‘ଭାରତରେ ୨୦୨୪ ସୁଦ୍ଧା ଆସିବ…
ନୂଆଦିଲ୍ଲୀ: ରାଷ୍ଟ୍ରାୟତ୍ତ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ୍ (ବିଏସଏନଏଲ) ନିକଟରେ ଏହାର ୪ଜି ପରୀକ୍ଷା କରିଛି । ତେବେ ଦେଶରେ ବର୍ତ୍ତମାନ ୫ଜି ମଧ୍ୟ ନାହିଁ ଏବଂ କେବେ ଏହାର ଶୁଭାରମ୍ଭ କରାଯିବ ଏହାର କୌଣସି ସ୍ପଷ୍ଟ ସୂଚନା ମଧ୍ୟ ନାହିଁ । ମାତ୍ର ସରକାର ଏବେ ୬ଜି ଆଣିବାକୁ ପ୍ରସ୍ତୁତିରେ…