ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

5T Chairman Kartik Pandian

ବିଜେପୁରରେ କାର୍ତ୍ତିକ ପାଣ୍ଡିଆନଙ୍କ…

ଭୁବନେଶ୍ବର: କୁଆଡେ ଗଲା ଏମଏସପି ଦୁଇଗୁଣା କରିବାର ପ୍ରତିଶୃତି ? କୁଆଡେ ଗଲା ବରପାଲି ଷ୍ଟେସନକୁ ରେଲୱେ ଜଙ୍କସନ କରିବାର ପ୍ରତିଶୃତି ? କୁଆଡେ ଗଲା କେନ୍ଦୁପତ୍ର ଉପରୁ ଜିଏସଟି ଛାଡ ଘୋଷଣା ? କେବଳ ନିର୍ବାଚନ ଆସିଲେ ବିରୋଧୀ ଦଳର ଚାଷୀଙ୍କ କଥା ମନେପଡେ । ବରଗଡ଼ ବିଜେପୁରରୁ ବିରୋଧୀଙ୍କୁ ଏମିତି ଟାର୍ଗେଟ…

ବିଜେପିକୁ କାର୍ତ୍ତିକ ପାଣ୍ଡିଆନଙ୍କ ଖୋଲା…

ଗଞ୍ଜାମ : ଖଲ୍ଲିକୋଟରେ ବିଜେପିକୁ କାର୍ତ୍ତିକ ପାଣ୍ଡିଆନଙ୍କ ଖୋଲା ଚ୍ୟାଲେଞ୍ଜ । ସାହସ ଥିଲେ ବିଜେପି ଓଡ଼ିଶାରେ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରୁ । ବିଜେପି ଓଡିଶାରେ ସରକାର ଗଠନ କରିବାକୁ ଦିନରେ ସ୍ବପ୍ନ ଦେଖୁଛି । ହେଲେ ଦଳ ନିଜର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ବାଛି ପାରୁନି । ଜଣେ ଲୋକ ସବୁବେଳେ…

ଗଞ୍ଜାମର ବିଭିନ୍ନ ଅଞ୍ଚଳରେ କାର୍ତ୍ତିକ…

ବ୍ରହ୍ମପୁର: ଗଞ୍ଜାମର ବିଭିନ୍ନ ଅଞ୍ଚଳରେ କାର୍ତ୍ତିକ ପାଣ୍ଡିଆନଙ୍କ ପ୍ରଚାର। ପ୍ରଚାର ସଭା ସହ ରୋଡ ଶୋ’ରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରୁଛନ୍ତି ପାଣ୍ଡିଆନ୍। ଆଜି ଦିନ ତମାମ ଗଞ୍ଜାମ ଜିଲ୍ଲାର ଶେରଗଡ଼, ହିଞ୍ଜିଳି, ଖଲ୍ଲିକୋଟ ଓ ବ୍ରହ୍ମପୁରରେ ଆୟୋଜିତ ବିଭିନ୍ନ ପ୍ରଚାର ସଭା ଓ ରୋଡ ଶୋ’ରେ ସାମିଲ…

ଭଞ୍ଜନଗରରେ କାର୍ତ୍ତିକ ପାଣ୍ଡିଆନଙ୍କ…

ଭଞ୍ଜନଗର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରତି ଜନସମର୍ଥନ ଦେଖି ବିରୋଧୀଙ୍କ ନିଦ ହଜିଗଲାଣି। ସେମାନେ କେବଳ ଅପପ୍ରଚାରରେ ମାତିଛନ୍ତି । ମିଶନ ଶକ୍ତି ଓ ବିଏସକେୱାଇ ଭଳି ଯୋଜନାକୁ ବନ୍ଦ କରିବାକୁ ଚକ୍ରାନ୍ତ କରୁଛନ୍ତି। ସେମାନଙ୍କ ବିକାଶକୁ ବିରୋଧ କରୁଛନ୍ତି। ବିରୋଧୀଙ୍କୁ ଭୋଟରେ ଜବାବ ଦେବାକୁ…

ଓଡ଼ିଆ ‘ଅସ୍ମିତା’ ପ୍ରସଙ୍ଗରେ ତର୍କ ପାଇଁ…

ଭୁବନେଶ୍ୱର: ପ୍ରତି ରାଜ୍ୟର ଗର୍ବ ହେଉଛି ତାହାର ଭାଷା, ସଂସ୍କୃତି ଓ ସମ୍ପୃକ୍ତ ରାଜ୍ୟର ଜନତା। କିନ୍ତୁ ଆଜି ଓଡ଼ିଆ ଭାଷା ଏବଂ ଅସ୍ମିତା କଥା କହୁଥିବା ବିଜେପି ଗତ ୧୦ ବର୍ଷ ଭିତରେ ଏହି ତିନି ଗର୍ବ ପାଇଁ କ’ଣ କରିଛି? ଓଡ଼ିଶା ଭାଷାର ପ୍ରଚାର, ପ୍ରସାର ଓ ସୁରକ୍ଷା ପାଇଁ ବିଜେପିର ଅବଦାନ କ’ଣ ତାହା…

