ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

5T Secretary V K Pandian

ପୁରୀରେ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ…

ପୁରୀ: ଶ୍ରୀକ୍ଷେତ୍ର ପୁରୀରେ 5ଟି ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ । ଆଜି ସକାଳୁ ସେ ପୁରୀ ଆସିଥିବା ବେଳେ ଶ୍ରୀମନ୍ଦିର ଯାଇ ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତି। ମହାପ୍ରଭୁଙ୍କୁ ଦର୍ଶନ କରି ସାରିବା ପରେ ସେ ଉତ୍ତର ଦ୍ୱାର ନିକଟରେ ଜାରି ରହିଥିବା ପରିକ୍ରମା ପ୍ରକଳ୍ପର କାର୍ଯ୍ୟକୁ ଅନୁଧ୍ୟାନ ମଧ୍ୟ…

୫-ଟି ସଚିବଙ୍କ ବଲାଙ୍ଗୀର ଗସ୍ତର ଦ୍ବିତୀୟ…

ବଲାଙ୍ଗୀର: ତୃଣମୂଳସ୍ତରରେ ବିକାଶର ନନଷ୍ଟପ୍ ସମୀକ୍ଷା । ବଲାଙ୍ଗୀର ଗସ୍ତର ଦ୍ବିତୀୟ ଦିନରେ ଉନ୍ନୟନମୂଳକ କାର୍ଯ୍ୟର ଅନୁଧ୍ୟାନ କରୁଛନ୍ତି ୫ଟି ସଚିବ ଭି.କେ ପାଣ୍ଡିଆନ୍ । ବଲାଙ୍ଗୀର ସମଲେଇ ମନ୍ଦିରରେ ପୂଜାର୍ଚ୍ଚନା କରିବା ସହ ରୂପାନ୍ତରଣ ନେଇ ସେବାୟତଙ୍କ ସହ ଆଲୋଚନା କରିଛନ୍ତି । ଖୁବଶୀଘ୍ର ଭବ୍ୟ…

ପୁରୀ ଗସ୍ତ କରି ମହାପ୍ରଭୁଙ୍କୁ ଦର୍ଶନ…

ପୁରୀ: ପୁରୀରେ ଗସ୍ତରେ 5T ସଚିବ ଭି.କେ ପାଣ୍ଡିଆନ । ପୁରୀ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି 5T ସଚିବ । ଶ୍ରୀମନ୍ଦିର ଭିତରେ ପ୍ରାୟ ୪୦ ମିନିଟ ପର୍ଯ୍ୟନ୍ତ ରହି ବେଢ଼ା ପରିକ୍ରମା କରିଥିଲେ । 5T ସଚିବଙ୍କ ସହିତ ତାଙ୍କ ପତ୍ନୀ ତଥା ମିଶନ ଶକ୍ତି କମିଶନର ସୁଜାତା ଆର କାର୍ତ୍ତିକେୟନ…

ନୟାଗଡ଼ ଜିଲ୍ଲା ଗସ୍ତରେ ୫ଟି ସଚିବ,…

ନୟାଗଡ଼: ଦୁଇ ଦିନିଆ ନୟାଗଡ଼ ଜିଲ୍ଲା ଗସ୍ତରେ ୫ଟି ସଚିବ ଭି.କେ ପାଣ୍ଡିଆନ୍‌ । ପ୍ରତିକୂଳ ପାଗ ସତ୍ୱେ ଲୋକଙ୍କ ପାଖରେ ପହଞ୍ଚି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରିଛନ୍ତି । ସମସ୍ତଙ୍କଠୁ ଦରଖାସ୍ତ ଗ୍ରହଣ କରିବା ସହିତ ସପ୍ତାହକରେ ସମସ୍ୟାର ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଛନ୍ତି ।…

ନୟାଗଡ଼ରେ ୫ଟି ସଚିବ: ପ୍ରତିକୂଳ ପାଗ…

ନୟାଗଡ଼: ନୟାଗଡ଼ ଜିଲ୍ଲାକୁ ଦୁଇ ଦିନିଆ ଗସ୍ତରେ ଆସିଛନ୍ତି ୫ଟି ସଚିବ ଭି.କେ ପାଣ୍ଡିଆନ୍ । ଭିଜା ସକାଳରେ ନୟାଗଡର ନବକଳେବର ପାଇଁ ଚାଲିଛି ନକ୍ସା ଅଙ୍କନ।  ନୟାଗଡ଼ ଜିଲ୍ଲାରେ ୫ଟି ଜନଶୁଣାଣି କାର୍ଯ୍ୟକ୍ରମ ରହିଥିବା ବେଳେ ବିଭିନ୍ନ ସ୍ଥାନରେ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା, ମିଶନ ଶକ୍ତି ମହିଳାଙ୍କ ସହ…

