ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

2024 elections

ସ୍ୱଚ୍ଛ ଓ ଅବାଧ ନିର୍ବାଚନ ପାଇଁ…

ଭୁବନେଶ୍ୱର: କମିଶନରେଟ ପୁଲିସ ଅଧୀନରେ ଥିବା ସମସ୍ତ ନିର୍ବାଚନ ମଣ୍ଡଳୀରେ ନିର୍ବାଚନ ପରିଚାଳନା ନେଇ ପୁଲିସ ସେବା ଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ପୁଲିସ କମିଶନର ସଞ୍ଜୀବ ପଣ୍ଡା, ଅତିରିକ୍ତ ପୁଲିସ କମିଶନର ଅବିନାଶ କୁମାର, ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଳ ରଣା, ବିଏମସି…

ପ୍ରାକ୍ ନିର୍ବାଚନୀ ଜାତୀୟ ସର୍ଭେ: ୨୦୨୪…

ଭୁବନେଶ୍ବର: ୨୦୨୪ ନିର୍ବାଚନରେ ଓଡ଼ିଶାବାସୀ ପୁଣି ଫୁଙ୍କିବେ ଶଙ୍ଖ । ତେବେ ଏହି ନିର୍ବାଚନ ବିଜେଡି ପାଇଁ ହେବାକୁ ଯାଉଛି ଐତିହାସିକ । କାରଣ ଏହି ନିର୍ବାଚନରେ ବିଜେଡି ରେକର୍ଡ ସଂଖ୍ୟାରେ ବିଧାନସଭା ଆସିନରେ ଜିତିବାକୁ ଯାଉଛି । ଖାଲି ସେତିକି ନୁହେଁ, ଏହାସହ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ…

‘ଟାଇମ୍ସ ନାଓ’ର ପ୍ରାକ୍‌‌ ନିର୍ବାଚନୀ…

ଭୁବନେଶ୍ୱର: କ୍ରମାଗତ ୫ମ ପାଳିର ଶାସନ ପରେ ବି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକପ୍ରିୟତା ବଢ଼଼ିବଢ଼଼ି ଚାଲିଛି। ବିଶେଷକରି ‘୫-ଟି’ ଉପକ୍ରମରେ ଲୋକମାନଙ୍କର ସମସ୍ୟାର ତ୍ୱରିତ୍‌‌ ସମାଧାନ, ରାଜ୍ୟବ୍ୟାପୀ ରୂପାନ୍ତରଣ କାର୍ଯ୍ୟକ୍ରମ ସର୍ବୋପରି ବ୍ୟାପକ ଜନମଙ୍ଗଳକାରୀ ଯୋଜନା ନବୀନଙ୍କ ପ୍ରତି ଭୋଟରଙ୍କ…

ପାର୍ବଣରୁ ଆରମ୍ଭ ‘୨୪’ ପ୍ରସ୍ତୁତି:…

ଭୁବନେଶ୍ୱର: ସାଧାରଣ ଓ ବିଧାନସଭା ନିର୍ବାଚନ ବିଜ୍ଞପ୍ତି ଆଉ ମାତ୍ର କେଇମାସ ବାକି । ଦେଶର ୫ଟି ରାଜ୍ୟର ବିଧାନସଭା ନିର୍ବାଚନରୁ ଜାତୀୟ ଦଳଗୁଡ଼ିକ ପ୍ରସ୍ତୁତି ଆରମ୍ଭ କରିଛନ୍ତି । ଏହି କ୍ରମରେ ଓଡ଼ିଶାରେ ବି ରାଜନୀତି କ୍ରମଶଃ ଉଷ୍ଣ ହେବାରେ ଲାଗିଛି । ହେମନ୍ତର ପହିଲି ଶୀତରୁ ରାଜନୀତିର ଉଷ୍ଣ ପାରଦ…

୨୦୨୪ ନିର୍ବାଚନରେ ଓଡିଶା ରାଜନୀତିରେ…

ଭୁବନେଶ୍ବର :  : ୨୦୨୪ ସାଧାରଣ ନିର୍ବାଚନରେ ଓଡିଶା ରାଜନୀତିରେ କିଛି ପରିବର୍ତ୍ତନ ହେବନି। ନବୀନ ପଟ୍ଟନାୟକଙ୍କ ବିକଳ୍ପ ନାହାଁନ୍ତି । ୨୦୨୪ରେ ବିଜେଡି ବହୁ ପରିମାଣରେ ଜିତିବ ଆଉ ନବୀନ ହିଁ ମୁଖ୍ୟମନ୍ତ୍ରୀ ହେବେ ବୋଲି କହିଛନ୍ତି ବରିଷ୍ଠ ନେତା ଦାମୋଦର ରାଉତ। କୌଣସି ଦଳ ପାଇଁ ଓକିଲାତି କରୁନି ବରଂ ମୁଁ…

୨୦୨୪ ବିଧାନସଭା ନିର୍ବାଚନରେ ୧୨୫ ଆସନ…

ଭୁବନେଶ୍ୱର: ନିରାସକ୍ତ ଭାବରେ ଦେଖିଲେ ପଦମ୍‍ପୁର ଉପନିର୍ବାଚନ ଅନ୍ୟ ସବୁ ଉପନିର୍ବାଚନ ପରି ସାଧାରଣ; କିନ୍ତୁ ଏହାର ପାର୍ଶ୍ବ ପ୍ରତିକ୍ରିୟା ବିଭିନ୍ନ ଦୃଷ୍ଟିରୁ ବହୁ ଗୁରୁତ୍ୱ ବହନ କରୁଛି। ୨୦୧୯ ବିଧାନସଭା ନିର୍ବାଚନ ପୂର୍ବରୁ ୨୦୧୮ ବିଜେପୁର ଉପନିର୍ବାଚନ ଯେଉଁ ବାର୍ତ୍ତା ଦେଇଥିଲା; ୨୦୨୪ ବିଧାନସଭା…

ବିଜେପି ସ୍ବପ୍ନ ଦେଖୁଛି ହେଲେ ସ୍ବପ୍ନ…

ଭୁବନେଶ୍ବର : ୨୦୨୪ ରେ ବିରୋଧୀ ଶୁନ୍ୟ ହେବ ଓଡ଼ିଶା। ବିଜେଡି ୧୪୭ ବିଧାୟକ ଓ ୨୧ ସାଂସଦ ପଦ ହାତେଇବ। ବିଜେଡି ସଙ୍ଗଠନ ତୃନମୂଳ ସ୍ତରରେ ସୁଦୃଢ ହୋଇଛି,ଲୋକଙ୍କ ସମସ୍ୟା ସହ ଯୋଡ଼ି ହୋଇଛି ବିଜେଡି। ବିରୋଧୀଙ୍କ କିଛି ହାୱା କାମ ଦେବନି। ୨୦୨୪ରେ ଲୋକମାନେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବକୁ ଆହୁରୀ…