ବାଲିଗୁଡାରେ କାର୍ତ୍ତିକ ପାଣ୍ଡିଆନଙ୍କ…

ଭୁବନେଶ୍ବର: ବିଜୁ ଜନତା ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଆଜି ବାଲିଗୁଡା ଠାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଜୋରଦାର ପ୍ରଚାର କରି ସେମାନଙ୍କୁ ବିପୁଳ ଭୋଟରେ ଜିତାଇବାକୁ ଅନୁରୋଧ କରିଛନ୍ତି। କନ୍ଧମାଳ ସାଂସଦ ପ୍ରାର୍ଥୀ ଡକ୍ଟର ଅଚ୍ୟୁତ ସାମନ୍ତ ଏବଂ ବାଲିଗୁଡା ବିଧାନସଭା ପ୍ରାର୍ଥୀ ଶ୍ରୀ ଚକ୍ରମଣି…

କବିସୂର୍ଯ୍ୟନଗରରେ ବିରୋଧୀଙ୍କୁ ଟାର୍ଗେଟ…

ଭୁବନେଶ୍ବର: ବିଜୁ ଜନତା ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଆଜି କବିସୂର୍ଯ୍ୟନଗର ଓ ଦିଗପହଣ୍ଡିରେ ନିର୍ବାଚନ ପ୍ରଚାର କରି ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବାକୁ ଆହ୍ବାନ ଦେଇଛନ୍ତି। କବିସୂର୍ଯ୍ୟନଗରରେ ଆସ୍କା ଲୋକସଭା ପ୍ରାର୍ଥୀ ରଞ୍ଜିତା ସାହୁ ଓ କବିସୂର୍ଯ୍ୟନଗର ବିଧାନସଭା ପ୍ରାର୍ଥୀ ଲତିକା ପ୍ରଧାନ…

ମାଲକାନଗିରିରେ କାର୍ତ୍ତିକ ପାଣ୍ଡିଆନଙ୍କ…

ଭୁବନେଶ୍ବର: ବିଜୁ ଜନତା ଦଳ ନେତା କାର୍ତ୍ତିକ ପାଣ୍ଡିଆନ ଆଜି ମାଲକାନଗିରିରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଜୋରଦାର ପ୍ରଚାର କରି ଜିତାଇବାକୁ ଆହ୍ବାନ ଦେଇଛନ୍ତି। ଲୋକସଭା ପ୍ରାର୍ଥୀ  ପ୍ରଦୀପ ମାଝୀଙ୍କ ସହିତ ମାଲକାନଗିରି ବିଧାନସଭା ପ୍ରାର୍ଥୀ  ମାନସ ମାଡକାମି ଓ ଚିତ୍ରକୋଣ୍ଡା ପ୍ରାର୍ଥୀ ଲକ୍ଷ୍ମୀପ୍ରିୟା…

ନୂଆପଡା ପ୍ରଚାର ମଇଦାନରେ କାର୍ତ୍ତିକ…

ନୂଆପଡା: ନୂଆପଡା ଗସ୍ତରେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଲୋକଙ୍କୁ ଭେଟିବା ସହ ଅଭିଯୋଗ ପତ୍ର ଗ୍ରହଣ କରିଛନ୍ତି। ଏହି ଗସ୍ତ ସମୟରେ ବିଭିନ୍ନ ସମାଜ ପକ୍ଷରୁ ଫୁଲମାଳ ଦେଇ ସ୍ୱାଗତ ସମ୍ବର୍ଦ୍ଧନା ମଧ୍ୟ କରାଯାଇଛି। ନୂଆପଡାରେ ଆୟୋଜିତ ଏକ ଜନସଭାକୁ ସମ୍ବୋଧିତ କରି 5T ଅଧ୍ୟକ୍ଷ କହିଛନ୍ତି ଯେ,…

ଉମରକୋଟରେ କାର୍ତ୍ତିକ ପାଣ୍ଡିଆନଙ୍କ…

ନବରଙ୍ଗପୁର: ଦକ୍ଷିଣ ଓଡ଼ିଶାରେ ଆଜି ମଧ୍ଯ 5T ଓ ନବୀନ ଓଡ଼ିଶାର ଅଧ୍ଯକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ପ୍ରଚାର ଅଭିଯାନ ଜାରି ରହିଛି । ଗତକାଲି ପାଣ୍ଡିଆନ କୋରାପୁଟ ଲୋକସଭା ଅନ୍ତର୍ଗତ ୪ଟି ବିଧାନସଭା ନିର୍ବାଚନ ମଣ୍ଡଳିରେ ପ୍ରଚାର କରିଥିଲେ । ଆଜି ନବରଙ୍ଗପୁର ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ…