିଜ୍ଞାନରେ ସାଧାରଣ ବର୍ଗଙ୍କ ପାଇଁ…