ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

5T Secretary

ବର୍ଷ ବର୍ଷର ସମସ୍ୟାର ହେବ ସମାଧାନ; ପୁରୀ…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ସଚିବଙ୍କ ପୁରୀ ଓ ନୟାଗଡ ଜିଲ୍ଲା ଗସ୍ତ ସମୟରେ ଜନସାଧାରଣଙ୍କ ଠାରୁ ବିଭିନ୍ନ ଅଭିଯୋଗ ମିଳିଥିଲା। ଏ ସଂପର୍କରେ 5-ଟି ସଚିବ ଭି.କେ. ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ପରେ, ଆଜି ଏ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ…

୨୪ ଘଣ୍ଟା ଭିତରେ ଦୁଃଖ ଶୁଣିଲେ…

ଭୁବନେଶ୍ୱର: ଜନସାଧାରଣଙ୍କ ସମସ୍ୟାର ତ୍ୱରିତ୍‌‌ ସମାଧାନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିବା ବେଳେ ଏହା କାର୍ଯ୍ୟକ୍ଷେତ୍ରରେ ପ୍ରତିଫଳିତ ମଧ୍ୟ ହେଉଛି। ଏହିକ୍ରମରେ ନିବେଦନ କରିବାର ମାତ୍ର ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ ସାନଖେମୁଣ୍ଡି ବ୍ଲକର ଦୁଇଜଣ ବ୍ୟକ୍ତିଙ୍କୁ…

ପୁରୀ ଗସ୍ତରେ 5T ସଚିବ, ଲୋକଙ୍କ ପାଖରୁ…

ପୁରୀ: ପୁରୀ ଗସ୍ତରେ ଯାଇଛନ୍ତି 5T ସଚିବ ଭି.କେ ପାଣ୍ଡିଆନ୍ । ଗ୍ରାଉଣ୍ଡକୁ ଯାଇ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରୁଛନ୍ତି । ଲୋକଙ୍କ ପାଖରୁ ଅଭିଯୋଗପତ୍ର ଗ୍ରହଣ କରିବା ସହ ସେମାନଙ୍କ ବିଭିନ୍ନ ସମସ୍ୟାର ସମାଧାନ ନେଇ ପ୍ରତିଶ୍ରୁତି ଦେଇଛନ୍ତି । ପାନ ଚାଷୀ ୧୫ ଦିନରେ ସ୍ବତନ୍ତ୍ର ପ୍ୟାକେଜ ପାଇବେ ।…

ବହୁପ୍ରତିକ୍ଷୀତ ସୋନ ବ୍ୟାରେଜ ପ୍ରକଳ୍ପ…

ବାରିପଦା: ଦ୍ୱିତୀୟ ଦିନରେ ମୟୂରଭଞ୍ଜରେ ‘୫-ଟି’ ସଚିବ ମାରାଥନ ସମୀକ୍ଷା କରିଛନ୍ତି। ଗ୍ରାଉଣ୍ଡ ଜିରୋରେ ବିକାଶ କାର୍ଯ୍ୟର ଅନୁଧ୍ୟାନ କରି ଫେରିଛନ୍ତି। ବହୁପ୍ରତିକ୍ଷୀତ ସୋନ ବ୍ୟାରେଜ ପ୍ରକଳ୍ପ ପାଇଁ ରାଜ୍ୟ ସରକାର ୭୩୮.୮ କୋଟି ଟଙ୍କା ମଞ୍ଜୁର କରିଥିବା ବେଳେ ଏହି ପ୍ରକଳ୍ପ ଜରିଆରେ ବଡ଼ସାହି ବ୍ଲକ ଏବଂ…

ଦୁଇ ଦିନିଆ ବଲାଙ୍ଗୀର ଜିଲ୍ଲା ଗସ୍ତରେ 5T…

ବଲାଙ୍ଗୀର: ଦୁଇ ଦିନିଆ ବଲାଙ୍ଗୀର ଜିଲ୍ଲା ଗସ୍ତରେ 5T ସଚିବ ଭିକେ ପାଣ୍ଡିଆନ । ତୁଷୁରାରେ ଥିବା ମାଆ ସମଲେଶ୍ବରୀଙ୍କ ମନ୍ଦିରକୁ ଯାଇ ଦର୍ଶନ ସହିତ ମନ୍ଦିରର ବିକ‍ଶମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି 5T ସଚିବ । ଖୁବଶୀଘ୍ର ବଦଳିବ ତୁଷୁରାର ମାଆ ସମଲେଶ୍ବରୀଙ୍କ ମନ୍ଦିରର ରୂପରେଖ । ମାଆଙ୍କ ଦର୍ଶନ ସହ…