୫ଟି ସଚିବଙ୍କ ସମ୍ବଲପୁର ଗସ୍ତର ଆଜି…

ସମ୍ବଲପୁର: ୫ଟି ସଚିବଙ୍କ ସମ୍ବଲପୁର ଗସ୍ତର ଆଜି ଦ୍ବିତୀୟ ଦିନ। ଗ୍ରାଉଣ୍ଡରୁ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରୁଛନ୍ତି ୫ଟି ସଚିବ ଭିକେ ପାଣ୍ଡିଆନ୍ । ତୁରନ୍ତ ସମାଧାନ ହେଉଛି ଲୋକଙ୍କ ଆପତ୍ତି ଅଭିଯୋଗ। ଏହି କ୍ରମରେ ଆଜି ସକାଳୁ ସେ ସମଲେଇ ମନ୍ଦିର ଦର୍ଶନ କରିଛନ୍ତି। ମା’ ସମଲେଶ୍ବରୀଙ୍କର…

୫-ଟି ସଚିବଙ୍କ ଅନୁଗୁଳ ଗସ୍ତର ଦ୍ବିତୀୟ…

ଅନୁଗୁଳ: ୫ଟି ସଚିବଙ୍କ ଅନୁଗୁଳ ଗସ୍ତର ଆଜି ଦ୍ବିତୀୟ ଦିନ । ସେ ଗ୍ରାଉଣ୍ଡରୁ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରୁଛନ୍ତି।  ଆଜି ସକାଳୁ ଶୈଳ ଶ୍ରୀକ୍ଷେତ୍ର ଅନୁଗୁଳ ଶ୍ରୀ ଜଗନ୍ନାଥ ମନ୍ଦିର ଦର୍ଶନ କରିଛନ୍ତି ୫ଟି ସଚିବ। ଏହା ସହ ମନ୍ଦିରରେ ଥିବା ବିମଳା ଓ ବୁଢ଼ୀ ଠାକୁରାଣୀଙ୍କୁ ମଧ୍ୟ ଦର୍ଶନ…

ସୁବର୍ଣ୍ଣପୁରରେ ୫ଟି ସଚିବ: ବିଭିନ୍ନ…

ସୋନପୁର: ଦିନିକିଆ ସୁବର୍ଣ୍ଣପୁର ଗସ୍ତରେ ୫ଟି ସଚିବ ଭିକେ ପାଣ୍ଡିଆନ୍ । ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା ଓ ବିଭିନ୍ନ ପ୍ରକଳ୍ପ ବୁଲି ଦେଖିଛନ୍ତି ଭିକେ ପାଣ୍ଡିଆନ୍ । ପାତାଳୀ ଶ୍ରୀକ୍ଷେତ୍ରରେ ଜଗନ୍ନାଥଙ୍କୁ ଦର୍ଶନ କରି ମନ୍ଦିର ଉନ୍ନତିକରଣ ଉପରେ ଆଲୋଚନା କରିଥିଲେ । ଏହାପରେ ଉଲୁଣ୍ଡା ଯାଇ…

ସେପ୍ଟେମ୍ବର ସୁଦ୍ଧା ଗଙ୍ଗାଧର ମେହେର…

ଭୁବନେଶ୍ୱର: ଆସନ୍ତା ସେପ୍ଟେମ୍ବର ସୁଦ୍ଧା ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟକ୍ରମ ହେବ। ୧୬ ଶହ ୭୭ କୋଟିରେ ନିର୍ମିତ ଏହି ପ୍ରକଳ୍ପ ୨୫ ହଜାର ୬ଶହ ହେକ୍ଟର ଜମିକୁ ସେଚ ଯୋଗାଇବ। ଏହାଦ୍ୱାରା ବରଗଡ଼ ଜିଲ୍ଲାର ବିଜେପୁର, ବରପାଲି, ସୋହେଲା ଓ ବରଗଡ଼ ବ୍ଲକର ଚାଷୀମାନେ ଉପକୃତ ହେବେ ।…

5T ସଚିବଙ୍କ ଗସ୍ତପରେ ରାଜଗାଙ୍ଗପୁର ଓଭର…

ସୁନ୍ଦରଗଡ଼: ରାଜଗାଙ୍ଗପୁର ଲେବେଲ କ୍ରସିଂଠାରେ ହେଉଥିବା ଓଭର ବ୍ରିଜ୍ ନିର୍ମାଣ (ROB Project) ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି । ନିର୍ମାଣ କାର୍ଯ୍ୟ ନିମନ୍ତେ ବର୍ତ୍ତମାନ ଟେଣ୍ଡର ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଯାଇଛି । ସୋନାଖାନ ଓ କାନସବାହାଲ ମଧ୍ୟରେ ଥିବା ଏହି ପ୍ରକଳ୍ପ ୨୦୧୮ ମସିହାରେ ଆରମ୍ଭ…