ପୁରୀ ଗସ୍ତ କରି ମହାପ୍ରଭୁଙ୍କୁ ଦର୍ଶନ…

ପୁରୀ: ପୁରୀରେ ଗସ୍ତରେ 5T ସଚିବ ଭି.କେ ପାଣ୍ଡିଆନ । ପୁରୀ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି 5T ସଚିବ । ଶ୍ରୀମନ୍ଦିର ଭିତରେ ପ୍ରାୟ ୪୦ ମିନିଟ ପର୍ଯ୍ୟନ୍ତ ରହି ବେଢ଼ା ପରିକ୍ରମା କରିଥିଲେ । 5T ସଚିବଙ୍କ ସହିତ ତାଙ୍କ ପତ୍ନୀ ତଥା ମିଶନ ଶକ୍ତି କମିଶନର ସୁଜାତା ଆର କାର୍ତ୍ତିକେୟନ…

ସିଲିକନ୍‌‌ ଭ୍ୟାଲିରେ ପ୍ରବାସୀ ଓଡ଼ିଆଙ୍କ…

ଭୁବନେଶ୍ୱର: ପ୍ରାକୃତିକ ବିପର୍ଯ୍ୟୟ ଭଳି ପ୍ରତିକୂଳ ପରିସ୍ଥିତିକୁ ଓଡ଼ିଶା ସୁଯୋଗରେ ପରିଣତ କରିଛି। ଯେଉଁ ପ୍ରାକୃତିକ ବିପର୍ଯ୍ୟୟ ଓଡ଼ିଶାର ଅଣ୍ଟା ଭାଙ୍ଗି ଦେଉଥିଲା, ଆଜି ସେହି ବିପର୍ଯ୍ୟୟ ସହ ଲଢ଼ିବାରେ ଓଡ଼ିଶା ନିପୁଣ ହୋଇଛି। ଓଡ଼ିଶାର ଘରେ ଘରେ ବିପର୍ଯ୍ୟୟ ଯୋଦ୍ଧା ତିଆରି ହୋଇଛନ୍ତି। ଆମେ କେବଳ…

ଅନୁଗୁଳ ଗସ୍ତରେ 5T ସଚିବ, ତାଳଚେରରେ…

ଅନୁଗୁଳ : ଅନୁଗୁଳ ଜିଲ୍ଲା ଗସ୍ତରେ 5T ସଚିବ ଭି.କେ ପାଣ୍ଡିଆନ୍। ତାଳଚେରରେ ପହଞ୍ଚିବା ପରେ ମା’ ହିଙ୍ଗୁଳାଙ୍କୁ ଦର୍ଶନ କରିଛନ୍ତି 5T ସଚିବ। ଏହା ପରେ ମନ୍ଦିର ଟ୍ରଷ୍ଟ ବୋର୍ଡ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିଥିଲେ। ନିର୍ମାଣାଧୀନ ମନ୍ଦିରର ନସ୍କା ଦେଖିବା ସହ ଖୁବ ଶୀଘ୍ର ମୁଖ୍ୟମନ୍ତ୍ରୀ ହିଙ୍ଗୁଳା…

ମହାନତା ଦେଖାଇଲେ 5T ସଚିବ, ଅସହାୟ…

ସୋନପୁର: ଦୁର୍ଦ୍ଦିନରେ ଥିବା ଏକ ବୁଣାକାର ପରିବାରକୁ ମହାନତା ଦେଖାଇଲେ 5T ସଚିବ ଭି.କେ ପାଣ୍ଡିଆନ। ପରିବାରକୁ ତୁରନ୍ତ ସାହାଯ୍ୟ ପାଇଁ ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କୁ ୫ଟି ସଚିବ ନିର୍ଦ୍ଦେଶ ଦେଇଛନ୍ତି। ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ୍ ଚମ୍ପାମାଳ ପଞ୍ଚାୟତ ହନୁମାନପାଲି ଗାଁରେ ପରିବାର…

ବଦଳିବ ଏକାମ୍ରକ୍ଷେତ୍ରର ରୂପରେଖ; ପ୍ରଭୁ…

ଭୁବନେଶ୍ୱର : ଆସନ୍ତା ଜୁନ୍ ୨୬ରୁ ଆରମ୍ଭ ହେବ ଏକାମ୍ରକ୍ଷେତ୍ର ଆମେନିଟିଜ୍ ଆଣ୍ଡ ମନ୍ୟୁମେଣ୍ଟସ୍ ରିଭାଇଭାଲ୍ ପ୍ଲାନ କାମ । ହୋମଯଜ୍ଞ, ବେଦପାଠ, ମନ୍ତ୍ରଧ୍ବନୀ ଓ ସଙ୍କୀର୍ତ୍ତନରେ ଆଧ୍ୟାତ୍ମିକ ପରିବେଶରେ ପ୍ରକମ୍ପିତ ହେବ ଏକାମ୍ରକ୍ଷେତ୍ର । ଏହାପୂର୍ବରୁ ପ୍ରଭୁ ଲିଙ୍ଗରାଜ ମନ୍ଦିର ଯାଇ ଅନୁଧ୍ୟାନ…